• Latest
  • Trending

ଏସ୍‌ଆଇ ପରୀକ୍ଷା ସ୍କାମ୍ : ସିବିଆଇକୁ ମାମଲା ହସ୍ତାନ୍ତର କଲେ ରାଜ୍ୟ ସରକାର

Oct-22-2025 08:01 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ଏସ୍‌ଆଇ ପରୀକ୍ଷା ସ୍କାମ୍ : ସିବିଆଇକୁ ମାମଲା ହସ୍ତାନ୍ତର କଲେ ରାଜ୍ୟ ସରକାର

by M M
Oct-22-2025 08:01 PM IST
in ଅପରାଧ, ବଡ଼ ଖବର, ରାଜ୍ୟ
0
492
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର : ଓଡ଼ିଶାରେ ପୋଲିସ ସବ-ଇନିସପେକ୍ଟର  ପରୀକ୍ଷାକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ମାମଲାକୁ କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସିବିଆଇକୁ ହସ୍ତାନ୍ତର କରିବାକୁ ଘୋଷଣା କରିଛନ୍ତି ।  ବିରୋଧୀ ଦଳମାନେ ପୂର୍ବରୁ ଏହି ମାମଲାକୁ ସିବିଆଇକୁ ହସ୍ତାନ୍ତର କରିବାକୁ ଦାବି କରୁଥିଲେ । ଏବେ ସରକାର ସିବିଆଇକୁ ତଦନ୍ତ ଭାର ଦେଇଛନ୍ତି ।

ପୂର୍ବରୁ ଓଡ଼ିଶା ପୋଲିସ୍ ରିକ୍ରୁଟମେଣ୍ଟ୍ ବୋର୍ଡ (ଓପିଆର୍ବି) ପରୀକ୍ଷାକୁ ରଦ୍ଦ କରିଛି। ଏହି ମାମଲାକୁ ନେଇ ୩୦ ସେପ୍ଟେମ୍ବରରେ କ୍ରାଇମ୍ ବ୍ରାଞ୍ଚ୍ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତରେ ଏକ ଆନ୍ତର୍ଜାତୀୟ ଆପରାଧୀ ସିଣ୍ଡିକେଟର ସମ୍ପୃକ୍ତି ରହିଥିବା ଜଣାପଡିଛି ।  ଏହି ସିଣ୍ଡିକେଟ୍ ପ୍ରଶ୍ନପତ୍ର ଲିକ୍ କରି ପ୍ରାର୍ଥୀମାନଙ୍କୁ ଚାକିରି ଦେଉଥିବା ଜଣାପଡିଛି ।

୫ ଅକ୍ଟୋବରରେ ସିଣ୍ଡିକେଟର  ସଦସ୍ୟ ବିଶ୍ୱରଞ୍ଜନ ବେହେରାଙ୍କୁ ପୋଲିସ ଧରିଥିଲା । ଯିଏ ପ୍ରାର୍ଥୀମାନଙ୍କରୁ ଅର୍ଜିନାଲ୍ ସାର୍ଟିଫିକେଟ୍ ଏବଂ ଖାଲି ଚେକ୍ ନେଇ ପ୍ରଶ୍ନପତ୍ର ପ୍ରଦାନ କରୁଥିଲା। ପୋଲିସ  ୧୧୮ ଜଣଙ୍କୁ ଧରିଛି ।  ଯାହାଙ୍କ ମଧ୍ୟରୁ ୧୧୪ ଜଣ ପ୍ରାର୍ଥୀ। ଏହି କାଣ୍ଡରେ ଓପିଆରବି ଦ୍ୱାରା ଆଉଟସୋର୍ସିଂର ମୁଖା ଖୋଲିଛି ।

ପରୀକ୍ଷା ପାଇଁ  କେନ୍ଦ୍ରୀୟ ପିଏସୟୁ ଆଇଟିଆଇ ଲିମିଟେଡ୍‌କୁ ଟେଣ୍ଡର୍ ଦେଇଥିଲା । ଏହି ସଂସ୍ଥା  ସିଲିକନ୍ ଟେକଲାବ୍‌କୁ ସବ୍-କଣ୍ଟ୍ରାକ୍ଟ୍ ଦେଇଥିଲା । ଏହି ସଂସ୍ଥା ପାଞ୍ଚସଫ୍ଟ୍ ପ୍ରାଇଭେଟ୍ ଲିମିଟେଡ୍‌କୁ ଆହୁରି ସବ୍-କଣ୍ଟ୍ରାକ୍ଟ ଦେଇଥିଲା। ଯାହାକୁ ନେଇ ଚାରିଆଡ଼ୁ ପ୍ରଶ୍ନ ଉଠୁଛି ।  ପଞ୍ଚସଫ୍ଟ୍‌ର ଡାଇରେକ୍ଟର ଶଙ୍କର ପ୍ରୁଷ୍ଟି ଲୁଚିଛନ୍ତି । ତାଙ୍କୁ ଜାମିନ ମିଳୁନାହିଁ । ତାଙ୍କର ସହଯୋଗୀ ମୁନ୍ନା ମହାନ୍ତି ଗିରଫ ହୋଇଛନ୍ତି ।

ତେବେ ସରକାରଙ୍କ ସିବିଆଇକୁ ହସ୍ତାନ୍ତର ଘୋଷଣା ପରେ ଏବେ ତଦନ୍ତ ପରିସର ବଢ଼ିବ । କେଉଁମାନେ ଏହି ସ୍କାମରେ ଜଡ଼ିତ ସେମାନଙ୍କୁ ସିବିଆଇ ଗିରଫ କରିବାର ସମ୍ଭାବନା ରହିଛି ।

 

Share197Tweet123
M M

M M

ଆଜିର ପାଗ

Bhubaneswar
March 9, 2026, 7:57 AM
 

S
Partly cloudy
25°C
1.4 m/s
Apparent: 30°C
Pressure: 1012 mb
Humidity: 84%
Winds: 1.4 m/s S
Windgusts: 8.4 m/s
UV-Index: 0
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom