• Latest
  • Trending
ଏମ୍ଏସ୍ଏମ୍ଇ ଗୁଡ଼ିକର ପରିଚାଳନାଗତ ବୋଝ ହ୍ରାସ କରିବା ଲାଗି  ସଂସ୍କାର GST

ଏମ୍ଏସ୍ଏମ୍ଇ ଗୁଡ଼ିକର ପରିଚାଳନାଗତ ବୋଝ ହ୍ରାସ କରିବା ଲାଗି ସଂସ୍କାର GST

September 5, 2025
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

September 5, 2025

ଅନଲାଇନରେ ଟଙ୍କା ରୋଜଗାର ନିଶା ଛାଡିଗଲା, ଠକାମି ପରେ ଥାନାର ଦ୍ବାରସ୍ଥ ହେଲେ ଲୋକେ

September 5, 2025
ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

September 5, 2025
ଜିଏସଟି ବନାମ ଟାରିଫ

ଜିଏସଟି ବନାମ ଟାରିଫ

September 5, 2025
ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ

ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ

September 5, 2025
‘୨୦୪୭ ସୁଦ୍ଧା ସମସ୍ତଙ୍କ ପାଇଁ ବୀମା’

‘୨୦୪୭ ସୁଦ୍ଧା ସମସ୍ତଙ୍କ ପାଇଁ ବୀମା’

September 5, 2025
ଜିଏସଟି ସଂସ୍କାରକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

ଜିଏସଟି ସଂସ୍କାରକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

September 5, 2025
ଓଟିଇଟି ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟକୁ ଆମେ ବିଚାର କରୁଛୁ

ଓଟିଇଟି ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟକୁ ଆମେ ବିଚାର କରୁଛୁ

September 4, 2025

୫୦ ହଜାର ଅନ୍ତୋଦୟ ଗୃହ ଯୋଜନା ହିତାଧିକାରୀଙ୍କୁ କାର୍ଯ୍ୟାଦେଶ

September 4, 2025
ରାଜ୍ୟ ଏବଂ ରାଜ୍ୟ ବାହାରୁ ମହାପ୍ରଭୁ ଜଗନ୍ନାଥଙ୍କ ଭୂସମ୍ପତ୍ତି ଫେରିବ: ଆଇନ ମନ୍ତ୍ରୀ

ରାଜ୍ୟ ଏବଂ ରାଜ୍ୟ ବାହାରୁ ମହାପ୍ରଭୁ ଜଗନ୍ନାଥଙ୍କ ଭୂସମ୍ପତ୍ତି ଫେରିବ: ଆଇନ ମନ୍ତ୍ରୀ

September 4, 2025
  • About
  • Careers
  • Contact Us
Friday, September 5, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଏମ୍ଏସ୍ଏମ୍ଇ ଗୁଡ଼ିକର ପରିଚାଳନାଗତ ବୋଝ ହ୍ରାସ କରିବା ଲାଗି ସଂସ୍କାର GST

by M M
September 5, 2025
in ଦେଶ ବିଦେଶ
0
ଏମ୍ଏସ୍ଏମ୍ଇ ଗୁଡ଼ିକର ପରିଚାଳନାଗତ ବୋଝ ହ୍ରାସ କରିବା ଲାଗି  ସଂସ୍କାର GST
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଯୁକ୍ତି ସୃଷ୍ଟି, ନବସୃଜନ ଏବଂ ଆର୍ଥିକ ସମ୍ପ୍ରସାରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା, ଭାରତର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଗୁଡ଼ିକୁ ସଶକ୍ତ କରିବା ଲାଗି ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଆଜି ଦୋହରାଇଛନ୍ତି।

ସେ କହିଛନ୍ତି ଯେ, ବିଗତ ବର୍ଷଗୁଡ଼ିକରେ ସରକାର ଋଣ ସୁବିଧାକୁ ସହଜ କରିବା, ବଜାର ସଂଯୋଗ ସମ୍ପ୍ରସାରଣ କରିବା ଏବଂ ଏମ୍ଏସ୍ଏମ୍ଇ ଗୁଡ଼ିକର ପରିଚାଳନାଗତ ବୋଝ ହ୍ରାସ କରିବା ଲାଗି ଅନେକ ସଂସ୍କାର କରିଛନ୍ତି। ସଦ୍ୟତମ ଜିଏସଟି ସଂସ୍କାର ଏହି ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ଚିହ୍ନିତ କରୁଛି ।

ଶ୍ରୀ ଶ୍ୟାମ ଶେଖରଙ୍କ ଏକ ପୋଷ୍ଟ ଉପରେ ଏକ୍ସ ରେ ପ୍ରତିକ୍ରିୟା ଦେଇ ଶ୍ରୀ ମୋଦୀ କହିଛନ୍ତି :

ଏମ୍ଏସ୍ଏମ୍ଇ ଗୁଡ଼ିକ ଆମ ଅର୍ଥବ୍ୟବସ୍ଥାର ମେରୁଦଣ୍ଡ, ଯାହା ନିଯୁକ୍ତି ସୃଷ୍ଟି କରିବା ସହ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିଥାଏ।

ସହଜ ଋଣ ଠାରୁ ଆରମ୍ଭ କରି ବ୍ୟାପକ ବଜାର ସୁବିଧା ପର୍ଯ୍ୟନ୍ତ, ପ୍ରତ୍ୟେକ ସଂସ୍କାରର ଉଦ୍ଦେଶ୍ୟ ହେଉଛି କ୍ଷୁଦ୍ର ଏବଂ ମଧ୍ୟମ ବ୍ୟବସାୟକୁ ସୁଦୃଢ଼ କରିବା।

ସଦ୍ୟତମ ଜିଏସଟି ପରିବର୍ତ୍ତନ ହାରକୁ ଯୁକ୍ତିସଙ୍ଗତ କରି, ଅନୁପାଳନକୁ ସରଳ କରି ଏବଂ ସାରା ଭାରତରେ ଉଦ୍ୟୋଗଗୁଡ଼ିକୁ ପ୍ରୋତ୍ସାହିତ କରି ଏହି ଗତିଶୀଳତାକୁ ଦର୍ଶାଉଛି ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

September 5, 2025

ଅନଲାଇନରେ ଟଙ୍କା ରୋଜଗାର ନିଶା ଛାଡିଗଲା, ଠକାମି ପରେ ଥାନାର ଦ୍ବାରସ୍ଥ ହେଲେ ଲୋକେ

September 5, 2025
ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

September 5, 2025

Weather

Bhubaneswar
September 5, 2025, 10:43 pm
 

SSE
Fog
26°C
0.7 m/s
Apparent: 33°C
Pressure: 1005 mb
Humidity: 97%
Winds: 0.7 m/s SSE
Windgusts: 4.4 m/s
UV-Index: 0
Precip.: 5.1mm /73% / Rain
Sunrise: 5:31 am
Sunset: 5:57 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom