• Latest
  • Trending

ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

Nov-06-2024 07:41 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ

by M M
Nov-06-2024 07:41 PM IST
in ଦେଶ ବିଦେଶ, ଶିକ୍ଷା
0
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମୋଟ ୩,୬୦୦ କୋଟି ଟଙ୍କା ବ୍ୟୟରେ ପିଏମ ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁର ମିଳିଛି । ଉଚ୍ଚ ଶିକ୍ଷା କ୍ଷେତ୍ରରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନିମନ୍ତେ ଏହି ଯୋଜନାକୁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଏ ସମ୍ପର୍କରେ ଟ୍ୱିଟ୍ କରିଛନ୍ତି ଯେ ଭାରତର ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ଏକବିଂଶ ଶତାବ୍ଦୀର ସାର୍ବଜନୀନ ଉଚ୍ଚଶିକ୍ଷା ଉପଲବ୍ଧି କରାଇବା ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି । ୩,୬୦୦ କୋଟି ଟଙ୍କା ବ୍ୟୟରେ ପିଏମ ବିଦ୍ୟାଲକ୍ଷ୍ମୀକୁ ମଞ୍ଜୁର ଦେବା ଦ୍ୱାରା ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷା କ୍ଷେତ୍ରରେ ଥିବା ପ୍ରତିବନ୍ଧକ ଦୂର ହେବ ଏବଂ ଆମ ଯୁବଶକ୍ତି ସେମାନଙ୍କ ସ୍ୱପ୍ନ ପୂରଣ କରିବାରେ ସକ୍ଷମ ହେବେ । ପିଏମ୍ ବିଦ୍ୟାଲକ୍ଷ୍ମୀ ଅଧୀନରେ ବିନା ବନ୍ଧକରେ ଏବଂ ଗ୍ୟାରେଣ୍ଟର ମାଗଣା ଶିକ୍ଷା ଋଣ ; ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷାର ସୁବିଧାକୁ ଅଧିକରୁ ଅଧିକ ଉପଲବ୍ଧ କରାଇବ । ଆର୍ଥିକ ଅଭାବ ଅନଟନ ମଧ୍ୟରେ ଥିବା ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ଗ୍ରହଣ କରିବାରେ କୌଣସି ବାଧା ସୃଷ୍ଟି କରିବ ନାହିଁ । ବାର୍ଷିକ ୮ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପାରିବାରିକ ଆୟ ଥିବା ଛାତ୍ରଛାତ୍ରୀ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶିକ୍ଷା ଋଣ ଉପରେ ୩% ସୁଧ ରିହାତି ପାଇବାକୁ ଯୋଗ୍ୟ ବିବେଚିତ ହେବେ । ୭.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ରାଶି ପାଇଁ ଭାରତ ସରକାର ୭୫% କ୍ରେଡିଟ୍ ଗ୍ୟାରେଣ୍ଟି ପ୍ରଦାନ କରିବେ, ଯାହା ବ୍ୟାଙ୍କଗୁଡ଼ିକୁ ସେମାନଙ୍କ ନେଟଓ୍ୱାର୍କ ବିସ୍ତାର କରିବାରେ ସାହାଯ୍ୟ କରିବ ।

ସ୍ୱଚ୍ଛ, ପାରଦର୍ଶୀ, ବିଦ୍ୟାର୍ଥୀ ସହଯୋଗୀ ଏବଂ ଡିଜିଟାଲ ଆପ୍ଲିକେସନ ପ୍ରକ୍ରିୟା ମାଧ୍ୟମରେ ସମସ୍ତ ବ୍ୟାଙ୍କ୍ ଦ୍ୱାରା ଶିକ୍ଷା ଋଣ ପ୍ରଦାନ କରାଯିବ । ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଂ ଫ୍ରେମଓ୍ୱାର୍କ(ଏନଆଇଆରଏଫ) ଆଧାରରେ ଦେଶର ଶ୍ରେଷ୍ଠ ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଅଧୀନରେ ଶିକ୍ଷା ଋଣ ପ୍ରଦାନ କରାଯିବ, ଯେଉଁଥିରେ ପ୍ରତିବର୍ଷ ୨୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀମାନେ ସାମିଲ ହେବେ । ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଜାତୀୟ ଶିକ୍ଷା ନୀତିର ଏକ ପ୍ରମୁଖ ସୁପାରିସ । ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରାଇବା ଦିଗରେ ଆଉ ଏକ ଠୋସ୍ ପଦକ୍ଷେପ । ପିଏମ ବିଦ୍ୟାଲକ୍ଷ୍ମୀ ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
March 9, 2026, 2:18 AM
 

S
Partly cloudy
25°C
2 m/s
Apparent: 30°C
Pressure: 1012 mb
Humidity: 84%
Winds: 2 m/s S
Windgusts: 9.1 m/s
UV-Index: 0
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom