• Latest
  • Trending
ଜଗନ୍ନାଥ ପ୍ରଧାନ ରାଜ୍ୟସଭା ପାଇଁ କାହିଁକି ଦାଖଲ କଲେ ପ୍ରାର୍ଥିପତ୍ର ?

ଜଗନ୍ନାଥ ପ୍ରଧାନ ରାଜ୍ୟସଭା ପାଇଁ କାହିଁକି ଦାଖଲ କଲେ ପ୍ରାର୍ଥିପତ୍ର ?

August 21, 2024

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

ଲୋକଙ୍କ ସହ ଭଲ ବ୍ୟବହାର କରିବାକୁ ପଡ଼ିବ: ମନମୋହନ ସାମଲ

July 8, 2025

ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜୋରଦାର ପ୍ରଶଂସା

July 8, 2025

ଜୁଲାଇ ୭ରେ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

July 5, 2025
କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ

July 3, 2025
  • About
  • Careers
  • Contact Us
Sunday, July 27, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଜଗନ୍ନାଥ ପ୍ରଧାନ ରାଜ୍ୟସଭା ପାଇଁ କାହିଁକି ଦାଖଲ କଲେ ପ୍ରାର୍ଥିପତ୍ର ?

by M M
August 21, 2024
in ବଡ଼ ଖବର
0
ଜଗନ୍ନାଥ ପ୍ରଧାନ ରାଜ୍ୟସଭା ପାଇଁ କାହିଁକି ଦାଖଲ କଲେ ପ୍ରାର୍ଥିପତ୍ର ?
491
SHARES
1.4k
VIEWS
Share on FacebookShare on Twitter

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପିର ଦଳୀୟ ପ୍ରାର୍ଥୀ ହିସାବରେ ମମତା ମହାନ୍ତ ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ମମତା ରାଜ୍ୟସଭାରୁ ପ୍ରାର୍ଥୀ ହେବେ ବୋଲି ବିଜେପି ସଂସଦୀୟ କମିଟି ଗତକାଲି ଘୋଷଣା କରିଥିଲା।  ଆଜି ସକାଳେ ମମତା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ, ରାଜ୍ୟ ବିଜେପି ସଭାପତି ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ। ନାମାଙ୍କନର ଶେଷ ମୁହୂର୍ତ୍ତରେ ପ୍ରାର୍ଥିପତ୍ର ଭରିଛନ୍ତି ଜଗନ୍ନାଥ ପ୍ରଧାନ । ଜଗନ୍ନାଥଙ୍କ ପ୍ରାର୍ଥିତ୍ବ ପାଇଁ ବିଜେପିର ୧୦ ବିଧାୟକ ପ୍ରସ୍ତାବକ ଓ ସମର୍ଥକ ଭାବେ ଦସ୍ତଖତ କରିଥିବା କୁହାଯାଉଛି । ବିଜେପିରୁ ଦୁଇ ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବାରୁ ଏହାର କାରଣ କଣ କେହି କହୁନାହାଁନ୍ତି ।

ଏବେ ଜଗନ୍ନାଥ କାହିଁକି ପ୍ରାର୍ଥିପତ୍ର ଦାଖଲ କରୁଛନ୍ତି ତାକୁ ନେଇ ଅନେକ ପ୍ରଶ୍ନ ଉଠିଛି। ତେବେ ଦଳୀୟ ପ୍ରାର୍ଥୀ ହିସାବରେ ମମତାଙ୍କ ନାଁ ଘୋଷଣା ହୋଇଥିବାବେଳେ କିଭଳି ଜଗନ୍ନାଥ ପ୍ରାର୍ଥୀପତ୍ର ଦାଖଲ କଲେ ତାକୁ ନେଇ ଦଳ ପକ୍ଷରୁ କିଛି କୁହାଯାଇନାହିଁ ।

Tags: bjdbjpcongressnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

Weather

Bhubaneswar
July 27, 2025, 12:05 pm
 

SSW
Overcast
31°C
1.9 m/s
Apparent: 34°C
Pressure: 999 mb
Humidity: 90%
Winds: 1.9 m/s SSW
Windgusts: 8.9 m/s
UV-Index: 0
Precip.: 0mm /28% / Rain
Sunrise: 5:19 am
Sunset: 6:26 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom