• Latest
  • Trending

ଅଲବିଦା ଭାରତ ‘ରତନ’ ଟାଟା

Oct-10-2024 01:41 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Thursday, March 12, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଅଲବିଦା ଭାରତ ‘ରତନ’ ଟାଟା

by M M
Oct-10-2024 01:41 PM IST
in ଦେଶ ବିଦେଶ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ଆଉ ନାହାନ୍ତି ଦେଶର ରତ୍ନ ରତନ ଟାଟା । କିଛି ସମୟ ଭିତରେ ପଞ୍ଚତତ୍ବରେ ବିଲୀନ ହୋଇଯିବେ ଭାରତର ରତନ ଟାଟା । ସାରା ଦେଶ ତାଙ୍କୁ ଆଜି ଅଶ୍ରୁପୂର୍ଣ୍ଣ ବିଦାୟ ଦେଉଛି । ରାଜକୀୟ ଅନ୍ତିମ ସଂସ୍କାର ପାଇଁ ସମସ୍ତ ପ୍ରସ୍ତୁତ ସରିଛି । ରରତନ ଟାଟାଙ୍କୁ ବିଦାୟ ଦେବା ପାଇଁ  ଅନେକ ଲୋକ ଏକାଠି ହୋଇଛନ୍ତି । ତାଙ୍କ ମୃତ୍ୟୁ ଅସାଧାରଣ, ଅପୂରଣୀୟ କ୍ଷତି କହିଲେ ଅତ୍ୟୁକ୍ତି ହେବ ନାହିଁ

ରତନ ଟାଟା ଥିଲେ ଅନେକଙ୍କ ପ୍ରେରଣା। ଆଉ କିଛି ସମୟ ପରେ ପଞ୍ଚଭୂତରେ ଲିନ ହେବେ ରତନ ଟାଟା। ରାଜକୀୟ ସମ୍ମାନ ସରିଛି । ସରିଛି ଶେଷ ଦର୍ଶନ । ଏବେ ସେ ଆମଠୁ ବିଦାୟ ନେଇଛନ୍ତି । ନିଉଜ ରୁମ ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି ।

ମହାରାଷ୍ଟ୍ରର ସିନ୍ଦେ ସରକାର ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ପ୍ରସ୍ତାବ ପାରିତ କରିଛନ୍ତି। ୨୦୦୦ ମସିହାରେ ତାଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ୨୦୦୮ ମସିହାରେ ରତନ ଟାଟା ପଦ୍ମବିଭୂଷଣ ସମ୍ମାନ ପାଇଥିଲେ।

ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟାଙ୍କୁ ବିଦାୟ ପାଇଁ ବିଶିଷ୍ଟ ବ୍ୟକ୍ତିମାନେ ଅପେକ୍ଷା କରିଛନ୍ତି ।  ଶିଳ୍ପଜଗତର ଏହି ମହାନ ନାୟକଙ୍କୁ ଭାରତରତ୍ନ ଉପାଧି ମିଳିନି ସତ କିନ୍ତୁ ସେ ଥିଲେ ଭାରତର ଅସଲ ରତନ ।  ଅବିବାହିତ ରହିଥିବା ରତନ ଟାଟା ସର୍ବଦା ଦେଶର ମଙ୍ଗଳ ପାଇଁ କାମ କରିଆସିଛନ୍ତି । ସେ ସଦାବେଳେ ବଡ଼ ସ୍ବପ୍ନ ଦେଖିବାକୁ ଭୟ କରିନାହାଁନ୍ତି । ବଡ଼ ସ୍ବପ୍ନ ଦେଖି ସେ ପୂରଣ କରିବାକୁ ପରିଶ୍ରମ କରି ସଫଳ ହୋଇଛନ୍ତି । ଆଜି ଟାଟା ଏକ ଅନୁଷ୍ଠାନ ଭାବେ ସମସ୍ତଙ୍କ ହୃଦୟରେ ରାଜ କରୁଛି ।

Tags: nationalnewsnewsroom
Share196Tweet123
M M

M M

ଆଜିର ପାଗ

Bhubaneswar
March 12, 2026, 10:52 AM
 
W
Partly cloudy
32°C
0.9 m/s
Apparent: 29°C
Pressure: 1009 mb
Humidity: 87%
Winds: 0.9 m/s W
Windgusts: 8.6 m/s
UV-Index: 0
Precip.: 0mm /3% / Rain
Sunrise: 5:57 AM
Sunset: 5:54 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom