• Latest
  • Trending

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

Nov-04-2025 05:16 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
odisha.newsroom.in

ହାରିଯିବା ପରେ କଣ ହେବ ମମତାଙ୍କ ପରବର୍ତ୍ତୀ ରଣନୀତି ? ବଢୁଛି ଚର୍ଚ୍ଚା…

May-05-2026 03:16 PM IST
  • About
  • Careers
  • Contact Us
Wednesday, May 6, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

କୋହଭରା ପୋଷ୍ଟ କଲେ ରାଜୁ ଢୋଲକିଆଙ୍କ ପତ୍ନୀ; ମୋ ସ୍ୱାମୀଙ୍କୁ ପଚାରିଲନି

by M M
Nov-04-2025 05:16 PM IST
in ଭିଡ଼ିଓ, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

ସ୍ବର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ ବିଜେଡିକୁ ଟାର୍ଗେଟ୍‌ କରିଛନ୍ତି।  କହିଳେ- ମୋ ସ୍ୱାମୀଙ୍କୁ ପଚାରିଲନି । ରାଜେନ୍ଦ୍ର ଢୋଲକିଆ ୨୪ ବର୍ଷ ଧରି ବିଜେଡି ପାଇଁ ନିଷ୍ଠାରେ କାମ କରିଥିଲେ। କିନ୍ତୁ ଦଳ ସେମାନଙ୍କୁ ଉଚିତ ସମ୍ମାନ ଦେଇନଥିଲା। ଏପରିକି ତାଙ୍କୁ ଶେଷ ସମୟରେ କେହି ପଚାରିନଥିଲେ ବୋଲି ରାଜ ଢ଼ୋଲକିଆଙ୍କ ପତ୍ନୀ କହିଛନ୍ତି । ସେ ବିଜେଡିର ନିର୍ବାଚନୀ ପ୍ରଚାରରେ ପରିବାରର ନାମ ବ୍ୟବହାର କରିବାକୁ ନେଇ ବିରୋଧ କରିଛନ୍ତି। ଜୟ ଟଙ୍କା ନେଇ ଅନ୍ୟ ଦଳକୁ ଯିବାର ମିଥ୍ୟା ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ, ନୂଆପଡ଼ାର ବିକାଶ ପାଇଁ ସେ ବିଜେପିରେ ଯୋଗଦାନ ଦେଉଛନ୍ତି।

 

ସେ ଆହୁରି କହିଛନ୍ତି, ସ୍ବାସ୍ଥ୍ୟ ଖରାପ ଥିଲା ବେଳେ ବିଜେଡି ନେତାମାନେ ପଚାରିଲେନି। ଫୋନ କଲେନି କି ହସ୍ପିଟାଲ ଚିକିତ୍ସା ନେଇ ବୁଝିଲେନି। ଅସୁସ୍ଥତା ବେଳେ ନିଜ ଦଳର ସପୋର୍ଟ ଆତ୍ମବଳ ବଢ଼ାଏ, କିନ୍ତୁ କଲେନି। ବିଜେଡିର ଅଣଦେଖା ବେମାରୀର ଅନ୍ୟତମ କାରଣ ବୋଲି ଢୋଲକିଆଙ୍କ ପତ୍ନୀ କହିଛନ୍ତି। ସେ ଆହୁରି କହିଛନ୍ତି,  ଏହି ଲୋକ ଆମ ପରିବାର ଉପରେ ଟିପ୍ପଣୀ କରୁଛନ୍ତି।  ବିଜେଡିର ପ୍ରଚାରରେ ଆମ ପରିବାର ନାଁ ନେବାକୁ ବିରୋଧ କରୁଛୁ। ଟଙ୍କା ନେଇ ଅନ୍ୟଦଳକୁ ଯିବା ଆରୋପ ମିଥ୍ୟା, ବିକାଶ ପାଇଁ ମିଶିଛୁ। ଉତ୍ତରାଧିକାରୀ କିଏ ହେବ ପରିବାର ନିଷ୍ପତ୍ତି ନେବ, କୌଣସି ଦଳ ନୁହେଁ।

Share196Tweet123
M M

M M

ଆଜିର ପାଗ

Bhubaneswar
May 6, 2026, 5:42 PM
 

SSW
Clear sky
30°C
3.9 m/s
Apparent: 30°C
Pressure: 1009 mb
Humidity: 94%
Winds: 3.9 m/s SSW
Windgusts: 9.7 m/s
UV-Index: 0
Precip.: 0mm /53% / Rain
Sunrise: 5:14 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom