ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଶନିବାର ସକାଳୁ ଲାଇନଚ୍ୟୁତ ହୋଇଛି। ହାୱଡ଼ା ନାଲପୁର ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଟ୍ରେନ୍ର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ୧୫ଜଣ ଆହତ ହୋଇଛନ୍ତି। ମୃତାହତ ନେଇ କୌଣସି ସୂଚନା ମିଳିନାହିଁ।