• Latest
  • Trending
ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଲୁକ୍କାୟିତ ଧନକୁ ଠାବ ପାଇଁ ହେବ ଉଦ୍ୟମ-ଜଷ୍ଟିସ ବିଶ୍ୱନାଥ ରଥ

ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଲୁକ୍କାୟିତ ଧନକୁ ଠାବ ପାଇଁ ହେବ ଉଦ୍ୟମ-ଜଷ୍ଟିସ ବିଶ୍ୱନାଥ ରଥ

Jul-29-2024 05:49 PM IST
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

Oct-24-2025 09:36 AM IST
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

Oct-23-2025 07:51 PM IST
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

Oct-23-2025 07:37 PM IST
ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

ସିରିଜ ହାରିଲା ଭାରତ, ଦ୍ବିତୀୟ ଦିନିକିଆରେ ଭାରତକୁ ଦୁଇ ଓ୍ବିକେଟରେ ହରାଇଲା ଅଷ୍ଟ୍ରେଲିଆ

Oct-23-2025 06:43 PM IST
ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

ଦୀପାବଳିରେ ‘କାରବାଇଡ୍ ଗନ୍ ’ରୁ ବାହାରିଲା ବାରୁଦ ନିଆଁ, ପୋଡ଼ିଦେଲା ଶହ ଶହ ଲୋକଙ୍କ ଆଖି

Oct-23-2025 04:44 PM IST
ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର ନିର୍ବାଚନ: ଶେଷରେ ମହାଗଠବନ୍ଧନକୁ ମିଳିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

Oct-23-2025 01:04 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
  • About
  • Careers
  • Contact Us
Friday, October 24, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଲୁକ୍କାୟିତ ଧନକୁ ଠାବ ପାଇଁ ହେବ ଉଦ୍ୟମ-ଜଷ୍ଟିସ ବିଶ୍ୱନାଥ ରଥ

by M M
Jul-29-2024 05:49 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଲୁକ୍କାୟିତ ଧନକୁ ଠାବ ପାଇଁ ହେବ ଉଦ୍ୟମ-ଜଷ୍ଟିସ ବିଶ୍ୱନାଥ ରଥ
491
SHARES
1.4k
VIEWS
Share on FacebookShare on Twitter

ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ଗୁପ୍ତ ଧନ ଖୋଜାଯିବ । ରତ୍ନଭଣ୍ଡାର ତଦାରଖ କମିଟି ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରିବା ପାଇଁ ପରିଚାଳନା କମିଟିକୁ ଅନୁମୋଦନ କରାଯାଇଛି । ବୈଠକ ପରେ ଏହି ସୂଚନା ଦେଇଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଫଳରେ ଭିତର ଭଣ୍ଡାରରେ ଗୁପ୍ତଧନ ଥିବା ଚର୍ଚ୍ଚା ଉପରୁ ପରଦା ହଟିବ । କାରଣ ରତ୍ନଭଣ୍ଡାର ଖୋଲିବା ସମୟରେ ଚର୍ଚ୍ଚାକୁ ଆସିଥିଲା, ଭିତର ଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ଅମୁହାଁ ଦେଉଳ ଥିବା ଜନଶ୍ରୁତିକୁ ନେଇ । ଶ୍ରୀଜଗନ୍ନାଥ ସଂପର୍କିତ ବିଭିନ୍ନ ପୁସ୍ତକରେ ମଧ୍ୟ ଭିତର ଭଣ୍ଡାରରେ ଗୁପ୍ତଧନ ଥିବା ଉଲ୍ଲେଖ ରହିଛି । ତେଣୁ ଭବିଷ୍ୟତରେ ଯେପରି ଏସଂପର୍କିତ କୌଣସି ସନ୍ଦେହ କାହା ମନରେ ନରହିବ ସେଇଥି ପାଇଁ ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରି ଯାଂଚ କରାଯିବ ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
October 24, 2025, 9:37 AM
 

NE
Mainly clear
30°C
1.9 m/s
Apparent: 32°C
Pressure: 1010 mb
Humidity: 92%
Winds: 1.9 m/s NE
Windgusts: 6.5 m/s
UV-Index: 0
Precip.: 0mm /23% / Rain
Sunrise: 5:44 AM
Sunset: 5:16 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

October 24, 2025
ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

ଝାଡ଼ୁଦାର ଚାକିରି ଦେବାକୁ କହି ଦୁଇ କୋଟି ଠକିନେଲେ , ୬୨ ଲକ୍ଷ ଜବତ

October 23, 2025
ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

ପୀତବାସଙ୍କୁ କାହିଁକି ମାରିଲେ ବିକ୍ରମ କଣ ସେହି ଅଜ୍ଞାତ କାରଣ ?

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom