• Latest
  • Trending
୧୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ

୧୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ

April 9, 2024

June 20, 2025

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

June 20, 2025
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

June 19, 2025
ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

ଆୟାତୋଲ୍ଲା ଖେମିନିଙ୍କୁ ହତ୍ୟାକରିବା ପାଇଁ ଚାହୁଁଛି ଇସ୍ରାଏଲ

June 19, 2025
ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସ କରିବ ବିରୋଧ: ପୂର୍ବାହ୍ନ ୯ ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଅନଶନ

June 19, 2025
ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

ଆସୁଛନ୍ତି ପ୍ରଧାନମନ୍ତ୍ରୀ : ସୁରକ୍ଷା ବଳୟରେ ରାଜଧାନୀ

June 19, 2025
ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

June 18, 2025

ଓଡିଶାର ବିକାଶ ପାଇଁ ୨୦୩୬ର ରୋଡ୍‌ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ

June 18, 2025
ମରୁ ମରୁ ବଞ୍ଚିଗଲେ, ଏମିତି ଆସେ ଅନ୍ତରାତ୍ମାରୁ ନିର୍ଦ୍ଦେଶ

ମରୁ ମରୁ ବଞ୍ଚିଗଲେ, ଏମିତି ଆସେ ଅନ୍ତରାତ୍ମାରୁ ନିର୍ଦ୍ଦେଶ

June 17, 2025
ଓଡ଼ିଶାରେ ହଇଜା ଓ ଡାଇରିଆ ସଂକଟ: ନବୀନଙ୍କ ଆକ୍ରମଣ, ବିଜେପି ସରକାରଙ୍କୁ ଟାର୍ଗେଟ

ଓଡ଼ିଶାରେ ହଇଜା ଓ ଡାଇରିଆ ସଂକଟ: ନବୀନଙ୍କ ଆକ୍ରମଣ, ବିଜେପି ସରକାରଙ୍କୁ ଟାର୍ଗେଟ

June 15, 2025
  • About
  • Careers
  • Contact Us
Sunday, June 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

୧୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ

by M M
April 9, 2024
in Uncategorized
0
୧୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ
491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟରେ ବିଭିନ୍ନ ସ୍ଥାନରେ ରବିବାର ବର୍ଷା ହେବା ଯୋଗୁ ସୋମବାର ଦିନ ତାପମାତ୍ରା ୨ରୁ ୫ ଡିଗ୍ରୀ ହ୍ରାସ ପାଇଛି। ରବିବାର ଢେଙ୍କାନାଳ ଜିଲା ଭୁବନରେ ସର୍ବାଧିକ ୯୧ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ୧୦ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପାଇଁ ୟେେଲୋ ଓ୍ବାର୍ନିଂ ଦିଆଯାଇଛି। ଏହାପରେ ୧୨ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ଆଶଙ୍କା ରହିଛି। ତେବେ ୨୪ ଘଣ୍ଟା ପରେ ଧୀରେ ଧୀରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମୁଖ୍ୟ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାର ୧୭ଟି ସହରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରୀ କିମ୍ବା ତା’ଠାରୁ କମ୍‌ ରେକର୍ଡ କରାଯାଇଛି। ବରଗଡ଼ରେ ଦିନ ତାପମାତ୍ରା ସବୁଠାରୁ କମ୍‌ ଅର୍ଥାତ୍‌ ୨୫ ଡିଗ୍ରୀ ରେକର୍ଡ କରାଯାଇଛି। ସେପଟେ ସମ୍ବଲପୁର, ହୀରାକୁଦ, ଝାରସୁଗୁଡ଼ା, ଭଦ୍ରକ, ବରଗଡ଼, ନୂଆପଡ଼ା, ରାଉରକେଲାରେ ବର୍ଷା ହୋଇଥିବା ଜଣାପଡ଼ିଛି। ଆସନ୍ତା ଦୁଇଦିନ ଅର୍ଥାତ୍‌ ମଙ୍ଗଳବାର ଏବଂ ବୁଧବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାପରେ ବର୍ଷାର ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Tags: rain
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0

June 20, 2025

ଆସୁଛନ୍ତି ମୋଦୀ: 2 ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ

June 20, 2025
ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

ଆସନ୍ତାକାଲି ଦିନ ୧୦ଟାରେ ଚିକିତ୍ସା ପାଇଁ ମୁମ୍ବାଇ ବାହାରିବେ ନବୀନ

June 19, 2025

Weather

Bhubaneswar
June 22, 2025, 6:44 am
 

W
Overcast
34°C
1.7 m/s
Apparent: 40°C
Pressure: 1000 mb
Humidity: 63%
Winds: 1.7 m/s W
Windgusts: 6 m/s
UV-Index: 8.95
Precip.: 12.7mm /65% / Rain
Sunrise: 5:07 am
Sunset: 6:29 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom