• Latest
  • Trending

ମଦନ ମୋହନ ସାହୁ ମହୋଦୟଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

Sep-09-2024 08:01 AM IST
ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

Nov-03-2025 03:11 PM IST
ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

Nov-03-2025 11:05 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Nov-03-2025 10:35 AM IST
ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତିଲା

ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତିଲା

Nov-03-2025 10:26 AM IST
୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

୩ୟ ଟି-୨୦ରେ ଭାରତର ଦମଦାର ବିଜୟ ; ସିରିଜ୍ ଏବେ ୧-୧ ବରାବର

Nov-02-2025 06:23 PM IST
ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

ମହିଳା କ୍ରିକେଟ୍ ବିଶ୍ବକପ୍‌ର ଫାଇନାଲ୍‌- ବ୍ୟାଟିଂ କରୁଛି ଭାରତ

Nov-02-2025 05:30 PM IST
ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋରେ ଦୁଃଖଦ ଘଟଣା: ପାରିବାରିକ ଉତ୍ସବରେ ଅଗ୍ନିକାଣ୍ଡ, ୨୩ ମୃତ

Nov-02-2025 05:14 PM IST
ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ବିଜେଡି, ଜିଲ୍ଲାପାଳ ଓ ଏସପି ବିଜେପି ପାଇଁ କାମ କରୁଥିବା ଅଭିଯୋଗ

ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ବିଜେଡି, ଜିଲ୍ଲାପାଳ ଓ ଏସପି ବିଜେପି ପାଇଁ କାମ କରୁଥିବା ଅଭିଯୋଗ

Nov-02-2025 04:38 PM IST
ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଜିଙ୍କ ସହ ରହିବାକୁ ହେବ: ବୈଜୟନ୍ତ ପଣ୍ଡା

ନୂଆପଡ଼ାବାସୀଙ୍କ ଭବିଷ୍ୟତର ସ୍ୱପ୍ନ ପୁରଣ ପାଇଁ ମୋଦୀଜିଙ୍କ ସହ ରହିବାକୁ ହେବ: ବୈଜୟନ୍ତ ପଣ୍ଡା

Nov-02-2025 04:01 PM IST
NDA  ମେଣ୍ଟ ମୋଟ୍ ଭୋଟରଙ୍କ ମଧ୍ୟରୁ ୪୧ ପ୍ରତିଶତରୁ ୪୩ ପ୍ରତିଶତ ଭୋଟ୍ ପାଇବା ସମ୍ଭାବନା

NDA  ମେଣ୍ଟ ମୋଟ୍ ଭୋଟରଙ୍କ ମଧ୍ୟରୁ ୪୧ ପ୍ରତିଶତରୁ ୪୩ ପ୍ରତିଶତ ଭୋଟ୍ ପାଇବା ସମ୍ଭାବନା

Nov-02-2025 01:14 PM IST
  • About
  • Careers
  • Contact Us
Tuesday, November 4, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ମଦନ ମୋହନ ସାହୁ ମହୋଦୟଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

by M M
Sep-09-2024 08:01 AM IST
in ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଯାଜପୁର :ରସୁଲପୁର ଅନ୍ତର୍ଗତ ତୋରଡ଼ ଉଚ୍ଚ ବିଦ୍ୟାଳୟରେ  ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ମଦନ ମୋହନ ସାହୁ ମହୋଦୟଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଛି ତୋରଡ଼ ଉଚ୍ଚ ବିଦ୍ୟାଳୟ । ୩୧ ବର୍ଷର ଶିକ୍ଷକତା ପରେ ସେ  ବିଦାୟ ନେଇଛନ୍ତି । ଏହି କାର୍ଯ୍ୟକ୍ରମରେ ରସୁଲପୁର ବିଇଓ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ନିକଟସ୍ଥ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମଧ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ତେବେ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ସାହୁଙ୍କ ଏହି ବିଦାୟ ଉତ୍ସବକୁ ସ୍ମରଣୀୟ କରାଇଛନ୍ତି ବିଦ୍ୟାଳୟର ସମସ୍ତ ପୁରାତନ ଛାତ୍ରଛାତ୍ରୀ ।

ତୋରଡ଼ ଉଚ୍ଚ ବିଦ୍ୟାଳୟରେ ଦୀର୍ଘ ୩୧ ବର୍ଷରୁ ପ୍ରଧାନ ଶିକ୍ଷକ ଭାବରେ ଦାୟିତ୍ୱ ତୁଲାଇବା ପରେ  ଅବସର ଗ୍ରହଣ କରିଛନ୍ତି ଶ୍ରୀଯୁକ୍ତ ମଦନ ମୋହନ ସାହୁ । ଏହି ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବରେ ଅନେକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଅତିଥି ଭାବରେ ସାମିଲ ହେବା ସହ କାର୍ଯ୍ୟକାଳର ଶେଷ ଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । କାର୍ଯ୍ୟକ୍ରମରେ ସ୍କୁଲର ପିଲାମାନଙ୍କ ଦ୍ୱାରା ସୂର୍ଯ୍ୟ ନମସ୍କାର ସହିତ ଅତିଥିମାନଙ୍କୁ ସ୍ୱାଗତ କରାଯାଇଥିଲା । ଏହାପରେ ମୁଖ୍ୟବକ୍ତା ଦାୟିତ୍ୱବାନ୍ କାର୍ଯ୍ୟ ଏବଂ ପିଲାମାନଙ୍କୁ ଶୃଙ୍ଖଳା ସହିତ ବିଦ୍ୟାଳୟକୁ ସଫଳତାର ଶିଖରରେ ପହଞ୍ଚାଇବା ପାଇଁ ଶ୍ରୀଯୁକ୍ତ ସାହୁଙ୍କ ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଅନ୍ୟ ଅତିଥି ମଧ୍ୟ କୋହଭରା ସ୍ୱରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ବିଦାୟ ଶୁଭେଚ୍ଛା ଜଣାଇଛନ୍ତି । ସେହିପରି ବିଦ୍ୟାଳୟରୁ ଶିକ୍ଷା ଶେଷ କରି ସାରିଥିବା ପୁରାତନ ଛାତ୍ରଛାତ୍ରୀ ମଧ୍ୟ ସେମାନଙ୍କ ଜୀବନରେ ଶ୍ରଯୁକ୍ତ ସାହୁଙ୍କ ଭୂମିକା ଏବଂ ସ୍କୁଲରେ ବିତାଇଥିବା ପୁରୁଣା ସ୍ମୃତିକୁ ମନେ ପକାଇଥିଲେ । ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ନିରଞ୍ଜନ ଶତପଥୀ ମଞ୍ଚ ପରିଚାଳନା କରିଥିଲେ ।

ପ୍ରଧାନଶିକ୍ଷକଙ୍କ ଅବସରରେ ବିଦ୍ୟାଳୟରେ କାର୍ଯ୍ୟରତ ଅନ୍ୟାନ୍ୟ ଶିକ୍ଷକ-ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ଭାବ ବିଭୋର ହୋଇଯାଇଥିଲେ । ମଞ୍ଚରେ ସମ୍ବର୍ଦ୍ଧନା ଜଣାଇବା ପରେ ଶହ ଶହ ଛାତ୍ରଛାତ୍ରୀଙ୍କ ମେଳରେ ଏକ ବିଶାଳ ଶୋଭାଯାତ୍ରା କରି ଶ୍ରୀଯୁକ୍ତ ସାହୁଙ୍କୁ ନଗର ପରିଭ୍ରମଣ କରାଯାଇଥିଲା । ଏହି ପରିଭ୍ରମଣ ସମୟରେ ୫ ଖଣ୍ଡ ଗ୍ରାମ ବୁଲି ଶ୍ରୀଯୁକ୍ତ ସାହୁ ନିଜ ଛାତ୍ରଛାତ୍ରୀଙ୍କ ଅଭିଭାବକ ମାନଙ୍କ ପାଖରୁ ମଧ୍ୟ ବିଦାୟ ନେଇଛନ୍ତି । ଏହାପରେ ବିଦ୍ୟାଳୟର ଶତାଧିକ ପୁରାତନ ଛାତ୍ରଛାତ୍ରୀ ଏକ ବିଶାଳ ବାଇକ ଶୋଭାଯାତ୍ରାରେ ଶ୍ରୀଯୁକ୍ତ ମଦନ ମୋହନ ସାହୁ ମହୋଦୟଙ୍କୁ ନେଇ ତାଙ୍କ ବାସଭବନ ପର୍ଯ୍ୟନ୍ତ ଯାଇଥିଲେ ।

Share196Tweet123
M M

M M

ଆଜିର ପାଗ

Bhubaneswar
November 4, 2025, 8:47 AM
 

WNW
Overcast
27°C
0.6 m/s
Apparent: 26°C
Pressure: 1009 mb
Humidity: 79%
Winds: 0.6 m/s WNW
Windgusts: 5.5 m/s
UV-Index: 0
Precip.: 0mm /0% / Rain
Sunrise: 5:49 AM
Sunset: 5:10 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

ରାଷ୍ଟ୍ରନିର୍ମାଣରେ ନିଜକୁ ନିୟୋଜିତ କରିବି : ଅମର

November 3, 2025
ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

ବିଜେଡିକୁ ‘ଟାଇଟନିକ୍’ ପରି ବୁଡ଼ାଇବାକୁ ଯୋଜନା ଚାଲିଛି”: ଶ୍ରୀମୟୀ ମିଶ୍ର

November 3, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

November 3, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom