• Latest
  • Trending
ରାଜନୀତି ଛାଡିବେନି ପ୍ରଶାନ୍ତ କିଶୋର: ନିର୍ବାଚନ ପରାଜୟ ପାଇଁ ଦାୟିତ୍ୱ ନେଲେ

ରାଜନୀତି ଛାଡିବେନି ପ୍ରଶାନ୍ତ କିଶୋର: ନିର୍ବାଚନ ପରାଜୟ ପାଇଁ ଦାୟିତ୍ୱ ନେଲେ

Nov-18-2025 04:25 PM IST
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

Feb-04-2026 10:32 PM IST
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

Feb-04-2026 10:29 PM IST
ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

Feb-04-2026 10:25 PM IST
ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

ଭାରତ ଇତିହାସରେ ବିରଳ, ଓକିଲ ଆସନରେ ମୁଖ୍ୟମନ୍ତ୍ରୀ, ଖାରବେଳ କହିଲେ

Feb-04-2026 10:21 PM IST
ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

ଅରୁଣଙ୍କ “ପୀଡା””ନୋଚାଲାଖି” କହୁଛି, ଗାଁର କାହାଣୀ..

Feb-04-2026 10:17 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
  • About
  • Careers
  • Contact Us
Thursday, February 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ରାଜନୀତି ଛାଡିବେନି ପ୍ରଶାନ୍ତ କିଶୋର: ନିର୍ବାଚନ ପରାଜୟ ପାଇଁ ଦାୟିତ୍ୱ ନେଲେ

 ପିକେ କହିଲେ ଏହି  ୪ ନେତା ମନ୍ତ୍ରୀ ହେଲେ କୋର୍ଟ ଯିବୁ

by M M
Nov-18-2025 04:25 PM IST
in ଦେଶ ବିଦେଶ
0
ରାଜନୀତି ଛାଡିବେନି ପ୍ରଶାନ୍ତ କିଶୋର: ନିର୍ବାଚନ ପରାଜୟ ପାଇଁ ଦାୟିତ୍ୱ ନେଲେ
494
SHARES
1.4k
VIEWS
Share on FacebookShare on Twitter

ନିର୍ବାଚନରେ ଜନ ସୁରାଜ ପାର୍ଟିର ପରାଜୟ ପରେ ଦଳର ପ୍ରତିଷ୍ଠାତା ତଥା ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋର ବିହାରବାସୀଙ୍କୁ କ୍ଷମା ମାଗିଛନ୍ତି । ତାଙ୍କ ଦଳର ଯଦି କିଛି ଭୁଲ ରହିଥାଏ ତେବେ ସେମାନେ ଆଗାମୀ ଦିନରେ ତାହାକୁ ସୁଧାରିବେ ବୋଲି ପିକେ କହିଛନ୍ତି । ଏହା ସହ ସେ ସିଧା ସିଧା କହିଛନ୍ତି ସେ ରାଜନୀତି ଛାଡିବେ ନାହିଁ । କାରଣ ସେ କୈାଣସି ପଦବିରେ ନାହାଁନ୍ତି । ସେ ବିହାର ଲୋକଙ୍କ କଥା କହିବେ । ଏନଡିଏ ଲୋକଙ୍କୁ ଦୁଇ ଲକ୍ଷ ଟଙ୍କା ଦେବା କଥା କହି ସରକାରଙ୍କୁ  ଏଥିସହ ନୂଆ ସରକାର ଉପରେ ଜୋରଦାର ଆକ୍ରମଣ କରିଛନ୍ତି। ସେ ସରକାର ଗଠନ ପୂର୍ବରୁ କିଛି ଭ୍ରଷ୍ଟ ନେତାଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ୍ ନ କରିବା ପାଇଁ  ଚେତାବନୀ ଦେଇଛନ୍ତି ।

ପ୍ରଶାନ୍ତ କିଶୋର କହିଛନ୍ତି ଯେ, ସେ ପୂର୍ବରୁ କିଛି ଭ୍ରଷ୍ଟ ନେତାଙ୍କ ବିଷୟରେ କହିଥିଲେ ।  ଯଦିଓ ଜନତା ସେହି ନେତାମାନଙ୍କୁ ପୁଣି ଥରେ ବିପୁଳ ଜନମତ ଦେଇ ବିଜୟୀ କରାଇଛନ୍ତି । ତଥାପି ଏହି ଦାୟିତ୍ୱ ସରକାରଙ୍କର ଯେ ସେମାନଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ୍ ନ କରନ୍ତୁ। ପ୍ରଶାନ୍ତ କିଶୋର ଚେତାବନୀ ଦେଇଛନ୍ତି ଯେ ଯଦି ସେହି ନେତାମାନଙ୍କୁ ପୁଣି ଥରେ ମନ୍ତ୍ରୀ ପଦରେ ସାମିଲ୍ କରାଯାଏ, ତେବେ ଜନ ସୁରାଜ ପାର୍ଟି ଆବଶ୍ୟକ ହେଲେ କୋର୍ଟର ଦ୍ୱାରସ୍ଥ ମଧ୍ୟ ହେବ। ତେବେ ସେହି ଭ୍ରଷ୍ଟ ନେତା କିଏ ତାଙ୍କର ନାମ ପିକେ କହିନାହାଁନ୍ତି ।

ସେ ଅଭିଯୋଗ କରିଛନ୍ତି ଯେ ପ୍ରତ୍ୟେକ ବିଧାନସଭା ଆସନରେ ଲୋକଙ୍କୁ ସରକାର ଲାଂଚ ଦେଲେ । ନିର୍ବାଚନ ପୂର୍ବରୁ ମହିଳାଙ୍କ ଆକାଉଁଟକୁ ଦଶହଜାର ଟଙ୍କା ପଠାଗଲା । ପ୍ରତି ଆସନରେ ଅତି କମରେ ୬୦,୦୦୦ରୁ ୬୨,୦୦୦ ଲୋକଙ୍କୁ ୧୦,୦୦୦ ଟଙ୍କା ଦିଆଯାଇଥିଲା ଏବଂ ୨ ଲକ୍ଷ ଟଙ୍କା ଋଣ ଦେବାର ପ୍ରତିଶ୍ରୁତି ଦିଆଯାଇଥିଲା। ଯାହା ଫଳରେ ଏନଡିଏକୁ ଅଧିକ ଭୋଟ ମିଳିଲା ।

ସେ ଅଭିଯୋଗ କରିଛନ୍ତି ଯେ ସରକାରୀ ଅଧିକାରୀମାନେ ଡ୍ୟୁଟିରେ ରହି ଲୋକଙ୍କୁ କହୁଥିଲେ ଯେ ଯଦି ଏନଡିଏ କ୍ଷମତାକୁ ଆସେ ତେବେ ଋଣ ମିଳିବ। ଏଥିପାଇଁ ଜୀବିକା ଦିଦିମାନଙ୍କୁ ମୋବିଲାଇଜର ଭାବରେ ବ୍ୟବହାର କରାଯାଇଥିଲା। ଯାହାର ଲାଭ ଏନଡିଏକୁ ମିଳିଲା । PK ନିର୍ବାଚନ କମିଶନଙ୍କ ଉପରେ ପ୍ରଶ୍ନ ଉଠାଇ କହିଛନ୍ତି ଯେ, ମତଦାନର ଅନ୍ତିମ ଦୁଇ ଘଣ୍ଟାରେ ୧୫-୨୦% ଭୋଟ୍ ବଢ଼ିବାର ଏକ ଅସ୍ୱାଭାବିକ ଢାଞ୍ଚା ଦେଖାଯାଇଛି, କିନ୍ତୁ ନିର୍ବାଚନ କମିଶନ ଏହାର ସବିଶେଷ ତଥ୍ୟ ସାର୍ବଜନୀନ କରିନାହାନ୍ତି।

Share198Tweet124
M M

M M

ଆଜିର ପାଗ

Bhubaneswar
February 5, 2026, 12:01 AM
 
SE
Clear sky
21°C
0.3 m/s
Apparent: 21°C
Pressure: 1018 mb
Humidity: 74%
Winds: 0.3 m/s SE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:39 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

February 4, 2026
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

February 4, 2026
ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

ସ୍କୁଲ ଭିତରେ ନାବାଳିକାକୁ ଗଣଦୁଷ୍କର୍ମ

February 4, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom