ଖୋର୍ଦ୍ଧା: ପୁଣି ବାହୁବଳୀ ବିଜେପି ନେତା ହେଲେ ଗିରଫ । ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ମାରପିଟ୍, ଗଣ୍ଡଗୋଳ, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି। ଜାମିନ ନାମଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି ।