• Latest
  • Trending
ଦିଲ୍ଲୀରେ ଭୟଙ୍କର ବିସ୍ଫୋରଣ: ୮ ମୃତ

ଦିଲ୍ଲୀରେ ଭୟଙ୍କର ବିସ୍ଫୋରଣ: ୮ ମୃତ

Nov-11-2025 07:17 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-15-2026 05:34 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଦିଲ୍ଲୀରେ ଭୟଙ୍କର ବିସ୍ଫୋରଣ: ୮ ମୃତ

by M M
Nov-11-2025 07:17 AM IST
in ଦେଶ ବିଦେଶ
0
ଦିଲ୍ଲୀରେ ଭୟଙ୍କର ବିସ୍ଫୋରଣ: ୮ ମୃତ
491
SHARES
1.4k
VIEWS
Share on FacebookShare on Twitter

ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ନିକଟରେ  ଏକ ଭୟଙ୍କର ବିସ୍ଫୋରଣ ଘଟଣା ଘଟିଛି।  ଏହି ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ଘଟିସାରିଛି। ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିପାରେ। ତେବେ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି।  ମେଟ୍ରୋ ଷ୍ଟେଶନ ନିକଟରେ ହୋଇଥିବା ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ ବୋଲି ଆଶଙ୍କା କରାଯାଉଛି। ପ୍ରାରମ୍ଭିକ ତଦନ୍ତ ପରେ, ଦିଲ୍ଲୀ ପୋଲିସ ନିଶ୍ଚିତ କରିଛି ଯେ ଏହା ଏକ ସାଧାରଣ ଦୁର୍ଘଟଣା ନୁହେଁ ବରଂ ଏକ ଯୋଜନାବଦ୍ଧ ବିସ୍ଫୋରଣ ଥିଲା।  ଫରେନସିକ ଦଳ ଘଟଣାସ୍ଥଳରୁ ବିସ୍ଫୋରକ ସାମଗ୍ରୀ, ତାର ଏବଂ ବ୍ୟାଟେରୀ ଖଣ୍ଡ ଜବତ କରିଛି, ଯାହା ବିସ୍ଫୋରଣକୁ ମାନୁଆଲ ଭାବରେ କରାଯାଇଥିବା ସନ୍ଦେହକୁ ଦୃଢ଼ କରିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ବିସ୍ଫୋରଣ ପରେ ତୁରନ୍ତ କାର୍‌ରେ ନିଆଁ ଲାଗି ଯାଇଥିଲା, ଯାହା ନିକଟରେ ଥିବା ତିନୋଟି ଗାଡ଼ିକୁ ଗ୍ରାସ କରିଥିଲା। ସମଗ୍ର ଅଞ୍ଚଳକୁ ସିଲ କରାଯାଇଛି ଏବଂ NIA ଏବଂ ସ୍ପେଶାଲ ସେଲ୍‌ର ଦଳଗୁଡ଼ିକ ତଦନ୍ତ ଆରମ୍ଭ କରିଛନ୍ତି। 

ଦିଲ୍ଲୀରେ ଘଟିଥିବା ବିସ୍ଫୋରଣ ଘଟଣା ପରେ ବିସ୍ଫୋରଣ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକମାନଙ୍କ ପରିବାର ପାଇଁ ସମବେଦନା ଜଣାଇଛନ୍ତି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ପରିସ୍ଥିତି ଉପରେ ନଜର ରଖିବା ଗୃହମନ୍ତ୍ରୀ ଅମିତ ଶାହଙ୍କ ସହିତ କଥା ହୋଇଛି ବୋଲି ମୋଦୀ ଟୁଇଟ୍‌ କରିଛନ୍ତି।

ବିସ୍ଫୋରଣ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହିତ କଥାବାର୍ତ୍ତା କରିଛନ୍ତି। ସ୍ଥିତି ଉପରେ ନଜର ରଖିବା ପାଇଁ ସେ ଗୃହମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପୂର୍ବରୁ ଗୃହମନ୍ତ୍ରୀ ଶାହ ଇଣ୍ଟଲିଜିଏନ୍‌ସ ବ୍ୟୁରୋ (ଆଇବି)ର ମୁଖ୍ୟଙ୍କ ସହିତ କଥା ହୋଇଛନ୍ତି। ଏହି ବିସ୍ଫୋରଣ ଘଟଣାରେ ଏପର୍ଯ୍ୟନ୍ତ ୮ ଜଣଙ୍କର ମୃତ୍ୟୁ ଜଣାପଡ଼ିଥିବା ବେଳେ ଅନ୍ୟ ୨୪ ଜଣ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 5:47 AM
 
N
Fog
13°C
0.9 m/s
Apparent: 16°C
Pressure: 1015 mb
Humidity: 91%
Winds: 0.9 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 15, 2026
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

January 14, 2026

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom