• Latest
  • Trending
ବିଜେଡିର ନବକଳେବର ,ବରିଷ୍ଠଙ୍କୁ ଦାୟିତ୍ୱ

ବିଜେଡିର ନବକଳେବର ,ବରିଷ୍ଠଙ୍କୁ ଦାୟିତ୍ୱ

Jul-08-2024 01:03 PM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେଡିର ନବକଳେବର ,ବରିଷ୍ଠଙ୍କୁ ଦାୟିତ୍ୱ

by M M
Jul-08-2024 01:03 PM IST
in ବଡ଼ ଖବର, ବିଶେଷ
0
ବିଜେଡିର ନବକଳେବର ,ବରିଷ୍ଠଙ୍କୁ ଦାୟିତ୍ୱ
491
SHARES
1.4k
VIEWS
Share on FacebookShare on Twitter

ବିଜେଡି ର ନବକଳେବର ,ବରିଷ୍ଠଙ୍କୁ ଦାୟିତ୍ୱ ।  ଦଳପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ, ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରାଯାଇଛି । ସେହିଭଳି ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କର ଜନସଂପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି ।   ଡ. ସଂତୃପ୍ତ ମିଶ୍ର, କଳିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ବ ତୁଲାଇବେ । ସେହିପରି ୧୪ ଜଣଙ୍କୁ ରାଜ୍ଯସ୍ତରୀୟ ମୁଖପାତ୍ର ଭାବେ ଦଳ ଦାୟିତ୍ବ ପ୍ରଦାନ କରିଛି । ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ,ଡ. ଅରୁଣ କୁମାର ସାହୁ, କ୍ଯାପଟେନ ଦିବ୍ଯ ଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି । ସ୍ବୟଂ ପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋର୍ଡିନେଟର ଭାବେ ନିଯୁକ୍ତ ହୋଇଛନ୍ତି । ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦଳ ନିଯୁକ୍ତ କରିଛି ଦଳ । ତେବେ ବବିଙ୍କ ଭାଗ୍ୟ କଣ ହେବ ତାକୁ ନେଇ ଚର୍ଚା ହେଉଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 9:54 AM
 

ENE
Mainly clear
21°C
3.2 m/s
Apparent: 19°C
Pressure: 1014 mb
Humidity: 97%
Winds: 3.2 m/s ENE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom