• Latest
  • Trending
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

Oct-14-2025 02:46 PM IST
odisha.newsroom.in

କାମ କଲାନି ଇଂଜିନ, ଦିଲ୍ଲୀ ଏୟାରପୋର୍ଟରେ ଇଣ୍ଡିଗୋର ଜରୁରୀ ଅବତରଣ

Mar-28-2026 12:34 PM IST
odisha.newsroom.in

ସମଦୂରତା ଫର୍ମୁଲାକୁ ବାଏ..ବାଏ, କମୁଛି କଂଗ୍ରେସ-ବିଜେଡି ଦୂରତା

Mar-28-2026 12:13 PM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-28-2026 12:06 PM IST
odisha.newsroom.in

ଗ୍ୟାସ ମିଳୁନି, ଗାଁକୁ ଫେରୁଥିବା ଶହ ଶହ ଓଡ଼ିଆ ଶ୍ରମିକ କରିବେ କଣ ?

Mar-28-2026 11:34 AM IST
odisha.newsroom.in

ଯୁଦ୍ଧର ଭୟ ଭିତରେ ଭାରତକୁ କାହିଁକି ଧନ୍ୟବାଦ ଜଣାଇଲା ଇରାନ ?

Mar-28-2026 11:07 AM IST
odisha.newsroom.in

ସାଙ୍ଘାତିକ ଝଟକା…ଟ୍ରମ୍ପଙ୍କ ଯୁଦ୍ଧ ନୀତିକୁ ପାଗଳାମି କହିଲା ୟୁଏସ ସିନେଟ

Mar-27-2026 06:25 PM IST
odisha.newsroom.in

ଲିଭ୍-ଇନ୍ ରିଲେସନ ଉପରେ ହାଇକୋର୍ଟ ଦେଲେ ବଡ଼ ରାୟ, କହିଲେ…

Mar-27-2026 04:41 PM IST
odisha.newsroom.in

ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ଭୟଙ୍କର ସର୍ତ୍ତ

Mar-27-2026 03:57 PM IST
odisha.newsroom.in

ସାମ୍ନାକୁ ଆସିଲା ଖାମନେଇଙ୍କ ମୃତ୍ୟୁର କିଛି ସମୟ ପୂର୍ବର ଫଟୋ

Mar-27-2026 02:34 PM IST
odisha.newsroom.in

ଏମିତି କରନ୍ତୁ ଶୋଇବା ଘର ଡିଜାଇନ…ନିଶ୍ଚୟ ଆସିବ ସୁଖନିଦ୍ରା

Mar-27-2026 01:07 PM IST
  • About
  • Careers
  • Contact Us
Saturday, March 28, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ସରକାର

by M M
Oct-14-2025 02:46 PM IST
in ରାଜ୍ୟ
0
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର
491
SHARES
1.4k
VIEWS
Share on FacebookShare on Twitter

ବିଜେଡି ସରକାର ସମୟରେ ମହିଳାଙ୍କୁ ସ୍କୁଟି ଦିଆଯାଇଥିଲା । ଏବେ କିନ୍ତୁ ବିଜେପି ସରକାର ମହିଳାଙ୍କୁ କାର ଦେବେ । ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଖୁବଶୀଘ୍ର ଆରମ୍ଭ ହେବ ‘ଆମ ସୁବାହକ’ ଯୋଜନା ।  ଏହି ଯୋଜନାରେ ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ସରକାର । ଯାହା ଫଳରେ ମହିଳା କାର କିଣି ଚଲାଇବେ, ନିଜର ରୋଜଗାର ବଢ଼ାଇବେ ।  ୪ ବର୍ଷରେ ୧୧୦୦ ମହିଳାଙ୍କୁ ଋଣ ଦେବେ ସରକାର । ସେମାନେ ଏହି ଋଣରେ କାର କିଣିବେ । ପରେ ବ୍ୟାଙ୍କକୁ ଋଣ ସୁଝିବେ ।  ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ ଦିଆଯିବ କାର୍‌ । ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦ ଜଣଙ୍କୁ ଦିଆଯିବ କାର୍‌ । ଚତୁର୍ଥ ବର୍ଷରେ ୩୫୦ ମହିଳାଙ୍କୁ ଦିଆଯିବ ଗାଡ଼ି । ଇଭି ଗାଡ଼ି କିଣିଲେ ଅଧିକ ୨ ଲକ୍ଷ ଟଙ୍କା ମିଳିବ ପ୍ରୋତ୍ସାହନ ରାଶି । ୨୧ରୁ ୪୦ ବର୍ଷର ମହିଳାଙ୍କୁ ଋଣ ମିଳିବ  ।

ସୂଚନା ଅନୁସାରେ ସୁଭଦ୍ରା ହିତାଧିକାରୀ, ମହିଳା ଏସ୍‌ଏଚ୍‌ଜିଙ୍କୁ ସରକାର ଅଗ୍ରାଧିକାର ଦେବେ ।  ସେହିଭଳି ଏସଆରଟିସି, କ୍ରୁଟ୍ ଡ୍ରାଇଭରଙ୍କୁ ଦିଆଯିବ ଅଗ୍ରାଧିକାର । ଗାଡ଼ି ନେବାବେଳେ ୧ଲକ୍ଷ ଟଙ୍କା ଦେବ ବାଣିଜ୍ୟ ଓ ପରିବହନ ବିଭାଗ । ବାକି ୯ ଲକ୍ଷ ଟଙ୍କା ବ୍ୟାଙ୍କରୁ ଋଣ ଆକାରରେ ମିଳିବ । ଗାଡ଼ି କିଣିବାର ୩ ମାସ ପରେ ଆରମ୍ଭ ହେବ ଋଣ ପରିଶୋଧ ପ୍ରକ୍ରିୟା  । ସୁଧ ବାଣିଜ୍ୟ ଓ ପରିବହନ ବିଭାଗ ସୁଝିବ । ଗାଡ଼ି ଚାଳକଙ୍କ ବୀମା ବାବଦରେ ୧ ହଜାର ଟଙ୍କା ଦେବେ ସରକାର । ଗାଡ଼ି କିଣିବା ବାବଦରେ ଖର୍ଚ୍ଚ ହେବ ୧୧୦ କୋଟି । ଯୋଜନା ଠିକ୍ ଭାବେ କାର୍ଯ୍ୟକାରୀ ହେବା ପାଇଁ ଗଠନ ହେବ ଷ୍ଟିୟରିଂ କମିଟି । ପରିବହନ ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଗଠନ ହେବ ଷ୍ଟିୟରିଂ କମିଟି । ପ୍ରତି ୩ ମାସରେ ଥରେ ମହିଳାଙ୍କ ଆୟର ହିସାବ କରିବେ ସରକାର । ଏବେ ସୁଦ୍ଧା ୬୨୧୬ ମହିଳା ଡ୍ରାଇଭିଂ ଟ୍ରେନିଂ ନେଇଛନ୍ତି । ସେମାନଙ୍କୁ ପ୍ରଥମେ ଅଗ୍ରାଧିକାର ଦିଆଯିବ ।

Share196Tweet123
M M

M M

ଆଜିର ପାଗ

Bhubaneswar
March 28, 2026, 2:18 PM
 

S
Partly cloudy
35°C
3.5 m/s
Apparent: 31°C
Pressure: 1007 mb
Humidity: 87%
Winds: 3.5 m/s S
Windgusts: 10.2 m/s
UV-Index: 0
Precip.: 0mm /48% / Rain
Sunrise: 5:43 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom