• Latest
  • Trending
ଆଳୁ ଏଠି ୪୦ ସେଠି ୫୦ : ଜଗୁନି ଯିବେ ଦିଦିଙ୍କୁ ବୁଝାଇବେ

ଆଳୁ ଏଠି ୪୦ ସେଠି ୫୦ : ଜଗୁନି ଯିବେ ଦିଦିଙ୍କୁ ବୁଝାଇବେ

Aug-09-2024 03:04 PM IST
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

Dec-11-2025 08:36 AM IST
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

Dec-11-2025 07:08 AM IST
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

Dec-11-2025 06:21 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-11-2025 06:11 AM IST
ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

ବିଧାୟକଙ୍କ ଦରମା ଦେଶରେ ସର୍ବାଧିକ: ‘ବିଲ୍’ ପାସ୍ ପରେ ସାଧାରଣରେ ଅସନ୍ତୋଷ

Dec-10-2025 11:01 PM IST
ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

ସୋନିଆଙ୍କୁ ମୋକିମଙ୍କ ଚିଠି; ପିସିସି ସଭାପତିଙ୍କ ବିଫଳତାକୁ ନେଇ ରାଜ୍ୟ କଂଗ୍ରେସରେ କମ୍ପନ

Dec-10-2025 10:19 PM IST
ଓଡ଼ିଶାର ବିକାଶ କରିବ ବିଜେପି

ଓଡ଼ିଶାର ବିକାଶ କରିବ ବିଜେପି

Dec-10-2025 10:02 PM IST
ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

ବାସୁଦେବପୁରରେ ବିଜେଡିର ଗଡ଼ ଦୋହଲିଲା; ବିଷ୍ଣୁବ୍ରତ ରାଉତରାୟଙ୍କ ‘ସଙ୍ଗଠନ ବଞ୍ଚାଅ’ ଉଦ୍ୟମ

Dec-10-2025 11:45 AM IST
ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

ଆୟୁଷ୍ମାନ ଭାରତ ଯୋଜନା: କାର୍ଡ ଥାଇ ବି ମାଗଣା ଚିକିତ୍ସା କେତେ ସମ୍ଭବ? ଜାଣନ୍ତୁ ୫ ଲକ୍ଷ ଟଙ୍କାର ସୀମା ଓ ନିୟମ

Dec-10-2025 11:23 AM IST

କ’ଣ କହୁଛି ଆଜିର ରାଶିଫଳ

Dec-10-2025 11:16 AM IST
  • About
  • Careers
  • Contact Us
Thursday, December 11, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଳୁ ଏଠି ୪୦ ସେଠି ୫୦ : ଜଗୁନି ଯିବେ ଦିଦିଙ୍କୁ ବୁଝାଇବେ

କମୁନି ଆଳୁ ଦର ଲୋକେ ହନ୍ତସନ୍ତ

by M M
Aug-09-2024 03:04 PM IST
in ବଡ଼ ଖବର, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ପଶ୍ଚିମବଙ୍ଗ ସରକାର ଆଳୁ ରପ୍ତାନି ନେଇ କଟକଣା ଜାରି କରିଛନ୍ତି । ଆଉ ଏହାକୁ ନେଇ ଏଠି ବେପାରୀ ମାଲେମାଲ ହେଉଛନ୍ତି । ପଡ଼ୋଶୀ ପଶ୍ଚିମବଙ୍ଗରୁ ସ୍ବାଭାବିକ ଭାବେ ଆଳୁ ନଆସିବା ଦ୍ବାରା ଓଡିଶାରେ ଲୋକେ ଅଧିକ ଦାମରେ ଆଳୁ କିଣୁଛନ୍ତି । ରାଜ୍ୟରେ ଆଳୁ ସଂକଟରୁ ଫାଇଦା ଉଠାଇ ବ୍ୟବସାୟୀମାନେ ମନ ଇଛା ବେପାର କରୁଥିବା ଦେଖାଦେଇଛି। ଆଳୁ ସଂକଟ ଦୂର କରିବା ପାଇଁ ରାଜ୍ୟ ସରକାର ଯେତେ ଯାହା ଉଦ୍ୟମ କଲେ ବି ସଫଳ ହେଉନାହାନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଳୁ ଅଟକାଇ ଦେବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଉଥିବାରୁ ତାଙ୍କୁ ବୁଝାଇବା ପାଇଁ ଜଗନ୍ନାଥ ସ୍ବାଇଁ ମହାପାତ୍ର ଯିବେ କୋଲକତା । ଦିଦିଙ୍କ ସହ ଜଗନ୍ନାଥ ସ୍ବାଇଁ ମହାପାତ୍ରଙ୍କର ଭଲ ସମ୍ପର୍କ ରହିଛି। ସେ ବିଭିନ୍ନ ସମୟରେ ଦିଦିଙ୍କ ଘରେ ପୂଜାର୍ଚ୍ଚନା କରିଥାନ୍ତି। କାଳିପୂଜା ଓ ଦୁର୍ଗାପୂଜା ସମୟରେ ଜଗନ୍ନାଥ ସ୍ବାଇଁ ମହାପାତ୍ର ମମତା ବାନାର୍ଜୀଙ୍କ ଘରେ ପୂଜାର୍ଚ୍ଚନା କରିଥାନ୍ତି। ତେଣୁ ତାଙ୍କ କଥା ଦିଦି ରଖିବେ ବୋଲି ସେ ଆଶା ରଖିଛନ୍ତି। କାରଣ ଓଡ଼ିଶାରେ  କିଏ କେତେ ଦରରେ ବିକୁଛି ଠିକ୍ ଠିକଣା ନାହିଁ ।  ଓଡ଼ିଶା ବଜାରରେ ଆଳୁ ସଂକଟ ବେପାରୀମାନଙ୍କୁ ସୁହାଉଛି । ଲୁଚାଛପାରେ ହାତଗୁଞ୍ଜା ଦେଇ ପ୍ରତିଦିନ କିଛି ଆଳୁ ଟ୍ରକ ପଶ୍ଚିମବଙ୍ଗରୁ ଓଡ଼ିଶାକୁ ଆସୁଛି। ହେଲେ ଗତ ୨ଦିନ ହେବ କୌଣସି ଆଳୁ ଗାଡ଼ି ଆସିନାହିଁ। କଟକର ଛତ୍ରବଜାରକୁ ଆଳୁ ଗାଡ଼ି ଆସି ନ ଥିବା ‌ବେଳେ ଭୁବନେଶ୍ବରର ଆଇଗିଣିଆ ଆଳୁ ଗୋଦାମ ଖାଲି ହୋଇଗଲାଣି। ଆଳୁ ସଂକଟ ଦୂର କରିବା ପାଇଁ ରାଜ୍ୟ ସରକାର ବିକଳ୍ପଭାବେ ଉତ୍ତରପ୍ରଦେଶରୁ ଆଳୁ ମଗାଉଛନ୍ତି। ମାତ୍ର ଉତ୍ତରପ୍ରଦେଶରୁ ଆସୁଥିବା ଆଳୁକୁ ନେଇ ବ୍ୟବସାୟୀମାନେ ଖୁସି ନୁହନ୍ତି। ପଶ୍ଚିମବଙ୍ଗ ଆଳୁ ତୁଳନାରେ ଦର ଅଧିକ ହେବା ସହ ଏହା ଶୀଘ୍ର ପଚି ଯାଉଥିବା ଅଭିଯୋଗ ହେଉଛି। ମାତ୍ର ରାଜ୍ୟ ସରକାର ଏହାକୁ ବାରମ୍ବାର ଖଣ୍ଡନ କରୁଛନ୍ତି। କିନ୍ତୁ ବାସ୍ତବରେ ସେପରି କିଛି ଘଟୁନାହିଁ । ଏକନମ୍ବର ମାର୍କେଟରେ ଆଳୁ  ୪୦ ଟଙ୍କା ଥିବା ବେଳେ ଅନ୍ୟ ସ୍ଥାନରେ  ୫୦ରୁ ଅଧିକ ଟଙ୍କାରେ ବିକ୍ରି କରାଯାଉଛି ।

Tags: bhubaneswarnewsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 11, 2025, 11:11 AM
 

N
Clear sky
25°C
1.8 m/s
Apparent: 28°C
Pressure: 1016 mb
Humidity: 49%
Winds: 1.8 m/s N
Windgusts: 4.9 m/s
UV-Index: 5.9
Precip.: 0mm /0% / Rain
Sunrise: 6:11 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

ବନ୍ଦେ ମାତରମ୍‌ କିପରି ସ୍ୱାଧୀନତା ସଂଗ୍ରାମର ମହାମନ୍ତ୍ର ଥିଲା?

December 11, 2025
ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

ରାହୁଲଙ୍କ ‘ଖୋଲା ବିତର୍କ’ ଆହ୍ୱାନକୁ ଶାହଙ୍କ ପ୍ରତ୍ୟାଖ୍ୟାନ

December 11, 2025
ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

ଓଡ଼ିଶାରେ ପ୍ରବଳ ଶୀତ ଲହରି; ଅନେକ ସ୍ଥାନରେ ୧୦°C ତଳେ ତାପମାତ୍ରା

December 11, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom