• Latest
  • Trending

ରାଶିଫଳ

Nov-15-2024 07:00 AM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ

ରାଶିଫଳ

by M M
Nov-15-2024 07:00 AM IST
in ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ
0
491
SHARES
1.4k
VIEWS
Share on FacebookShare on Twitter

ମେଷ: ବାଣୀ ଉପରେ ନିୟନ୍ତ୍ରଣ ରଖି ସଫଳତା ହାସଲ କରିନେବେ। ସ୍ବାସ୍ଥ୍ୟରେ ସକାରାତ୍ମକ ପରିବର୍ତ୍ତନ ଦେଖାଦେବ। ବ୍ୟବହାରିକ ଜୀବନରେ ବଡ଼ ନିଷ୍ପତ୍ତି ନେବେ। ଘରକୁ କୁଣିଆ ଆସିବେ। ‌

ବୃଷ: ଆପଣଙ୍କୁ କିଛି ଏଭଳି କାମ ଦିଆଯିବ। ଯାହା ଚାଲେଞପୂର୍ଣ୍ଣ ହେବ। ତାହାକୁ ସଫଳତା ପୂର୍ବକ କରିବାକୁ ଚେଷ୍ଟା କରିବେ। ଚାକିରରେ ପଦୋନ୍ନତି ସହ ଆୟ ବୃଦ୍ଧି ହେବ। ବ୍ୟବସାୟରେ ନୂଆ ଅନୁଭବ ପ୍ରାପ୍ତ ହେବ।‌

ମିଥୁନ: ଭାଗ୍ୟ ଆପଣଙ୍କୁ ସାଥ ଦେବ। କାର୍ଯ୍ୟକ୍ଷେତ୍ରରେ ମିଶ୍ରିତ ପରିଣାମ ପ୍ରାପ୍ତ ହେବ। ଜୀବନସାଥୀର ଦୃଷ୍ଟିକୋଣ ବୁଝି ବ୍ୟକ୍ତିଗତ ସମସ୍ୟା ସମାଧାନ କରିବେ। ରୋଷଇ ପାଇଁ ଜରୁରୀ ଜିନିଷ କିଣିବେ। ‌

କର୍କଟ: କାହାରି ସହିତ ଅତିଶୀଘ୍ର ବନ୍ଧୁତା କରନ୍ତୁ ନାହିଁ। ଥଟ୍ଟା ମଜାର କହିବା କଥାକୁ ନେଇ ନାରାଜ ହୁଅନ୍ତୁ ନାହିଁ। କୌଣସି ଗୁପ୍ତ ରହସ୍ୟ ଜାଣି ପାରବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ‌

ସିଂହ: ପୂଜାପାଠରେ ସମୟ ବିତିବ। ଭାଇର ମହତ୍ବପୂର୍ଣ୍ଣ କାର୍ଯ୍ୟରେ ସାହାଯ୍ୟ କରିବେ। ଆପଣଙ୍କ ଅଧୁରା କାମ ପୂରା କରିବାରେ କାହାରି ସାହାଯ୍ୟ ନେବେ। ଅର୍ଥ ନେବା ଦେବାରେ ସାବଧାନତା ଅବଲମ୍ବନ କରନ୍ତୁ।

କନ୍ୟା: ବ୍ୟବସାୟ ସଂପର୍କିତ ଯୋଜନା ଯଥେଷ୍ଟ ଆକର୍ଷିତ ହେବ। ଲୋକମାନଙ୍କ ସହିତ କଥାବାର୍ତ୍ତା ବେଳେ ତାଙ୍କ ଶଦ୍ଦକୁ ଭଲଭାବେ ଶୁଣନ୍ତୁ। ଆର୍ଥିକ ବିଷୟରେ ବନ୍ଧୁର ସାହାଯ୍ୟ ନେବେ।

ତୁଳା: ଜୀବନସାଥୀର ଅସୀମ ପ୍ରେମ ଓ ସମର୍ଥନ ଆପଣଙ୍କ ପ୍ରେମକୁ ଆହୁରି ମଜଭୁତ କରିବ। ଆପଣ ନିଜକୁ ଶକ୍ତଶାଳୀ ଅନୁଭବ କରିବେ। ପ୍ରେମିକ ସହ ଆପଣଙ୍କ ମନ ପସନ୍ଦ ଜାଗାକୁ ବୁଲି ଯିବେ।

ବିଛା: ଆପଣଙ୍କ ଇଚ୍ଛାରେ ଆପଣ କାହାରିକୁ ସାହାଯ୍ୟ କରିବେ। କାରବାର ଲାଗି ଅନୁଭବୀ ବ୍ୟକ୍ତିଙ୍କ ସହ ବିଚାର ବିମର୍ଶ କରିବେ। ଆପଣଙ୍କ ଆୟ ବୃଦ୍ଧି ହେବାର ପ୍ରବଳ ସମ୍ଭାବନା।

ଧନୁ: ନିଜ ସ୍ବାସ୍ଥ୍ୟର ବିଶେଷ ଧ୍ୟାନ ରଖିବାକୁ ହେବ। କୌଣି କାମକୁ ନେଇ ଜିଦ୍ କଲେ କାମ ବିଗିଡ଼ି ପାରେ। କୌଣସି ଶୁଭ ଖବର ପାଇବା ଯୋଗୁଁ ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ।

ମକର: ଦିନଟି ଖୁସି ଭରା ରହିବ। କଠିନ କାମ ସହଜରେ ସଂପୂର୍ଣ୍ଣ କରିବେ। ଜୀବନସାଥୀ ଠାରୁ କୌଣସି ଉପହାର ପାଇବେ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ। ସାମାଜିକ ସ୍ତରରେ ଲୋକ ପ୍ରିୟତା ବଢ଼ିବ।

କୁମ୍ଭ: ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ ହେବାର ଯୋଗ ଅଛି। ରାଜନୀତିରେ ବଡ଼ ଲୋକଙ୍କ ସହ ମିଳାମିଶା ବଢ଼ିବ। ଭଲ ସ୍ବାସ୍ଥ୍ୟ ପାଇଁ ସ୍ବଳ୍ପ ସମୟ ବାହାର କରନ୍ତୁ। ପରିବାର ଲୋକଙ୍କ ସହିତ ପର୍ଯ୍ୟଟନ ସ୍ଥଳକୁ ବୁଲି ଯିବେ।

ମୀନ: ଆପଣଙ୍କ ଚତୁରତା ବ୍ୟବସାୟର ତୀବ୍ର ବଢ଼ାଇବ। ପିଲାମାନଙ୍କ ଦାୟିତ୍ବ ପୂରା କରିବା ପାଇଁ ସମୟ ଉପନୀତ। ରଙ୍ଗମଞ୍ଚ କ୍ଷେତ୍ରରେ ଥିବା ଲୋକମାନେ ନିଜର କୌଶଳ ଦେଖାଇବାର ବଡ଼ ଉପଲବ୍ଧି ହାସଲ କରିବେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 9:27 PM
 

S
Overcast
26°C
2.6 m/s
Apparent: 32°C
Pressure: 1010 mb
Humidity: 92%
Winds: 2.6 m/s S
Windgusts: 11 m/s
UV-Index: 0
Precip.: 5.1mm /76% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom