• Latest
  • Trending

ଓ୍ବାଇ ବି ଖୁରାନିଆ ହେଲେ ନୂତନ ପୁଲିସ ଡିଜି

Aug-16-2024 01:07 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଓ୍ବାଇ ବି ଖୁରାନିଆ ହେଲେ ନୂତନ ପୁଲିସ ଡିଜି

ରହିବ ଚ୍ୟାଲେଂଜ

by M M
Aug-16-2024 01:07 PM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

 

ଭୁବନେଶ୍ବର: ଶେଷରେ ଓ୍ବାଇ ବି ଖୁରାନିଆ ହେଲେ ନୂତନ ପୁଲିସ ଡିଜି ।  ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ(ଓ୍ପାଇ ବି ଖୁରାନିଆ) ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କ ଆଗରେ ଅନେକ ଚାଲେଂଜ ରହିଛି । ନୂଆ ସରକାରଙ୍କ ଆଇନ କୁନନକୁ ନେଇ ଯେଉଁ ଆଶା ରଖିଛନ୍ତି ତାହା କେତେଦୂର ପୂରଣ କରୁଛନ୍ତି ଓ୍ବାଇ ବି ଖୁରାନିଆ ତାହା ଉପରେ ସମସ୍ତଙ୍କ ନଜର ରହିବ ।

ଶ୍ରୀ ଖୁରାନିଆ ଭୁବନେଶ୍ୱର-କଟକ କମିଶନରେଟ ପୁଲିସର କମିଶନର ଓ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ପୁଲିସ ଏସପି ଭାବେ କାର୍ଯ୍ୟ କରିଛନ୍ତି। ଏହାଛଡ଼ା ସେ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଏହା ପୂର୍ବରୁ ଶ୍ରୀ ଖୁରାନିଆ ବିଏସଏଫର ସ୍ପେଶାଲ୍ ଡିଜି ମଧ୍ୟ ଥିଲେ।

ଓ୍ବାଇ.ବି ଖୁରାନିଆ ପୋଲିସ କମିଶନର ଥିବା ସମୟରେ ଦୁଇଟି ଡିସିପି ସହ ଦୁଇଟି ଭୁବନେଶ୍ବର ସହରାଂଚଳ ଜିଲ୍ଳା ଭୁବନେଶ୍ବର ଉତ୍ତର- ହେବା ପାଇଁ ଚାହୁଁଥିଲେ । ଏପରିକି ସମଧ୍ୟ  ଡିଜିପିଙ୍କ ସହ ଆଲୋଚନା କରିଥିଲେ। ହେଲେ ସେତେବେଳେ ତାହା ସମ୍ଭବ ହୋଇପାରି ନ ଥିଲା। ଏବେ ନିଜେ ପୋଲିସ ଡିଜି ହୋଇଥିବାରୁ ଦୁଇଟି ଡିସିପି କରିବେ କି ନାହିଁ ତାହା ସେ ନିଷ୍ପତ୍ତି ନେବେ ।

୨୦୦୮ରେ କମିଶନରେଟ ପୋଲିସ ପ୍ରତିଷ୍ଠା ହେବା ସମୟରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଜନସଂଖ୍ୟା ଥିଲା ୧୦ଲକ୍ଷ। ବର୍ତ୍ତମାନ ଏହା ୧୬ ଲକ୍ଷ ଟପିଗଲାଣି। ନର୍ଥ ଓ ସାଉଥ୍‌ ଦୁଇଟି ପୋଲିସ ଜିଲା, ଦାୟିତ୍ୱରେ ଦୁଇଜଣ ଡିସିପି ରହିଲେ ଆଇନ କାନୁନ ପରିସ୍ଥିତି ସଂଭାଳିବା ସହଜ ହୋଇପାରେ ।

ଶହୀଦନଗର, ମଞ୍ଚେଶ୍ୱର ଓ ଖଣ୍ଡଗିରି ଆଦି ଥାନାର ପରିସୀମା ଅଧିକ ରହିଛି। ତେଣୁ ଏହିସବୁ ଥାନା ପରିସୀମାକୁ ବଣ୍ଟାଯାଇ ଆଉ କିଛି ନୂଆ ଥାନା କରାଗଲେ ତାହା ମଧ୍ୟ ସୁବିଧା ହେବ । ସେହିଭଳି ବର୍ତ୍ତମାନ ଭୁବନେଶ୍ୱରରେ ୨୪ ଥାନା ରହିଥିବାବେଳେ ୨ଟି ଟ୍ରାଫିକ ଥାନା ରହିଛି। ଏହାସହ ୭ଟି ପୋଲିସ ଜୋନ୍‌ ରହିଛି। ଏସବୁକୁ ଦାୟିତ୍ୱରେ ଜଣେ ଡିସିପି ରହିଥିବାରୁ ଆଇନଶୃଙ୍ଖଳା ସହ ଭିଆଇପି ସୁରକ୍ଷା ଓ ଅପରାଧ ନିୟନ୍ତ୍ରଣ କାଠିକରପାଠ ହେଉଛି।

ଶିକ୍ଷାନୁଷ୍ଠାନ, ମେଡିକାଲ, ବ୍ୟାବସାୟିକ ପ୍ରତିଷ୍ଠାନର ସୁରକ୍ଷା ରକ୍ଷା କରାଯାଉନଥିବା ଅଭିଯୋଗ ହେଉଛି ।  ବିଧାନସଭା ସଭା, ରାଜଭବନ, ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ସମେତ ରାଲି, ଧାରଣା, ଭିଆଇପିଙ୍କ ସୁରକ୍ଷା, ବିଭିନ୍ନ ପ୍ରକାର ଫେଷ୍ଟିଭାଲ ସମୟରେ ଲ’ ଆଣ୍ଡ୍‌ ଅର୍ଡର ସମସ୍ୟା ରହିଛି

Share196Tweet123
M M

M M

ଆଜିର ପାଗ

Bhubaneswar
March 9, 2026, 9:14 AM
 

SSW
Partly cloudy
28°C
3.2 m/s
Apparent: 31°C
Pressure: 1015 mb
Humidity: 64%
Winds: 3.2 m/s SSW
Windgusts: 8.4 m/s
UV-Index: 4.85
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom