• Latest
  • Trending
ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

Oct-02-2025 09:09 AM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବିଶେଷ

ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

by M M
Oct-02-2025 09:09 AM IST
in ବିଶେଷ
0
ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
491
SHARES
1.4k
VIEWS
Share on FacebookShare on Twitter

ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

ଆଜି ପବିତ୍ର ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ । ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସନ୍ଧ୍ୟାରେ ଅନୁଷ୍ଠିତ ହେବ ରାବଣ ପୋଡ଼ି ।

ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା । ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମାାଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ । ସମସ୍ତ ପୂଜା ମଣ୍ଡପ ଗୁଡିକରେ ଜଗତଜନନୀ ଦେବୀ ଦୁର୍ଗାଙ୍କର ବିଜୟାଦଶମୀ ପୂଜାର୍ଚ୍ଚନା ଜାରି ରହିଛି । ସକାଳୁ ଉପଚାର ପୂଜା କରାଯିବା ପରେ ବିଜୟାଦଶମୀ ଅନୁଷ୍ଠିତ ହେବ । ଏହା ପରେ ଅପରାଜିତା ପୂଜା, ଅନ୍ନପୂର୍ଣ୍ଣା ଭିକ୍ଷା ଓ ଶେଷରେ ମଣ୍ଡପରେ ଘଟ ବିସର୍ଜନ ବିଧି ପାଳିତ ହେବ ।ପାହାଳ ଥାନା ଅନ୍ତର୍ଗତ ନହରକଣ୍ଟା, ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା, ବଡଗଡ଼ ଥାନା ଅନ୍ତର୍ଗତ କୋରଡକଣ୍ଟା, ବଡଗଡ଼ ଥାନା ଅନ୍ତର୍ଗତ ବାଙ୍କୁଆଳ , ଇନ୍ଫୋଭ୍ୟାଲି ଥାନା ଅନ୍ତର୍ଗତ ଗୋପାଳପୁର, ଇନ୍ଫୋସିଟି ଥାନା ଅନ୍ତର୍ଗତ କିଟ ରୋଡ଼ ଓ ଏୟାରଫିଲଡ଼ ଥାନା ଅନ୍ତର୍ଗତ କପିଳପ୍ରସାଦ ଫୁଟବଲ ପଡିଆ ଠାରେ ଆଜି ଅନୁଷ୍ଠିତ ହେବ ରାବଣ ପୋଡି। ଭୁବନେଶ୍ୱରରେ କମିଶନରେଟ ପୋଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ ୭ ଟି ସ୍ଥାନରେ ରାବଣ ପୋଡି ପାଇଁ ଅନୁମତି ଦିଆଯାଇଛି ।

ଦର୍ଶକଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁନିଶ୍ଚିତ କରିବା ପାଇଁ ବରମୁଣ୍ଡା ପୂଜା ମଣ୍ଡପ ଠାରେ ଅଗ୍ନିଶମ ଅଧିକାରୀ ମାନେ ଯାଞ୍ଚ କରିଛନ୍ତି । ବାଣ ଫୁଟିବା ସ୍ଥାନ ଠାରୁ ଶହେ ମିଟର ଦୂରରେ ଲୋକମାନେ ରହିବେ । ଏଥିପାଇଁ ବ୍ୟାରିକେଡ କରାଯାଇଛି । ବିଶେଷ ଶବ୍ଦ ପ୍ରଦୂଷଣ ନହେବା ପାଇଁ ଗ୍ରୀନ କ୍ରାକରର ବ୍ୟବହାର ପାଇଁ ପୂର୍ବରୁ ପୂଜା କମିଟି ଗୁଡିକୁ ନିର୍ଦ୍ଦେଶ ରହିଛି । କୌଣସି ଅଘଟଣ ଘଟିଲେ ରାବଣ ପୋଡି ହେଉଥିବା ସ୍ଥାନରେ ଫାୟାର ଫାଇଟର ମାନେ ଆମ୍ବୁଲାନ୍ସ ସହ ରହିବେ ବୋଲି ଅଗ୍ନିଶମ ଅଧିକାରୀ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
March 9, 2026, 8:24 AM
 
S
Partly cloudy
26°C
2.2 m/s
Apparent: 30°C
Pressure: 1015 mb
Humidity: 73%
Winds: 2.2 m/s S
Windgusts: 8.4 m/s
UV-Index: 2.75
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom