• Latest
  • Trending
ମଦ ବେପାରୀଠୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ

ମଦ ବେପାରୀଠୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ

Oct-21-2024 07:32 PM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-25-2025 09:36 AM IST
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

Dec-25-2025 09:20 AM IST
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

Dec-24-2025 09:09 AM IST

ଆଜିଠୁ ଆରମ୍ଭ ହେଉଛି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ,ମଥୁରା ନଗରୀ ସାଜିଛି ବରଗଡ଼

Dec-24-2025 08:57 AM IST
ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

ଆଦିବାସୀଙ୍କ ଜମିପଟ୍ଟା ଓଡ଼ିଆ ଓ ଇଂରାଜୀରେ ଲେଖାଯିବ : ମୁଖ୍ୟମନ୍ତ୍ରୀ

Dec-24-2025 08:43 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-24-2025 08:33 AM IST
ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ମିଳିବ ଟଙ୍କା, ବୃହତ ଜମାକାରୀ ଚିନ୍ତାରେ

Dec-23-2025 03:30 PM IST

ଗ୍ୟାସ୍ ଚାମ୍ବର ପାଲଟିଛି ଦିଲ୍ଲୀ, ବିପଦ ସଙ୍କେତ ଦେଉଛି ଭୁବନେଶ୍ୱର

Dec-23-2025 02:10 PM IST
ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ ଭିସା ସେଣ୍ଟର ବନ୍ଦ କଲା ବାଂଲାଦେଶ

Dec-23-2025 09:22 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟ

କ’ଣ କହୁଛି ଆପଣଙ୍କ ଭାଗ୍ୟ

Dec-23-2025 09:04 AM IST
  • About
  • Careers
  • Contact Us
Thursday, December 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ମଦ ବେପାରୀଠୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ

by M M
Oct-21-2024 07:32 PM IST
in ଅପରାଧ, ରାଜ୍ୟ
0
ମଦ ବେପାରୀଠୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ
491
SHARES
1.4k
VIEWS
Share on FacebookShare on Twitter

ମଦ ବେପାରୀଠୁ ଲାଞ୍ଚ ନେଇ ଧରାପଡ଼ିଲେ ଖଣ୍ଡପଡ଼ା ଥାନା ଏସଆଇ ଏସ୍‌କେ ରେହମାନ ।ନୟାଗଡ଼ ଏବଂ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ହାତରେ ଧରାପଡିଲେ ଏସଆଇ ବାବୁ |ଖଣ୍ଡପଡ଼ା ଥାନା ଖଳିସାହି ଗ୍ରାମର ଚୋରା ଦେଶୀ ମଦ ବ୍ୟବସାୟୀ ସୁଦର୍ଶନ ସାହୁଙ୍କ ପୂର୍ବ କେସର ସମାଧାନ ପାଇଁ ଖଣ୍ଡପଡ଼ା ଥାନା ଏସଆଇ ଏସକେ ରେହମାନ ୩ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ସକାଳୁ ଏସଆଇ ଏସ୍‌କେ ରେହମାନ ଖଳିସାହିରେ ରହୁଥିବା ଭଡ଼ାଘରେ ଚୋରା ଦେଶୀ ମଦ ବ୍ୟବସାୟୀ ସୁଦର୍ଶନ ସାହୁଙ୍କ ନିକଟରୁ ଲାଞ୍ଚ ଟଙ୍କା ନେବା ସମୟରେ ଭିଜିଲାନ୍ସ ଚଢ଼ଉ କରିଥିଲା।  ଏସ୍‌କେ ରେହମାନଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଅଧିକ ତଦନ୍ତ କରାଯାଉଥିବା ସୂଚନା ମିଳିଛି।

Tags: newsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 25, 2025, 4:22 PM
 

NE
Mainly clear
25°C
0.7 m/s
Apparent: 26°C
Pressure: 1013 mb
Humidity: 54%
Winds: 0.7 m/s NE
Windgusts: 7.1 m/s
UV-Index: 1.15
Precip.: 0mm /0% / Rain
Sunrise: 6:19 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

December 25, 2025
ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

ଲଣ୍ଡନରେ ଓଡ଼ିଆ ପ୍ରବାସୀ ଶ୍ୱେତା ମହାନ୍ତି ଓ ପାର୍ଥସାରଥୀ ପଣ୍ଡାଙ୍କ ପ୍ରୟାସ: ଆୟୋଜିତ ହେଲା ‘ମୋଦୀ ୩.୦’ କଳା ପ୍ରଦର୍ଶନୀ

December 25, 2025
ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଆଜି ମଧ୍ୟରାତ୍ରିରେ ଧରାବତରଣ କରିବେ ପ୍ରଭୁ ଯୀଶୁଖ୍ରୀଷ୍ଟ

December 24, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom