• Latest
  • Trending
ଶାନ୍ତି ପାଇଁ ଥାନାରେ ନୂଆ ଆଇଆଇସି କଲେ ପୂଜାପାଠ

ଶାନ୍ତି ପାଇଁ ଥାନାରେ ନୂଆ ଆଇଆଇସି କଲେ ପୂଜାପାଠ

September 23, 2024

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
  • About
  • Careers
  • Contact Us
Sunday, August 3, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶାନ୍ତି ପାଇଁ ଥାନାରେ ନୂଆ ଆଇଆଇସି କଲେ ପୂଜାପାଠ

by M M
September 23, 2024
in ବଡ଼ ଖବର, ରାଜନୀତି, ରାଜ୍ୟ
0
ଶାନ୍ତି ପାଇଁ ଥାନାରେ ନୂଆ ଆଇଆଇସି କଲେ ପୂଜାପାଠ
491
SHARES
1.4k
VIEWS
Share on FacebookShare on Twitter

ଭରତପୁର ଥାନାରେ ମାନସିକ ଶାନ୍ତି ପାଇଁ ହେଲା ପୂଜାପାଠ ।  ନୂଆ ଆଇଆଇସି  ଦୀପକ ଖଣ୍ଡାୟତରାୟ ଏହି ଥାନାରେ ଜଏନ କରିବା ସହ  ପୂଜାପାଠ କରିଛନ୍ତି । ଗତ ଏକ ସପ୍ତାହ ଧରି ସାରା ଦେଶରେ ଏହି ଥାନାର କାରନାମାକୁ ନେଇ ଚର୍ଚା ଚାଲିଛି । ଅପବାଦ ମୁଣ୍ଡାଇଛି ଭରତପୁର ଥାନା । ଯେଉଁ ଥାନା ଆଦର୍ଶ ଥାନା ହେବା କଥା ସେହି ଥାନା ପୁଳା ପୁଳା ଅପବାଦ ସାଉଁଟିଛି । ସିସିଟିଭି ନାହିଁ । ଅଧିକାରୀଙ୍କ ପାଇଁ ଖାଲି ଥାନା କାହିଁକି ସାରା ଓଡ଼ିଶା ଦୁର୍ନାମ ପାଇଛି । ପୋଲିସର ସମ୍ମାନ ହାନି ହୋଇଛି । ପୋଲିସର ବିରକ୍ତିକର ବ୍ୟବହାର ସମସ୍ତେ ଏବେ ସାେସିଆଲ ମିଡିଆରେ ସେୟାର କରୁଛନ୍ତି । ତେଣୁ  ସ୍ବତନ୍ତ୍ର ପୂଜାର ଆୟୋଜନ କରିଛନ୍ତି ନୂଆ ଆଇଆଇସି ଦୀପକ ଖଣ୍ଡାୟତରାୟ । ମାନସିକ ଶାନ୍ତି ପାଇଁ ପୂଜା କରୁଥିବା କହିଛନ୍ତି ଆଇଆଇସି ଦୀପକ ଖଣ୍ଡାୟତରାୟ । ପୂଜାପାଠ ସହ ଥାନା ଗେଟ୍‌ରେ ଲଙ୍କାଲେମ୍ବୁ ଝୁଲାଯାଇଥିବା ଦେଖିବାକୁ ମିଳିଛି । ସେପଟେ ହାଇକୋର୍ଟ ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି । ଏହା ସହ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ  ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।  ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ଏହା ମଧ୍ୟରେ ଭରତପୁର ଥାନା ଘଟଣାରେ ବିରୋଧୀଙ୍କ ଦାବି ଯୋଗୁଁ ଆଜି କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି ।

Tags: bharatpurpolice
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

Weather

Bhubaneswar
August 3, 2025, 4:30 am
 

SSW
Slight rain showers
31°C
2.2 m/s
Apparent: 36°C
Pressure: 1004 mb
Humidity: 94%
Winds: 2.2 m/s SSW
Windgusts: 7.4 m/s
UV-Index: 0
Precip.: 2.5mm /80% / Rain
Sunrise: 5:22 am
Sunset: 6:23 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom