• Latest
  • Trending

26 ବର୍ଷ ପରେ ମା କୋଳକୁ ଫେରିଲା ପୁଅ

Oct-28-2024 01:58 PM IST
ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

May-08-2026 12:14 PM IST
ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

May-08-2026 10:35 AM IST
ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

May-08-2026 10:11 AM IST
ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

May-08-2026 09:26 AM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

May-07-2026 02:56 PM IST
  • About
  • Careers
  • Contact Us
Friday, May 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

26 ବର୍ଷ ପରେ ମା କୋଳକୁ ଫେରିଲା ପୁଅ

by M M
Oct-28-2024 01:58 PM IST
in ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ମା କୋଳକୁ ଫେରିଲା ହଜିଲା ପୁଅ। 26 ବର୍ଷ ଧରି ହଜିଲା ପୁଅ ଖୋଜି ଖୋଜି ମା ସୀତା ବେହେରା ଆଖିରେ ଲୁହ ନଥିଲା । ତେବେ କିଛି ଲୋକ ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ବକ୍ଳ ପଶ୍ଚିମବାଡ ରାସ୍ତାରେ ଯାଉଥିବା ସମୟରେ ରବିନ୍ଦ୍ର ବେହରାକୁ ଦେଖିଥିଲେ । ପରେ ରବିନ୍ଦ୍ର ପାଗଳ  ଅବସ୍ଥାରେ ଥିବା ଜଣାପଡିଥିଲା । ପରିବାର ଲୋକଙ୍କ ଖବର ଦେବା ପରେ ସେମାନେ ଆସି ଚିହ୍ନଟ କରିଥିଲେ ।

ରବିନ୍ଦ୍ର ବେହେରା ଘର ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ କୋଟସାଇ ଗ୍ରାମରେ  । ତେବେ କୈାଣସି କାରଣରୁ ସେ ଘରୁ ପଳାଇ ଯାଇଥିଲେ ।  ତେବେ ଖବର ପାଇ ପ୍ରଥମରୁ ଅବିସ୍ୱାସ କରୁଥିବା ପରିବାର ଲୋକଙ୍କୁ ରବିନ୍ଦ୍ର ବେହେରା ଫଟୋ ଦେଖିବା ସହିତ ଅନେକ ଆଲୋଚନା କରିବା ପରେ ପୁଅକୁ ଚିହ୍ନିପାରିଲେ। ପରେ ରବିନ୍ଦ୍ର ବେହେରା  , ଭେଣେଇ, ଭାଇ ପଶ୍ଚିମ ବାଡ ଆସି ପହଁଚିଥିଲେ । ରବିନ୍ଦ୍ର ବେହେରା ସହିତ ଭେଟ ହେବା ସହିତ ରବିନ୍ଦ୍ର ବେହେରା ଅବସ୍ଥା ଦେଖି ତାର ଭଉଣୀ ଆଖିରୁ ମଧ୍ୟ ଲୋହ ଝରିପଡିଥିଲା । ଉତ୍ସର୍ଗର ସଦସ୍ୟମାନଙ୍କ ସହାୟତାରେ ରବିନ୍ଦ୍ର ବେହେରା ଚୁଟି ଓ ଦାଢ଼ି କଟାଯିବା ସହ ଗାଧୋଇ ନୂଆ ଡ୍ରେସ ପିନ୍ଧାଯାଇଥିଲା । ଏସବୁ ହେବାପରେ ତାକୁ ଘରକୁ କିପରି ସୁରକ୍ଷିତ ଭାବେ ଫେରାଇ ନିଆଯିବ ସେନେଇ ସମସ୍ୟା ଦେଖାଦେଇଥିଲା ।
26 ବର୍ଷ ପରେ ହେଲେବି ପରିବାର ଲୋକେ ହଜିଯାଇଥିବା ପୁଅକୁ ଫେରିପାଇଥିବାରୁ ଗ୍ରାମ ବାସି ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । 26 ବର୍ଷ ହୋଇଯିବ ପୁଅକୁ ଖୋଜି ଖୋଜି ବାୟାଣୀ ହୋଇଗଲାଣି ମା ।  ଥାନାରେ ଏତଲା ଦିଆ ଯାଇଥିଲେ ବି ଆଜି ପର୍ଯ୍ୟନ୍ତ ସୁଫଳ ମିଳିପାରିନଥିଲା । ଜନପ୍ରତିନିଧିଙ୍କ ବାସଭବନ ଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରକୁ ଦୌଡି ଦୌଡି ଥକି ପଡିଥିଲା ମା’ ।
ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ବାତ୍ୟା ଦାନା ଛାଡ଼ି ଗଲା ପରେ ପୁଅକୁ ଫେରିପାଇବା ପରେ ପରେ ଆତ୍ମ ବିଭୋର ହୋଇପଡ଼ିଛନ୍ତି ବାଲେଶ୍ଵର ଜିଲା ବସ୍ତା ଥାନା ଅଞ୍ଚଳର ମା  ।

Share196Tweet123
M M

M M

ଆଜିର ପାଗ

Bhubaneswar
May 8, 2026, 2:49 PM
 
S
Light drizzle
35°C
2.3 m/s
Apparent: 32°C
Pressure: 1010 mb
Humidity: 96%
Winds: 2.3 m/s S
Windgusts: 10 m/s
UV-Index: 0
Precip.: 0mm /17% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom