• Latest
  • Trending

ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ସମସ୍ୟାକୁ ଗମ୍ଭୀର କରୁଛି: ବିଜେଡି

Aug-10-2024 06:20 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ସମସ୍ୟାକୁ ଗମ୍ଭୀର କରୁଛି: ବିଜେଡି

by M M
Aug-10-2024 06:20 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ରହିଥିବା ବିଜେଡି କହିଛି । ସରକାରଙ୍କ ପାଇଁ ଏହି ସମସ୍ୟା ବଢ଼ି ବଢ଼ି ଚାଲିଛି ବୋଲି  ବିରୋଧୀ ଦଳ ମୁଖ୍ୟସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଛନ୍ତି ।  ବିଗତ ପ୍ରାୟ ଏକ ମାସ ଧରି ରାଜ୍ୟରେ ଆଳୁ ସମସ୍ୟା ଦେଖା ଦେଇଛି ଯାହା ଥମିବାର ନା ନେଉନାହିଁ । ରାଜ୍ୟ ସରକାରଙ୍କ ଆଳୁ ମହଜୁତକାରୀଙ୍କ ଉପରେ କୋହଳ ମନୋଭାବ ଓ ଆଳୁ ସମସ୍ୟାର ସମାଧାନ ପାଇଁ ଆନ୍ତରିକତାର ଅଭାବ ଯୋଗୁ ସମସ୍ୟା ଯେଉଁଠିକୁ ସେଇଠି ରହିଛି । ସରକାର ଆଳୁ ଦର ନିୟନ୍ତ୍ରଣରେ ରହିଥିବା ଦାବି କରୁଥିଲେ ମଧ୍ୟ ଆଳୁ ଦର କିଲୋ ପଚାଶ ଟଙ୍କା ରହିଛି । ଅନ୍ୟ ରାଜ୍ୟରୁ ଆଳୁ ଆଣିବା ନେଇ ସମସ୍ୟା ଥିବା କଥା କୁହା ଯାଉଥିଲେ ମଧ୍ୟ କିଛି ଅସାଧୁ ବ୍ୟବସାୟୀଙ୍କ ଦ୍ୱାରା ଆଳୁ ମହଜୁତ ରଖାଯାଇ ବଜାରରେ କୁତ୍ରିମ ଅଭାବ ସୃଷ୍ଟି କରାଯାଉଛି ।
ଏହି ସମସ୍ୟା ପ୍ରତି ବିଜେପି ସରକାରଙ୍କ ଉଦାସିନତା ପରିସ୍ଥିତିକୁ ଅଧିକ ଗମ୍ଭୀର କରିଛି । ଆଳୁ ମହଜୁତ ରଖୁଥିବା ଅସାଧୁ ବ୍ୟବସାୟୀଙ୍କ ଭାରତୀୟ ଜନତା ପାର୍ଟି ସହିତ ନିବିଡ଼ ସମ୍ପର୍କ ରହିଥିବାରୁ, ସରକାର ଏ ପର୍ଯ୍ୟନ୍ତ ଏହି ଅସାଧୁ ବ୍ୟବସାୟୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି । ବିଜେପି ସରକାର ଓଡ଼ିଶାରେ ନାଫେଡର ସହଯୋଗରେ ଆଳୁ ସପ୍ତାହକ ଭିତରେ ଉପଲବ୍ଧ କରିବାକୁ କହୁଛନ୍ତି, କିନ୍ତୁ ଏବେ ପରିସ୍ଥିତିରେ ଲାଗୁଛି ଯେ ଆଗାମୀ ୧୫ ଦିନ ମଧ୍ୟରେ ସ୍ଥିତି ସାଧାରଣ ହେବ ନାହିଁ ଏବଂ ଓଡ଼ିଶାର ସାଧାରଣ ଲୋକ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ସମସ୍ୟା ଭୋଗିବେ ।
ସେହିପରି ବଜାରରେ ଅନ୍ୟାନ୍ୟ ପନିପରିବା ଦର ମଧ୍ୟ ଆକାଶ ଛୁଆଁ ହୋଇଛି । ପନିପରିବା ଦର ନିୟନ୍ତ୍ରଣ ପ୍ରତି ସରକାରଙ୍କ ନିଘା ନାହିଁ । ଓଲଟା ମନ୍ତ୍ରୀ ପନିପରିବା ଦର ନିୟନ୍ତ୍ରଣ କରିବାରେ ସରକାରଙ୍କ କୌଣସି ଭୂମିକା ନାହିଁ ବୋଲି ଦେଇଥିବା ମନ୍ତବ୍ୟ ଗ୍ରହଣୀୟ ନୁହେଁ । ବିଜେପି ସରକାର ତୁରନ୍ତ ଆଳୁ ସମସ୍ୟାର ସମଧାନ ପାଇଁ ପଦକ୍ଷେପ ନିଅନ୍ତୁ । ଆବଶ୍ୟକ ଅନୁସାରେ, ଏସମା ଆଇନ ଲାଗୁକରିବା କଥା ଚିନ୍ତା କରନ୍ତୁ ବୋଲି ଶ୍ରୀମତୀ ମଲ୍ଲିକ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
March 9, 2026, 8:52 AM
 

SSW
Partly cloudy
27°C
3 m/s
Apparent: 30°C
Pressure: 1012 mb
Humidity: 84%
Winds: 3 m/s SSW
Windgusts: 8.4 m/s
UV-Index: 0
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom