• Latest
  • Trending
ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

November 6, 2024
ବିଜେଡି ଗୋଷ୍ଠୀ ସଂଘର୍ଷ: ମନ୍ମଥ ରାଉତରାୟଙ୍କ ମନ୍ତବ୍ୟ ପରେ ବଢ଼ିଲା ଚର୍ଚା

ବିଜେଡି ଗୋଷ୍ଠୀ ସଂଘର୍ଷ: ମନ୍ମଥ ରାଉତରାୟଙ୍କ ମନ୍ତବ୍ୟ ପରେ ବଢ଼ିଲା ଚର୍ଚା

September 10, 2025
ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

September 10, 2025
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

September 9, 2025
ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

September 8, 2025
ଭାରତ ଏସିଆ କପ୍ ହକି ଚାମ୍ପିଆନ୍

ଭାରତ ଏସିଆ କପ୍ ହକି ଚାମ୍ପିଆନ୍

September 8, 2025
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

September 5, 2025

ଅନଲାଇନରେ ଟଙ୍କା ରୋଜଗାର ନିଶା ଛାଡିଗଲା, ଠକାମି ପରେ ଥାନାର ଦ୍ବାରସ୍ଥ ହେଲେ ଲୋକେ

September 5, 2025
ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

September 5, 2025
ଜିଏସଟି ବନାମ ଟାରିଫ

ଜିଏସଟି ବନାମ ଟାରିଫ

September 5, 2025
ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ

ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ

September 5, 2025
  • About
  • Careers
  • Contact Us
Wednesday, September 10, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ

by M M
November 6, 2024
in ଦେଶ ବିଦେଶ, ଶିକ୍ଷା
0
ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମୋଟ ୩,୬୦୦ କୋଟି ଟଙ୍କା ବ୍ୟୟରେ ପିଏମ ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁର ମିଳିଛି । ଉଚ୍ଚ ଶିକ୍ଷା କ୍ଷେତ୍ରରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନିମନ୍ତେ ଏହି ଯୋଜନାକୁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଏ ସମ୍ପର୍କରେ ଟ୍ୱିଟ୍ କରିଛନ୍ତି ଯେ ଭାରତର ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ଏକବିଂଶ ଶତାବ୍ଦୀର ସାର୍ବଜନୀନ ଉଚ୍ଚଶିକ୍ଷା ଉପଲବ୍ଧି କରାଇବା ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି । ୩,୬୦୦ କୋଟି ଟଙ୍କା ବ୍ୟୟରେ ପିଏମ ବିଦ୍ୟାଲକ୍ଷ୍ମୀକୁ ମଞ୍ଜୁର ଦେବା ଦ୍ୱାରା ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷା କ୍ଷେତ୍ରରେ ଥିବା ପ୍ରତିବନ୍ଧକ ଦୂର ହେବ ଏବଂ ଆମ ଯୁବଶକ୍ତି ସେମାନଙ୍କ ସ୍ୱପ୍ନ ପୂରଣ କରିବାରେ ସକ୍ଷମ ହେବେ । ପିଏମ୍ ବିଦ୍ୟାଲକ୍ଷ୍ମୀ ଅଧୀନରେ ବିନା ବନ୍ଧକରେ ଏବଂ ଗ୍ୟାରେଣ୍ଟର ମାଗଣା ଶିକ୍ଷା ଋଣ ; ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷାର ସୁବିଧାକୁ ଅଧିକରୁ ଅଧିକ ଉପଲବ୍ଧ କରାଇବ । ଆର୍ଥିକ ଅଭାବ ଅନଟନ ମଧ୍ୟରେ ଥିବା ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ଗ୍ରହଣ କରିବାରେ କୌଣସି ବାଧା ସୃଷ୍ଟି କରିବ ନାହିଁ । ବାର୍ଷିକ ୮ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପାରିବାରିକ ଆୟ ଥିବା ଛାତ୍ରଛାତ୍ରୀ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶିକ୍ଷା ଋଣ ଉପରେ ୩% ସୁଧ ରିହାତି ପାଇବାକୁ ଯୋଗ୍ୟ ବିବେଚିତ ହେବେ । ୭.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ରାଶି ପାଇଁ ଭାରତ ସରକାର ୭୫% କ୍ରେଡିଟ୍ ଗ୍ୟାରେଣ୍ଟି ପ୍ରଦାନ କରିବେ, ଯାହା ବ୍ୟାଙ୍କଗୁଡ଼ିକୁ ସେମାନଙ୍କ ନେଟଓ୍ୱାର୍କ ବିସ୍ତାର କରିବାରେ ସାହାଯ୍ୟ କରିବ ।

ସ୍ୱଚ୍ଛ, ପାରଦର୍ଶୀ, ବିଦ୍ୟାର୍ଥୀ ସହଯୋଗୀ ଏବଂ ଡିଜିଟାଲ ଆପ୍ଲିକେସନ ପ୍ରକ୍ରିୟା ମାଧ୍ୟମରେ ସମସ୍ତ ବ୍ୟାଙ୍କ୍ ଦ୍ୱାରା ଶିକ୍ଷା ଋଣ ପ୍ରଦାନ କରାଯିବ । ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଂ ଫ୍ରେମଓ୍ୱାର୍କ(ଏନଆଇଆରଏଫ) ଆଧାରରେ ଦେଶର ଶ୍ରେଷ୍ଠ ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଅଧୀନରେ ଶିକ୍ଷା ଋଣ ପ୍ରଦାନ କରାଯିବ, ଯେଉଁଥିରେ ପ୍ରତିବର୍ଷ ୨୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀମାନେ ସାମିଲ ହେବେ । ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଜାତୀୟ ଶିକ୍ଷା ନୀତିର ଏକ ପ୍ରମୁଖ ସୁପାରିସ । ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରାଇବା ଦିଗରେ ଆଉ ଏକ ଠୋସ୍ ପଦକ୍ଷେପ । ପିଏମ ବିଦ୍ୟାଲକ୍ଷ୍ମୀ ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଜେଡି ଗୋଷ୍ଠୀ ସଂଘର୍ଷ: ମନ୍ମଥ ରାଉତରାୟଙ୍କ ମନ୍ତବ୍ୟ ପରେ ବଢ଼ିଲା ଚର୍ଚା

ବିଜେଡି ଗୋଷ୍ଠୀ ସଂଘର୍ଷ: ମନ୍ମଥ ରାଉତରାୟଙ୍କ ମନ୍ତବ୍ୟ ପରେ ବଢ଼ିଲା ଚର୍ଚା

September 10, 2025
ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

September 10, 2025
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

September 9, 2025

Weather

Bhubaneswar
September 10, 2025, 6:44 am
 

SSE
Partly cloudy
33°C
1.4 m/s
Apparent: 41°C
Pressure: 1005 mb
Humidity: 63%
Winds: 1.4 m/s SSE
Windgusts: 6.3 m/s
UV-Index: 8.65
Precip.: 2.5mm /43% / Rain
Sunrise: 5:32 am
Sunset: 5:54 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom