• Latest
  • Trending
ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

Nov-20-2025 06:57 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-15-2026 05:34 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

by M M
Nov-20-2025 06:57 PM IST
in ଦେଶ ବିଦେଶ
0
ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନୀତିଶ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।  ସେ କହିଛନ୍ତି ଯେ, ଶ୍ରୀ ନୀତିଶ କୁମାର ଜଣେ ଅଭିଜ୍ଞ ପ୍ରଶାସକ ଯାହାଙ୍କର ବହୁ ବର୍ଷ ଧରି ସୁଶାସନର ପ୍ରମାଣିତ ରେକର୍ଡ ରହିଛି । ତାଙ୍କର ଆଗାମୀ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭକାମନା ।

ପ୍ରଧାନମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ୍ ବିହାରର ଉପମୁଖ୍ୟମନ୍ତ୍ରୀ ହେବା ପାଇଁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।  ସେ ଉଲ୍ଲେଖ କରିଛନ୍ତି ଯେ, ଉଭୟ ନେତା ଲୋକଙ୍କ ସେବା କରିବା ପାଇଁ ତୃଣମୂଳ ସ୍ତରରେ ବ୍ୟାପାକ ଭାବରେ କାର୍ଯ୍ୟ କରିଛନ୍ତି ଏବଂ ସେମାନଙ୍କୁ ତାଙ୍କର ଶୁଭକାମନା ଜଣାଇଛନ୍ତି ।  ଶ୍ରୀ ନରେନ୍ଦ୍ର ମୋଦୀ ବିହାର ସରକାରରେ ମନ୍ତ୍ରୀ ଭାବରେ ଶପଥ ନେଇଥିବା ସମସ୍ତଙ୍କୁ ତାଙ୍କର ଶୁଭକାମନା ଜଣାଇଛନ୍ତି ।  ସେ କହିଛନ୍ତି ଯେ, ଏହା ଏକ ଉତ୍ସର୍ଗୀକୃତ ନେତାଙ୍କ ସହିତ ଏକ ଚମତ୍କାର ଦଳ ଯେଉଁମାନେ ବିହାରକୁ ସଫଳତାର ନୂତନ ଶିଖରରେ ପହଞ୍ଚାଇବେ ଏବଂ ସେମାନଙ୍କୁ ବହୁତ ଶୁଭକାମନା ଜଣାଇଛନ୍ତି ।  ଏକ୍ସରେ ପୃଥକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;“ବିହାରର ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନୀତିଶ କୁମାର ଜୀଙ୍କୁ ଅଭିନନ୍ଦନ। ସେ ଜଣେ ଦକ୍ଷ ଏବଂ ଅଭିଜ୍ଞ ପ୍ରଶାସକ । ରାଜ୍ୟରେ ସୁଶାସନ ପ୍ରତିଷ୍ଠା କରିବାରେ ତାଙ୍କର ରେକର୍ଡ ରହିଛି । ତାଙ୍କର ନୂଆ କାର୍ଯ୍ୟକାଳ ପାଇଁ ତାଙ୍କୁ ହାର୍ଦ୍ଦିକ ଶୁଭକାମନା ।

@NitishKumar”  “ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ମଧ୍ୟ ବିହାରର ଉପମୁଖ୍ୟମନ୍ତ୍ରୀ ହେବା ପାଇଁ ଅନେକ ଅଭିନନ୍ଦନ । ଦୁଇ ନେତାଙ୍କ ପାଖରେ ତୃଳମୂଳ ସ୍ତରରେ ଜନସେବାର ଦୀର୍ଘ ଅନୁଭବ ରହିଛି । ତାଙ୍କୁ ମଧ୍ୟ ଅନେକ ଶୁଭକାମନା !  @samrat4bjp @VijayKrSinhaBih” “ବିହାର ସରକାରରେ ମନ୍ତ୍ରୀ ଭାବରେ ଶପଥ ନେଇଥିବା ଅନ୍ୟ ସମସ୍ତ ସାଥୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ସମର୍ପିତ ନେତାମାନଙ୍କୁ ନେଇ ଏହା ଏକ ଚମତ୍କାର ଦଳ, ଯେଉଁମାନେ ବିହାରକୁ ସଫଳତାର ନୂଆ ଶୀର୍ଷରେ ପହଞ୍ଚାଇବେ ।  ସମସ୍ତଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା।” “ବିହାରର ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ନୀତିଶ କୁମାର ଜୀଙ୍କୁ ଅଭିନନ୍ଦନ। ସେ ଜଣେ ଦକ୍ଷ ଏବଂ ଅଭିଜ୍ଞ ପ୍ରଶାସକ । ରାଜ୍ୟରେ ସୁଶାସନ ପ୍ରତିଷ୍ଠା କରିବାରେ ତାଙ୍କର ରେକର୍ଡ ରହିଛି । ତାଙ୍କର ନୂଆ କାର୍ଯ୍ୟକାଳ ପାଇଁ ତାଙ୍କୁ ହାର୍ଦ୍ଦିକ ଶୁଭକାମନା । @NitishKumar”   ଶ୍ରୀ ସମ୍ରାଟ ଚୌଧୁରୀ ଏବଂ ଶ୍ରୀ ବିଜୟ ସିହ୍ନାଙ୍କୁ ମଧ୍ୟ ବିହାରର ଉପମୁଖ୍ୟମନ୍ତ୍ରୀ ହେବା ପାଇଁ ଅନେକ ଅଭିନନ୍ଦନ । ଦୁଇ ନେତାଙ୍କ ପାଖରେ ତୃଳମୂଳ ସ୍ତରରେ ଜନସେବାର ଦୀର୍ଘ ଅନୁଭବ ରହିଛି । ତାଙ୍କୁ ମଧ୍ୟ ଅନେକ ଶୁଭକାମନା!  @samrat4bjp

@VijayKrSinhaBih” “ବିହାର ସରକାରରେ ମନ୍ତ୍ରୀ ଭାବରେ ଶପଥ ନେଇଥିବା ଅନ୍ୟ ସମସ୍ତ ସାଥୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ସମର୍ପିତ ନେତାମାନଙ୍କୁ ନେଇ ଏହା ଏକ ଚମତ୍କାର ଦଳ, ଯେଉଁମାନେ ବିହାରକୁ ସଫଳତାର ନୂଆ ଶୀର୍ଷରେ ପହଞ୍ଚାଇବେ । ସମସ୍ତଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା।”

Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 5:41 AM
 
N
Fog
13°C
0.8 m/s
Apparent: 13°C
Pressure: 1014 mb
Humidity: 99%
Winds: 0.8 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 15, 2026
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom