• Latest
  • Trending
SI ପରୀକ୍ଷା କେଳେଙ୍କାରୀ: ସିଲିକନ ମାଲିକ ସୁରେଶ ନାୟକଙ୍କୁ ଜେରା

SI ପରୀକ୍ଷା କେଳେଙ୍କାରୀ: ସିଲିକନ ମାଲିକ ସୁରେଶ ନାୟକଙ୍କୁ ଜେରା

Oct-03-2025 02:00 PM IST
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

Jan-15-2026 06:21 AM IST
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

Jan-15-2026 06:13 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-15-2026 05:34 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

SI ପରୀକ୍ଷା କେଳେଙ୍କାରୀ: ସିଲିକନ ମାଲିକ ସୁରେଶ ନାୟକଙ୍କୁ ଜେରା

by M M
Oct-03-2025 02:00 PM IST
in ବଡ଼ ଖବର
0
SI ପରୀକ୍ଷା କେଳେଙ୍କାରୀ: ସିଲିକନ ମାଲିକ ସୁରେଶ ନାୟକଙ୍କୁ ଜେରା
491
SHARES
1.4k
VIEWS
Share on FacebookShare on Twitter

SI ପରୀକ୍ଷା କେଳେଙ୍କାରୀ ମାମଲାରେ ଜେରାର ସମ୍ମୁଖୀନ ହୋଇଛନ୍ତି ସିଲିକନ ମାଲିକ ସୁରେଶ ନାୟକ। କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ନାୟକଙ୍କୁ ଜେରା କରାଯାଇଛି। ଅନ୍ୟପକ୍ଷରେ ଶଙ୍କର ପୃଷ୍ଟି, ମୁନା ମହାନ୍ତି ଫେରାର୍‌ ହୋଇଯାଇଥିବା ନେଇ ସୂଚନା ଦେଇଛି କ୍ରାଇମବ୍ରାଞ୍ଚ। ଉଭୟଙ୍କର ମୋବାଇଲ ସୁଇଚ୍‌ ଅଫ୍‌ ଥିବା ସୂଚନା ମିଳିଛି।

ସୂଚନାନୁସାରେ, ଚଳିତ ମାସର ୫ ଓ ୬ ତାରିଖରେ ଓଡ଼ିଶା ପୋଲିସ SIର ଲିଖିତ ପରୀକ୍ଷା ରହିଥିଲା। ଏହି ପରୀକ୍ଷା ପାଇଁ ପରୀକ୍ଷାର୍ଥୀ ପ୍ରଶିକ୍ଷଣ ଦେବା ପାଇଁ ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରୁ ଏକାଠି ହୋଇ ଆନ୍ଧ୍ରପ୍ରଦେଶ ବିଜୟନଗରର ଏକ ଅଜ୍ଞାତ ସ୍ଥାନକୁ ତିନୋଟି ଏସି ବସ ଯୋଗେ ଯାଉଥିଲେ। ସେହି ସମୟରେ ବ୍ରହ୍ମପୁର ଏସପି ଡା ସର୍ବଣା ବିବେକ ଏମ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଥିଲେ । ତିନି ବସକୁ ପିଛା କରି ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳରୁ ଏସପି ବିବେକ ଏକ ସ୍ବତନ୍ତ୍ର ପୋଲିସ ଟିମ ସହ ଅଟକାଇଥିଲେ। ସେମାନଙ୍କୁ ଆମ୍ବପୁଆ ପୋଲିସ ରିଜର୍ଭକୁ ଆଣି ଅଟକ ରଖି ପଚରାଉଚରା କରିବା ବେଳେ ୮ ଜଣ ମହିଳା, ୧୦୬ ଜଣ ଯୁବକ ଓ ତିନି ଜଣ ଦଲାଲ ରହିଥିଲେ। ପ୍ରଥମେ ୧୦ ଲକ୍ଷ ଟଙ୍କା ସେମାନେ ଦେଇଥିଲେ। ଚାକିରି ପାଇବା ପରେ ୧୫ ଲକ୍ଷ ଟଙ୍କା ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ୨୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଡିଲ୍‌ ହୋଇଥିବା ନେଇ ଜଣାପଡିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 11:56 PM
 
NE
Clear sky
16°C
1.4 m/s
Apparent: 16°C
Pressure: 1015 mb
Humidity: 91%
Winds: 1.4 m/s NE
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

January 15, 2026
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

January 15, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 15, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom