• Latest
  • Trending
ପାଣ୍ଡିଆନ ନୁହେଁ ନବୀନ ଦାୟୀ: ପ୍ରଭାତ ତ୍ରିପାଠୀ

ପାଣ୍ଡିଆନ ନୁହେଁ ନବୀନ ଦାୟୀ: ପ୍ରଭାତ ତ୍ରିପାଠୀ

Apr-10-2025 11:26 AM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପାଣ୍ଡିଆନ ନୁହେଁ ନବୀନ ଦାୟୀ: ପ୍ରଭାତ ତ୍ରିପାଠୀ

୨୦୧୯ ନିର୍ବାଚନ ସଭାରେ ନବୀନଙ୍କ ଉପସ୍ଥିତରେ ଭାଷଣ ଦେଇଛି

by newsroom
Apr-10-2025 11:26 AM IST
in ବଡ଼ ଖବର, ରାଜନୀତି
0
ପାଣ୍ଡିଆନ ନୁହେଁ ନବୀନ ଦାୟୀ: ପ୍ରଭାତ ତ୍ରିପାଠୀ
494
SHARES
1.4k
VIEWS
Share on FacebookShare on Twitter

ଗତ କିଛି ଦିନ ଧରି ବିଜେଡିରେ ତୁତୁ ମେ ମେ ଚାଲିଛି । ବରିଷ୍ଠ ନେତା ଆଉ ଯୁବ ନେତା ଙ୍କ ମଧ୍ୟରେ ରାଜ୍ୟ ସଭାରେ ଭୋଟକୁ ନେଇ ଟଣା ଓଟରା ପରେ ନବୀନ ସବୁ ନେତାଙ୍କୁ ତାଗିଦ କରିବା ସହ  ପ୍ରଭାତ ଦଳରେ ନଥିବା କହିଥିଲେ  ।  ଏବେ ପୁଣି ପ୍ରଭାତ କହିଛନ୍ତି ମିଛ କହିଛନ୍ତି ନବୀନ ପଟ୍ଟନାୟକ। ସେ ସିଧା କହିଛନ୍ତି ମୁଁ ବିଜେଡିରେ ନାହିଁ ନବୀନ ପଟ୍ଟନାୟକ କହିବା ମହା ମିଛ। ଦଳ ସଭାପତି ଏ‌ଭଳି କହିବା ଭୁଲ୍। ଆଜି ସାମ୍ବାଦିକ ସମ୍ମିଳନୀରେ ଏଭଳି କହି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କଡ଼ା ଜବାବ ଦେଇଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ। ପ୍ରଭାତ ତ୍ରିପାଠୀ ଆହୁରି କହିଛନ୍ତି, ବିଜେଡିରେ ମୁଁ ନାହିଁ।  ଦଳରେ ମୁଁ ନାହିଁ ବୋଲି ନବୀନଙ୍କୁ ଫିଡ୍ ବ୍ୟାକ ଦିଆଯାଇଛି।

ପ୍ରଭାତ କହିଛନ୍ତି ଯେ ୨୦୧୭ରେ ନିଲମ୍ବନ ପ୍ରତ୍ୟାହାର ହୋଇଥିଲା। ଆଉ କେଶ୍ କୁ ନେଇ ସେ କହିଥିଲେ ମାମଲା ଏବେ ବିଚାରାଧୀନ ରହିଛି ମାମଲାର ରାୟ ପ୍ରକାଶ ପାଇନି। ତେଣୁ ବିଜେଡି ସଭାପତି ଏଭଳି ପ୍ରଶ୍ନ ଉଠାଇବାର ମାନେ କିଛି ନାହିଁ।  ୨୦୧୯ ନିର୍ବାଚନ ସଭାରେ ନବୀନଙ୍କ ଉପସ୍ଥିତରେ ଭାଷଣ ଦେଇଛି।  ୨୦୨୦ ପରେ  ଅନେକ କ୍ଷେତ୍ରରେ  ଦଳ ପାଇଁ କାମ କରିଛି। ଦଳ ମୋତେ ନିୟୋଜିତ କରିଛି। ୨୦୨୪ ନିର୍ବାଚନରେ ବିଭିନ୍ନ ନିର୍ବାଚନମଣ୍ଡଳୀ ପାଇଁ କାମ କରିଛି। ୨୪ ନିର୍ବାଚନ ସଭାରେ ଦ୍ବିତୀୟ କ୍ଷମତା କେନ୍ଦ୍ର ମୋତେ  ପ୍ରଶଂସା କରିଛନ୍ତି । ଏବେ ଏଭଳି କହିବାର ମାନେ କିଛି ନଥିବା ସେ କହିଛନ୍ତି । ସେ କୋର୍ଟକୁ ଯିବେ ନାହିଁ, ସମୟକୁ ଅପେକ୍ଷା କରିବେ ବୋଲି କହିଛନ୍ତି ପ୍ରଭାତ ତ୍ରିପାଠୀ ।

Tags: bjdnewsnewsroomodishapoliticsPravat Tripathy
Share198Tweet124
newsroom

newsroom

ଆଜିର ପାଗ

Bhubaneswar
October 22, 2025, 10:59 AM
 

ENE
Mainly clear
31°C
3.7 m/s
Apparent: 32°C
Pressure: 1011 mb
Humidity: 93%
Winds: 3.7 m/s ENE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

October 22, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 22, 2025
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom