ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟା ପାଇଁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବାରୁ ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ବାତ୍ୟାକୁ ଦ୍ରୁଷ୍ଟିରେ ଯୋଗୁ ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ କରିଦିଆଯାଇଛି |

/odishatv/media/media_files/2026/03/25/naa-2026-03-25-12-43-50.jpg?w=1280&resize=1280,730&ssl=1)







