• Latest
  • Trending
ଆଜି ପୁଣି ଖୋଲିବ ରତ୍ନଭଣ୍ଡାର

ଆଜି ପୁଣି ଖୋଲିବ ରତ୍ନଭଣ୍ଡାର

Aug-23-2024 10:30 AM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

ବିଜେଡିର ପରବର୍ତ୍ତୀ ମାଷ୍ଟରଷ୍ଟ୍ରୋକ ହେବେ କି ସୁଜାତା କାର୍ତ୍ତିକେୟନ?

Dec-27-2025 10:16 AM IST
  • About
  • Careers
  • Contact Us
Sunday, December 28, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ଆଜି ପୁଣି ଖୋଲିବ ରତ୍ନଭଣ୍ଡାର

by M M
Aug-23-2024 10:30 AM IST
in ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ କିନ୍ତୁ ଆନନ୍ଦ ବଜାରରୁ ଅବଢ଼ା ମିଳିବ ବୋଲି ସୂଚନାରୁ ଜଣାପଡିଛି ।  ଜଗମୋହନରୁ ବେହରଣ ଦ୍ବାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌କୁ ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ।ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ। ସୂଚନାରୁ ଜଣାପଡିଛି  ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାରରେ ୩ଟି କାଠ ଆଲମାରୀ, ଗୋଟିଏ ଷ୍ଟିଲ ଆଲମାରୀ, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ଏଥିରେ ଥିବା ସମସ୍ତ ଅଳଙ୍କାର ଷ୍ଟ୍ରଙ୍ଗରୁମରେ ରଖାଯାଇଛି।

ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ପ୍ରବେଶ ଓ ଯାଞ୍ଚ ପାଇଁ ୧୨ଜଣିଆ କମିଟି ଗଠନ ହୋଇଛି। ଏଥିରେ  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ବନାଥ ରଥ, ସଦସ୍ୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ରାଜୀବ ସାହୁ, ପରିଚାଳନା କମିଟି ସଦସ୍ୟ ଦୁର୍ଗାପ୍ରସାଦ ଦାସମହାପାତ୍ର, ବରିଷ୍ଠ ସେବାୟତ ମଧୁସୂଦନ ସିଂହାରୀ, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସମହାପାତ୍ର, ସୌମେନ୍ଦ୍ର ମୁଦାଲି, ଭଣ୍ଡାର ମେକାପ ଗଣେଶ ମେକାପ, ତଢ଼ଉକରଣ ସୁଧାଂଶୁ ଶେଖର ପଟ୍ଟନାୟକ, ଦେଉଳକରଣ ଚନ୍ଦ୍ରଶେଖର ମଙ୍ଗରାଜ ପ୍ରମୁଖ କମିଟିରେ ରହିଛନ୍ତି।

Tags: jagannathtemplenewsnewsroomodishaRatnabhandara
Share196Tweet123
M M

M M

ଆଜିର ପାଗ

Bhubaneswar
December 28, 2025, 10:52 PM
 

E
Clear sky
17°C
0.9 m/s
Apparent: 17°C
Pressure: 1015 mb
Humidity: 95%
Winds: 0.9 m/s E
Windgusts: 4.4 m/s
UV-Index: 0
Precip.: 0mm /0% / Rain
Sunrise: 6:20 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom