• Latest
  • Trending

ରାଶିଫଳ: ଚାରିଟି ରାଶିରେ ଆଜି ଧନ ବର୍ଷା ହେବ

Nov-16-2024 08:04 AM IST
କାଉନସିଲରରୁ ମୁଖ୍ୟମନ୍ତ୍ରୀ; ଏମିତି ଥିଲା ଶୁଭେନ୍ଦୁ ଅଧିକାରୀଙ୍କ ରାଜନୈତିକ ଯାତ୍ରା…

କାଉନସିଲରରୁ ମୁଖ୍ୟମନ୍ତ୍ରୀ; ଏମିତି ଥିଲା ଶୁଭେନ୍ଦୁ ଅଧିକାରୀଙ୍କ ରାଜନୈତିକ ଯାତ୍ରା…

May-08-2026 07:21 PM IST
ବିଜୁଳି ମାରିଲେ କରିବେ କ’ଣ? ଜାଣନ୍ତୁ ଜରୁରୀ ପଦକ୍ଷେପ…

ବିଜୁଳି ମାରିଲେ କରିବେ କ’ଣ? ଜାଣନ୍ତୁ ଜରୁରୀ ପଦକ୍ଷେପ…

May-08-2026 07:11 PM IST
ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

May-08-2026 05:05 PM IST
ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

May-08-2026 12:14 PM IST
ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

May-08-2026 10:35 AM IST
ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

May-08-2026 10:11 AM IST
ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

May-08-2026 09:26 AM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
  • About
  • Careers
  • Contact Us
Saturday, May 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ

ରାଶିଫଳ: ଚାରିଟି ରାଶିରେ ଆଜି ଧନ ବର୍ଷା ହେବ

by M M
Nov-16-2024 08:04 AM IST
in ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ
0
491
SHARES
1.4k
VIEWS
Share on FacebookShare on Twitter

ମେଷ: ସାରା ଦିନ ଖୁସି ମନରେ ରହିବେ। ନୂଆ ବ୍ୟବସାୟରେ ପୁଞି ଲଗାନ୍ତୁ ଭବିଷ୍ୟତରେ ଲାଭ ପାଇବେ। ହଜିଥିବା ଜିନିଷର ସଂଧାନ ପାଇବେ। ପ୍ରିୟବନ୍ଧୁ ଉପହାର ପାଇବେ।

ବୃଷ: ସମାଜରେ ଆପଣଙ୍କର ସ୍ଥିତି ଭଲ ରହିବ। ଲୋକେ ଆପଣଙ୍କର ଗୁଣଗାନ କରିବେ। ବ୍ୟବସାୟରେ ନୂଆ ପ୍ରସ୍ତାବ ମିଳିବ। ସଙ୍ଗୀତ ଉପକରଣ କିଣି ପାରନ୍ତି। ପ୍ରେମ ରୋମାନ୍ସ ପାଇଁ ଦିନଟି ଉତ୍ତମ। ‌

ମିଥୁନ: କୌଣସି ଖବର ପାଇ ତୁରନ୍ତ ନିଷ୍ପତ୍ତି ନେବା କଠିନ ହେବ। ଅନ୍ୟମାନଙ୍କ କଥା ଶୁଣନ୍ତୁ ହେଲେ ନିଜ ବିବେକରେ କାମ କରନ୍ତୁ। ପତି ପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ।

କର୍କଟ: ଧର୍ମ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିପାରନ୍ତି। ପାରିବାରିକ ସଂପତ୍ତି ବିବାଦ ସମାପ୍ତ ହେବ। ବ୍ୟବସାୟରେ ନୂଆ ଦିଗ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ‌

ସିଂହ: ମନରେ କିଛି ନୂଆ କାର୍ଯ୍ୟ କରିବାର ଆଶା ଉଜ୍ଜୀବିତ ହେବ। ଠିକ୍ ସମୟରେ ଉଚିତ ପଦକ୍ଷେପ ନେବେ। ସାମାଜିକ କ୍ଷେତ୍ରରେ ଯଶ ବଢ଼ିବ। ଶିକ୍ଷକଙ୍କ ସହ ଉତ୍ତମ ବୁଝାମଣା ରହିବ। ‌

କନ୍ୟା: ଇଷ୍ଟଦେବଙ୍କ ସ୍ମରଣରେ ଆତ୍ମବଳ ବୃଦ୍ଧି ହେବ। ବାପା ମାଆଙ୍କ ସେବାରେ ଭଲ ଫଳ ପାଇବେ। ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ। କୋର୍ଟ କଚେରି ମାମଲାରେ ଜିତିବେ।

ତୁଳା: ସ୍ବଭାବରେ ବିନମ୍ର ହୋଇ ମୁରବିଙ୍କ ସହ କଥାବର୍ତ୍ତା କରନ୍ତୁ। ଚାକିରିରେ କୌଣସି ଆଶା ପୂରଣ ହେବ। ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। ‌

ବିଛା: ସାମାଜିକ ସ୍ଥିତି ମଜଭୁତ ହେବ। ବିରୋଧୀମାନଙ୍କ ସହ ଦୃଢ଼ ମୁକାବିଲା କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ। ଘରେ ଖୁସିର ବାତାବରଣ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ‌

ଧନୁ: ଜୀବନକୁ ସକାରାତ୍ମକ ବନାନ୍ତୁ। ଯେଉଁ କାର୍ଯ୍ୟ ହାତକୁ ନେବେ ତାକୁ ସଂପୂର୍ଣ୍ଣ କରି ବିଶ୍ରାମ କରନ୍ତୁ। ଚାକିରିରେ ପଦୋନ୍ନତି ମିଳିପାରେ। ପ୍ରିୟତମଙ୍କ ଠାରୁ ଉପହାର ପାଇବେ।

ମକର: ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ ଶୁଭଫଳ ପାଇବେ। ଖେଳାଳୀମାନଙ୍କର ସମର୍ଥକ ସଂଖ୍ୟା ବୃଦ୍ଧି ହେବେ। ନୂଆ ଲୋକଙ୍କ ସହିତ ସଂପର୍କ ହେବ। ପ୍ରେମ ଜୀବନରେ ମଧୁର ହେବ।

କୁମ୍ଭ: ବେପାରରେ ପ୍ରଗତି ପାଇଁ ଯଥେଷ୍ଟ ଧ୍ୟାନ ଦେବେ। ରାଜନୀତିରେ ଲାଭ ମିଳିବାର ସୁଯୋଗ ପାଇବେ। ଘରକୁ ବନ୍ଧୁ ଆସିବେ। ନୂଆ ଘର ନିର୍ମାଣ ଲାଗି ଯୋଜନା କରିବେ।

ମୀନ: କୌଣସି ଖବର ପାଇ ମାନସିକ ଅସ୍ଥିରତା ବଢ଼ିପାରେ। ଧୈର୍ଯ୍ୟ ରଖନ୍ତୁ, ନିଜ ନିଷ୍ପତ୍ତି ଉପରେ ଅଟଳ ରହନ୍ତୁ। ନୂଆ ସୁଯୋଗ ଓ କାମ ପାଇବେ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।

Share196Tweet123
M M

M M

ଆଜିର ପାଗ

Bhubaneswar
May 9, 2026, 5:39 AM
 

SSW
Clear sky
25°C
2 m/s
Apparent: 32°C
Pressure: 1009 mb
Humidity: 95%
Winds: 2 m/s SSW
Windgusts: 8.6 m/s
UV-Index: 0
Precip.: 0mm /24% / Rain
Sunrise: 5:12 AM
Sunset: 6:13 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom