• Latest
  • Trending
ବଡ଼ ଡାକ୍ତରଖାନାରେ ଡାକ୍ତରଙ୍କ କୁକର୍ମ: ତିନି ଜଣିଆ କମିଟି କରିବେ ତଦନ୍ତ

ବଡ଼ ଡାକ୍ତରଖାନାରେ ଡାକ୍ତରଙ୍କ କୁକର୍ମ: ତିନି ଜଣିଆ କମିଟି କରିବେ ତଦନ୍ତ

August 14, 2024

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
  • About
  • Careers
  • Contact Us
Friday, August 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବଡ଼ ଡାକ୍ତରଖାନାରେ ଡାକ୍ତରଙ୍କ କୁକର୍ମ: ତିନି ଜଣିଆ କମିଟି କରିବେ ତଦନ୍ତ

by M M
August 14, 2024
in ବଡ଼ ଖବର, ରାଜ୍ୟ
0
ବଡ଼ ଡାକ୍ତରଖାନାରେ ଡାକ୍ତରଙ୍କ କୁକର୍ମ: ତିନି ଜଣିଆ କମିଟି କରିବେ ତଦନ୍ତ
491
SHARES
1.4k
VIEWS
Share on FacebookShare on Twitter

 

କଟକ :   କଟକ ବଡ଼ ଡାକ୍ତରଖାନାରେ ଡାକ୍ତର ରୋଗୀଙ୍କୁ ଦୁଷ୍କର୍ମ କରିବାକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚା । କଟକ ବଡ଼ ମେଡିକାଲରେ ଇକୋ ପରୀକ୍ଷା କରୁଥିବା ବେଳେ ଦୁଇ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିବା ଏକ ସାଂଘାତିକ ଘଟଣା ।  ଏସ୍‌ସିବି ମେଡ଼ିକାଲ୍‌ରେ ଡାକ୍ତର ରୋଗୀଙ୍କୁ ଦୁର୍ଷର୍ମ କରିବାକୁ ନେଇ ଅସନ୍ତୋଷ ବ୍ୟାପିବାରେ ଲାଗିଛି ।  ମେଡିକାଲ୍‌କୁ ଚିକିତ୍ସା ହେବାକୁ ଆସିଥିବା ଡାକ୍ତରୀ ଛାତ୍ରଙ୍କ ସମ୍ପର୍କୀୟ ୨ ଜଣ ମହିଳା ରୋଗୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଅଭିଯୋଗ ହେବା ପରେ କମିଶନରେଟ୍‌ ପୁଲିସ୍‌ ଅଭିଯୁକ୍ତ ଡାକ୍ତର ଠାକୁର ଦିଲବାଗ ସିଂଙ୍କୁ ଗିରଫ କରିଛି।  ତେବେ ଏହାକୁ ନେଇ ଅନେକ ପ୍ରଶ୍ନ ଉଙ୍କିମାରିଛି । ମେଡିକାଲ ଭିତରେ ଏପରି ଘଟଣା ଘଟିଲା କିପରି ? ପୁଣି ବଡ଼ ମେଡିକାଲ ଭଳି ମେଡିକାଲରେ ଏଭଳି ଡାକ୍ତର କିପରି ଏପରି କାର୍ଯ୍ୟ କଲେ । ତାହା ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଡାକ୍ତରଙ୍କ ଦ୍ବାରା ଘଟିଥିବା ଦୁଷ୍କର୍ମ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଏହା ଏକ ସ୍ପର୍ଶକାତର ଘଟଣା। ଘଟଣାର କ୍ଲିନିକାଲ ଯାଞ୍ଚ ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି। ଯେଉଁ ଡାକ୍ତରଙ୍କ ନାମରେ ଅଭିଯୋଗ ଆସିଥିଲା ତାଙ୍କୁ ଗିରଫ କରାଯାଇଛି। ଆଇନ ଅନୁଯାୟୀ ଅଭିଯୁକ୍ତଙ୍କ ଉପରେ କାଯ୍ୟନୁଷ୍ଠାନ ଗ୍ରହଣ କରାଯିବ। ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ଫାଇଣ୍ଡିଙ୍ଗ କମିଟି ରିପୋର୍ଟ ଦେବା ପରେ ଅଭିଯୁକ୍ତଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଅଭିଯୋଗ ଅନୁସାରେ ଦୁଇ ମହିଳାଙ୍କୁ ଇକୋ କରିବା ପାଇଁ  ଅଭିଯୁକ୍ତ  ଡାକ୍ତର ଗତ ଶୁକ୍ରବାର ପରାମର୍ଶ ଦେଇଥିଲେ। ସେହିଦିନ ଇକୋ ହୋଇନପାରିବାରୁ ୨ ମହିଳା ଫେରି ଯାଇଥିଲେ। ଡାକ୍ତରଙ୍କ ପରାମର୍ଶରେ ଦୁଇ ମହିଳା ରବିବାର ମେଡ଼ିକାଲ୍‌ ଆସିଥିଲେ। ସେଦିନ ମେଡ଼ିକାଲ୍‌ ଛୁଟିଥିବା ସତ୍ତ୍ୱେ ଡାକ୍ତର ଦୁଇ ମହିଳା ରୋଗୀଙ୍କୁ ଡାକ୍ତର ଡାକିଥିଲେ ।   ଇକୋ କରିବା ବାହାନାରେ ଅଭିଯୁକ୍ତ ଡାକ୍ତର ଦୁଇ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଦୁଇ ସମ୍ପର୍କୀୟ (ଯେଉଁମାନେ ଏସ୍‌ସିବି ମେଡିକାଲ୍‌ରେ ଅଣ୍ଡର ଗ୍ରାଜୁଏଟ୍‌ ଡାକ୍ତରୀ ପାଠ ପଢ଼ୁଛନ୍ତି ।

ଦୁଇ ପୀଡ଼ିତଙ୍କ ସମ୍ପର୍କୀୟମାନେ ଏନେଇ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି କମିଶନରେଟ୍‌ ପୁଲିସ୍‌ ମାମଲା ରୁଜୁ କରି ଡାକ୍ତର ଠାକୁର ଦିଲବାଗ ସିଂଙ୍କୁ ଗିରଫ କରିଛି। ଏଥିସହ ଦୁଇ ପୀଡ଼ିତାଙ୍କ ୧୬୧ ଧାରାରେ ବୟାନ ରେକର୍ଡ କରାଯାଇଥିବା ବେଳେ, ଆସନ୍ତକାଲି ୧୬୪ ଧାରାରେ ବୟାନ ରେକର୍ଡ କରାଯିବ। ସେପଟେ ଏହି ଘଟଣାର ତଦନ୍ତ ପାଇଁ ୩ ଜଣିଆ କମିଟି ଗଠନ କରିଛି ସ୍ୱାସ୍ଥ୍ୟ ବିଭାଗ। କମିଟିରେ DMET ସନ୍ତୋଷ ମିଶ୍ର, SCB ଅଧୀକ୍ଷକ ସୁଧାଂଶୁ ମିଶ୍ର ଓ ଯୁଗ୍ମ DMET ରୋମା ରତନ ରହିଛନ୍ତି। ତେବେ ଅଭିଯୋଗ ଯଦି ସତ୍ୟ ହୋଇଥାଏ ତେବେ ଅଭିଯୁକ୍ତଙ୍କୁ କଠୋର ଦଣ୍ଡର ଆବଶ୍ୟକତା ରହିଛି ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

Weather

Bhubaneswar
August 8, 2025, 12:56 pm
 

SW
Slight rain
26°C
0.4 m/s
Apparent: 34°C
Pressure: 1004 mb
Humidity: 94%
Winds: 0.4 m/s SW
Windgusts: 4.4 m/s
UV-Index: 0
Precip.: 17.8mm /83% / Rain
Sunrise: 5:24 am
Sunset: 6:20 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom