• Latest
  • Trending
ଭାରତୀୟ ମହିଳା କ୍ରିକେଟ୍ ଦଳର ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ସ୍ମୃତି ମନ୍ଧାନାଙ୍କ ବାହାଘର କାହିଁକି ଅଟକିଲା ?

ଭାରତୀୟ ମହିଳା କ୍ରିକେଟ୍ ଦଳର ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ସ୍ମୃତି ମନ୍ଧାନାଙ୍କ ବାହାଘର କାହିଁକି ଅଟକିଲା ?

Nov-26-2025 10:53 AM IST
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

Dec-16-2025 04:28 AM IST
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

Dec-16-2025 04:15 AM IST

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Dec-16-2025 04:09 AM IST
ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନିତିନ ନବୀନଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

Dec-16-2025 04:05 AM IST

କ’ଣ ରହିଛି ଆଜିର ରାଶିଫଳ

Dec-16-2025 04:02 AM IST
ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

Dec-15-2025 09:25 AM IST
ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

ବର୍ଦ୍ଧିତ ଦରମା ନେଇ ନବୀନଙ୍କ ବୟାନ ଏକ  ‘ରାଜନୈତିକ ଡ୍ରାମା’ !

Dec-15-2025 07:08 AM IST
ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

ରାମଲୀଳା ମଇଦାନରେ ଭୋଟ ଚୋରି ରାଲି: କଂଗ୍ରେସକୁ ବିଜେପିର କଡ଼ା ଜବାବ

Dec-15-2025 06:58 AM IST
କଣ ରହିଛି ଆଜିର ରାଶିଫଳ

କଣ ରହିଛି ଆଜିର ରାଶିଫଳ

Dec-15-2025 06:24 AM IST
ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

ଦକ୍ଷିଣ ଆଫ୍ରିକାକୁ ୭ ୱିକେଟରେ ହରାଇଲା ଭାରତ

Dec-15-2025 06:15 AM IST
  • About
  • Careers
  • Contact Us
Tuesday, December 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home Uncategorized

ଭାରତୀୟ ମହିଳା କ୍ରିକେଟ୍ ଦଳର ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ସ୍ମୃତି ମନ୍ଧାନାଙ୍କ ବାହାଘର କାହିଁକି ଅଟକିଲା ?

by M M
Nov-26-2025 10:53 AM IST
in Uncategorized
0
ଭାରତୀୟ ମହିଳା କ୍ରିକେଟ୍ ଦଳର ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ସ୍ମୃତି ମନ୍ଧାନାଙ୍କ ବାହାଘର କାହିଁକି ଅଟକିଲା ?
491
SHARES
1.4k
VIEWS
Share on FacebookShare on Twitter

ମହିଳା ଷ୍ଟାର ବ୍ୟାଟସମ୍ୟାନ୍ ସ୍ମୃତିଙ୍କ ସହ ଚଳଚ୍ଚିତ୍ର ନିର୍ମାତା ତଥା ସଂଗୀତକାର ପଳାଶ ମୁଛଲଙ୍କ ବିବାହ ବର୍ତ୍ତମାନ ବିବାଦର ରୂପ ନେଇଛି। ନଭେମ୍ବର ୨୩ ତାରିଖରେ ସାଙ୍ଗଲିରେ ହେବାକୁ ଥିବା ଏହି ବିବାହ କାର୍ଯ୍ୟକ୍ରମ ପରିବାର ପକ୍ଷରୁ ସ୍ଥଗିତ ରଖାଯାଇଥିବା ବେଳେ ବର୍ତ୍ତମାନ ଏହାକୁ ନେଇ ଜାତୀୟ ଗଣମାଧ୍ୟମରେ ଏକ ନୂଆ ଖବର ପ୍ରକାଶ ପାଇଛି। ପ୍ରଥମେ ଜଣାପଡ଼ିଥିଲା ଯେ ବିବାହ ସ୍ଥଗିତ ରହିବାର ମୁଖ୍ୟ କାରଣ ହେଉଛି ସ୍ମୃତିଙ୍କ ପିତା ଶ୍ରୀନିବାସ ମନ୍ଧାନାଙ୍କ ସ୍ୱାସ୍ଥ୍ୟାବସ୍ଥା।  ଜାତୀୟ ଗଣମାଧ୍ୟମରେ ସୂଚନା ଦିଆଯାଇଥିଲା ଯେ ଶ୍ରୀନିବାସ ମନ୍ଧାନାଙ୍କ ଶରୀରରେ ହୃଦଘାତର ଲକ୍ଷଣ ଦେଖାଦେବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲ୍ ନିଆଯାଇଥିଲା। ପରେ ପଳାଶଙ୍କ ଦେହ ମଧ୍ୟ ଖରାପ ହେବାରୁ ତାଙ୍କୁ ମଧ୍ୟ ମେଡିକାଲ୍ ନିଆଯାଇଥିଲା। ଏହି କାରଣରୁ ବିବାହ ସ୍ଥଗିତ ରହିଥିଲା। ବିବାହ ବାତିଲ ହେବାର ଘୋଷଣା ପରେ ସୋସିଆଲ୍ ମିଡିଆରେ ଏକ ନୂତନ ବିବାଦ ଦେଖାଦେଇଛି।  ଗଣମାଧ୍ୟମ ରିପୋର୍ଟ ଅନୁସାରେ, ପଳାଶ ମୁଛଲଙ୍କ ବିରୋଧରେ ଜଣେ ଯୁବତୀଙ୍କ ସହ ପ୍ରତାରଣା ଅଭିଯୋଗ ରହିଛି । ମଙ୍ଗଳବାର ଦିନ ଇଣ୍ଟରନେଟରେ ଜଣେ ଯୁବତୀ ଏବଂ ପଳାଶଙ୍କ ମଧ୍ୟରେ ହୋଇଥିବା ବ୍ୟକ୍ତିଗତ ଚାଟ୍‌ର ସ୍କ୍ରିନସଟ୍ ଘୁରି ବୁଲିଛି। ଏହି ସ୍କ୍ରିନସଟ୍‌ଗୁଡ଼ିକୁ ପ୍ରଥମେ ମ୍ୟାରୀ ଡି’କୋଷ୍ଟା ନାମକ ଜଣେ ଇନଷ୍ଟାଗ୍ରାମ ୟୁଜର ସେୟାର କରିଥିଲେ ଏବଂ ପରେ ଏହା ରେଡିଟ୍‌ରେ ଭାଇରାଲ୍ ହୋଇଥିଲା। ଯଦିଓ ଏହି ପୋଷ୍ଟ କରିଥିବା ଆକାଉଣ୍ଟ୍‌ ଏବେ ନିଷ୍କ୍ରିୟ ହୋଇଯାଇଛି। ଏହି ସ୍କ୍ରିନସଟ୍‌ଗୁଡ଼ିକ ଭାଇରାଲ୍ ହେବା ପରେ ଏବେ ଉଭୟଙ୍କ ବିବାହ ସ୍ଥଗିତ ରହିବା ପଛର ଅସଲି କାରଣ କ’ଣ, ତାହା ନେଇ ସ୍ମୃତି ମନ୍ଧାନାଙ୍କ ପ୍ରଶଂସକଙ୍କ ମଧ୍ୟରେ ଅନେକ ପ୍ରଶ୍ନ ଓ ଚର୍ଚ୍ଚା ସୃଷ୍ଟି ହୋଇଛି। ଏହି ଘଟଣା ବର୍ତ୍ତମାନ ଏକ ଗୁରୁତର ମୋଡ଼ ନେବାର ସମ୍ଭାବନା ରହିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
December 16, 2025, 8:38 AM
 
NNW
Fog
19°C
0.5 m/s
Apparent: 18°C
Pressure: 1016 mb
Humidity: 83%
Winds: 0.5 m/s NNW
Windgusts: 3.3 m/s
UV-Index: 0
Precip.: 0mm /0% / Rain
Sunrise: 6:14 AM
Sunset: 5:09 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

ନୀତିନ ନବୀନ ଭବିଷ୍ୟତ ଅଧ୍ୟକ୍ଷ ହେବା ନିଶ୍ଚିତ!

December 16, 2025
OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

OTET ପରୀକ୍ଷା ସମୟରେ ପରିବର୍ତ୍ତନ, ୩୦ ମିନିଟ୍ ଘୁଞ୍ଚିଲା ପେପର-୨ ସମୟ

December 16, 2025

ନୂଆଦିଲ୍ଲୀରେ ବିଜେପି କାର୍ଯ୍ୟକାରୀ ସଭାପତି ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

December 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom