• Latest
  • Trending
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

Dec-27-2025 10:07 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Wednesday, March 11, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

by M M
Dec-27-2025 10:07 AM IST
in ବଡ଼ ଖବର
0
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର
491
SHARES
1.4k
VIEWS
Share on FacebookShare on Twitter

ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପିଲାମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଛନ୍ତି । ଓଡ଼ିଶାର କିଶୋରୀ ଜନଜାତୀୟ କ୍ରୀଡ଼ାବିତ୍‌ ଜ୍ୟୋତ୍ସ୍ନା ଶବର ଏହି ପୁରସ୍କାର ପାଇ ରାଜ୍ୟର ଗୌରବ ବଢ଼ାଇଛନ୍ତି । ଜ୍ୟୋତ୍ସ୍ନା ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଅନେକ ସଫଳତା ହାସଲ କରିଛନ୍ତି। ଦୋହାରେ ଆୟୋଜିତ ଏସୀୟ ଯୁବ ଭାରୋତ୍ତୋଳନ ଚାମ୍ପିଅନସିପରେ ୧୬ ବର୍ଷୀୟ ଜନଜାତୀୟ ଭାରୋତ୍ତୋଳନ ପ୍ରତିଯୋଗୀ ଜ୍ୟୋତ୍ସ୍ନା ଶବର ୪୦ କିଲୋଗ୍ରାମ ଓଜନ ବର୍ଗରେ ମୋଟ୍‌ ୧୩୫ କିଲୋଗ୍ରାମ (ସ୍ନାଚ୍‌ ୬୦ କିଲୋଗ୍ରାମ+ କ୍ଲିନ୍‌ ଆଣ୍ଡ ଜର୍କ ୭୫ କିଲୋଗ୍ରାମ) ଭାରୋତ୍ତୋଳନ କରି ଯୁବ ଏସୀୟ ରେକର୍ଡ କରିଥିଲେ। ସେ ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ, ଅନ୍ତର୍ଜାତୀୟ ଭାରୋତ୍ତୋଳନ ମହାସଂଘ (ଆଇଡବ୍ଲୁଏଫ) ବିଶ୍ୱ ଯୁବ ଏବଂ କନିଷ୍ଠ ଚାମ୍ପିଅନସିପରେ ରୌପ୍ୟ ଏବଂ କାଂସ୍ୟ ପଦକ ସମେତ ଅନେକ ସଫଳତା ମଧ୍ୟ ପାଇଛନ୍ତି। ତାଙ୍କର ଉପଲବ୍ଧି ତାଙ୍କୁ ଯୁବ ଭାରୋତ୍ତୋଳନ କ୍ଷେତ୍ରରେ ଭାରତର ଉଦୀୟମାନ ତାରକା ମଧ୍ୟରୁ ଅନ୍ୟତମ କରିପାରିଛି। କ୍ରୀଡ଼ା କ୍ଷେତ୍ରରେ ତାଙ୍କର ଉତ୍କର୍ଷତା ଲାଗି ଜ୍ୟୋତ୍ସ୍ନା ଶବରଙ୍କୁ ମର୍ଯ୍ୟାଦାଜନକ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାରରେ ସମ୍ମାନିତ କରାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
March 11, 2026, 11:57 AM
 
SSW
Partly cloudy
31°C
2.8 m/s
Apparent: 29°C
Pressure: 1013 mb
Humidity: 87%
Winds: 2.8 m/s SSW
Windgusts: 7.4 m/s
UV-Index: 0
Precip.: 0mm /18% / Rain
Sunrise: 5:58 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom