ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାକୁ ପ୍ରଭାବିତ କରିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସବୁ ଜିଲାରେ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ।

/odishatv/media/media_files/2026/03/25/naa-2026-03-25-12-43-50.jpg?w=1280&resize=1280,730&ssl=1)







