• Latest
  • Trending
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

Oct-14-2025 02:46 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ସରକାର

by M M
Oct-14-2025 02:46 PM IST
in ରାଜ୍ୟ
0
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର
562
SHARES
1.6k
VIEWS
Share on FacebookShare on Twitter

ବିଜେଡି ସରକାର ସମୟରେ ମହିଳାଙ୍କୁ ସ୍କୁଟି ଦିଆଯାଇଥିଲା । ଏବେ କିନ୍ତୁ ବିଜେପି ସରକାର ମହିଳାଙ୍କୁ କାର ଦେବେ । ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଖୁବଶୀଘ୍ର ଆରମ୍ଭ ହେବ ‘ଆମ ସୁବାହକ’ ଯୋଜନା ।  ଏହି ଯୋଜନାରେ ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ସରକାର । ଯାହା ଫଳରେ ମହିଳା କାର କିଣି ଚଲାଇବେ, ନିଜର ରୋଜଗାର ବଢ଼ାଇବେ ।  ୪ ବର୍ଷରେ ୧୧୦୦ ମହିଳାଙ୍କୁ ଋଣ ଦେବେ ସରକାର । ସେମାନେ ଏହି ଋଣରେ କାର କିଣିବେ । ପରେ ବ୍ୟାଙ୍କକୁ ଋଣ ସୁଝିବେ ।  ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ ଦିଆଯିବ କାର୍‌ । ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ ୩୦୦ ଜଣଙ୍କୁ ଦିଆଯିବ କାର୍‌ । ଚତୁର୍ଥ ବର୍ଷରେ ୩୫୦ ମହିଳାଙ୍କୁ ଦିଆଯିବ ଗାଡ଼ି । ଇଭି ଗାଡ଼ି କିଣିଲେ ଅଧିକ ୨ ଲକ୍ଷ ଟଙ୍କା ମିଳିବ ପ୍ରୋତ୍ସାହନ ରାଶି । ୨୧ରୁ ୪୦ ବର୍ଷର ମହିଳାଙ୍କୁ ଋଣ ମିଳିବ  ।

ସୂଚନା ଅନୁସାରେ ସୁଭଦ୍ରା ହିତାଧିକାରୀ, ମହିଳା ଏସ୍‌ଏଚ୍‌ଜିଙ୍କୁ ସରକାର ଅଗ୍ରାଧିକାର ଦେବେ ।  ସେହିଭଳି ଏସଆରଟିସି, କ୍ରୁଟ୍ ଡ୍ରାଇଭରଙ୍କୁ ଦିଆଯିବ ଅଗ୍ରାଧିକାର । ଗାଡ଼ି ନେବାବେଳେ ୧ଲକ୍ଷ ଟଙ୍କା ଦେବ ବାଣିଜ୍ୟ ଓ ପରିବହନ ବିଭାଗ । ବାକି ୯ ଲକ୍ଷ ଟଙ୍କା ବ୍ୟାଙ୍କରୁ ଋଣ ଆକାରରେ ମିଳିବ । ଗାଡ଼ି କିଣିବାର ୩ ମାସ ପରେ ଆରମ୍ଭ ହେବ ଋଣ ପରିଶୋଧ ପ୍ରକ୍ରିୟା  । ସୁଧ ବାଣିଜ୍ୟ ଓ ପରିବହନ ବିଭାଗ ସୁଝିବ । ଗାଡ଼ି ଚାଳକଙ୍କ ବୀମା ବାବଦରେ ୧ ହଜାର ଟଙ୍କା ଦେବେ ସରକାର । ଗାଡ଼ି କିଣିବା ବାବଦରେ ଖର୍ଚ୍ଚ ହେବ ୧୧୦ କୋଟି । ଯୋଜନା ଠିକ୍ ଭାବେ କାର୍ଯ୍ୟକାରୀ ହେବା ପାଇଁ ଗଠନ ହେବ ଷ୍ଟିୟରିଂ କମିଟି । ପରିବହନ ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଗଠନ ହେବ ଷ୍ଟିୟରିଂ କମିଟି । ପ୍ରତି ୩ ମାସରେ ଥରେ ମହିଳାଙ୍କ ଆୟର ହିସାବ କରିବେ ସରକାର । ଏବେ ସୁଦ୍ଧା ୬୨୧୬ ମହିଳା ଡ୍ରାଇଭିଂ ଟ୍ରେନିଂ ନେଇଛନ୍ତି । ସେମାନଙ୍କୁ ପ୍ରଥମେ ଅଗ୍ରାଧିକାର ଦିଆଯିବ ।

Share225Tweet141
M M

M M

ଆଜିର ପାଗ

Bhubaneswar
November 18, 2025, 12:31 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom