• Latest
  • Trending
ଖୁବଶୀଘ୍ର ହୋଇପାରେ ଛାତ୍ର ସଂସଦ ନିର୍ବାଚନ

ଖୁବଶୀଘ୍ର ହୋଇପାରେ ଛାତ୍ର ସଂସଦ ନିର୍ବାଚନ

Jul-18-2024 01:23 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Monday, November 17, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଖୁବଶୀଘ୍ର ହୋଇପାରେ ଛାତ୍ର ସଂସଦ ନିର୍ବାଚନ

by M M
Jul-18-2024 01:23 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ଖୁବଶୀଘ୍ର ହୋଇପାରେ ଛାତ୍ର ସଂସଦ ନିର୍ବାଚନ
491
SHARES
1.4k
VIEWS
Share on FacebookShare on Twitter

ଅକ୍ଟୋବରରେ ହୋଇପାରେ ଛାତ୍ର ସଂସଦ ନିର୍ବାଚନ। ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇନଥିଲେ ହେଁ, ରାଜ୍ୟର ୩ଟି ଯାକ ଛାମୁଆ ଛାତ୍ର ସଙ୍ଗଠନ ନିର୍ବାଚନ ପାଇଁ ପାଗ ଭିଡ଼ିଲେଣି। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଇତିମଧ୍ୟରେ କ୍ୟାମ୍ପସରେ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ସେପଟେ ବିଜେଡି ଛାତ୍ର ସଙ୍ଗଠନକୁ ଇତିମଧ୍ୟରେ ଭାଙ୍ଗି ଦିଆଯାଇଛି। ଜୁଲାଇ ଶେଷ କିମ୍ବା ଅଗଷ୍ଟ ଭିତରେ ସଙ୍ଗଠନ ନୂଆ ନେତୃତ୍ବରେ ମଇଦାନକୁ ଓହ୍ଲାଇପାରେ। ଛାତ୍ର କଂଗ୍ରେସରେ ସେଭଳି କୌଣସି ପରିବର୍ତ୍ତନ ହୋଇ ନାହିଁ। ମାତ୍ର ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରୁଛି ଛାତ୍ର କଂଗ୍ରେସ।ଓଡ଼ିଶାରେ ନୂଆ ସରକାର ଗଠନ ପରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ଅଧିକ ସକ୍ରିୟ ହୋଇପଡ଼ିଛି। ପ୍ରତି ଶିକ୍ଷାବର୍ଷ ପରି ଏଥର ମଧ୍ୟ ସଦସ୍ୟତା ଅଭିଯାନ ଆରମ୍ଭ କରି ଓଡ଼ିଶାର ୨ଲକ୍ଷ ୫୦ହଜାର ଛାତ୍ରଛାତ୍ରୀଙ୍କୁ ସଙ୍ଗଠନ ସହ ଯୋଡ଼ିବାକୁ ଲକ୍ଷ୍ୟ ନେଇଛି। ପ୍ରତି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ନୂତନ ବିଦ୍ୟାର୍ଥୀଙ୍କ ପାଖରେ ଏବିଭିପି ପହଞ୍ଚି ସଦସ୍ୟତା ଆରମ୍ଭ କରିସାରିଲାଣି। ଆସନ୍ତା ୧୮ତାରିଖରୁ ଅଗଷ୍ଟ୧୦ ପର୍ଯ୍ୟନ୍ତ ଏହି ଅଭିଯାନ ଜାରି ରହିବ। ୬ ବର୍ଷ ହେଲା ଛାତ୍ର ସଂସଦ ନିର୍ବାଚନ ବନ୍ଦ ଥିବାରୁ କ୍ୟାମ୍ପସରେ ଅନେକ ସମସ୍ୟା ରହିଛି।

 

Share196Tweet123
M M

M M

ଆଜିର ପାଗ

Bhubaneswar
November 17, 2025, 12:56 PM
 

NNE
Clear sky
27°C
3 m/s
Apparent: 16°C
Pressure: 1016 mb
Humidity: 80%
Winds: 3 m/s NNE
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom