• Latest
  • Trending
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-13-2026 05:57 AM IST
ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

ଆମେରିକାର ସିକ୍ରେଟ ଏଜେଣ୍ଟ ; ଢୋଲ ଭିତରେ ଏମିତି ଥିଲେ ମୂଷା

Jan-11-2026 05:22 AM IST
ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

ଓଡ଼ିଶାର ରାଜନୈତିକ ଶୂନ୍ୟତା ପୂରଣ କରିପାରିବ କି ନୂଆଦଳ ?

Jan-11-2026 05:00 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Jan-11-2026 04:51 AM IST

ଏମାନଙ୍କ ପାଇଁ ଫାଇନ ୧୦ ହଜାର ଟଙ୍କା ?

Jan-10-2026 07:47 AM IST
  • About
  • Careers
  • Contact Us
Wednesday, January 14, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

by M M
Jan-14-2026 05:59 AM IST
in ବଡ଼ ଖବର, ରାଜ୍ୟ
0
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର, ୧୩/୦୧: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। ବହୁ ପ୍ରତିକ୍ଷିତ ‘ସୁଭଦ୍ରା’ ଯୋଜନାର ଟଙ୍କା ପ୍ରଦାନ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଆସନ୍ତା ଜାନୁଆରୀ ୧୮ ତାରିଖ ସୁଦ୍ଧା ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ସହାୟତା ରାଶି ପଠାଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏକାଥରକେ ମିଳିବ ଦୁଇଟି କିସ୍ତି ବୋଲି କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ପର୍ଯ୍ୟାୟରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ଉପକୃତ ହେବେ। ସେମାନଙ୍କ ମଧ୍ୟରେ ପ୍ରାୟ ୧ ଲକ୍ଷ ୭୮ ହଜାର ୩୯୮ ଜଣ ନୂଆ ମହିଳା ପ୍ରଥମ କିସ୍ତି ପାଇବେ। ପୂର୍ବରୁ ପ୍ରଥମ ଓ ଦ୍ୱିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ମହିଳା ମଧ୍ୟ ଏହି ପର୍ଯ୍ୟାୟରେ ଟଙ୍କା ପାଇବେ। ବାଦ୍ ପଡ଼ିଥିବା ମହିଳାମାନେ ଏକାଥରକେ ଦୁଇଟି କିସ୍ତିର ଟଙ୍କା ନିଜ ଖାତାରେ ପାଇବେ।

Share196Tweet123
M M

M M

ଆଜିର ପାଗ

Bhubaneswar
January 14, 2026, 8:23 AM
 

NNW
Fog
14°C
0.9 m/s
Apparent: 15°C
Pressure: 1016 mb
Humidity: 88%
Winds: 0.9 m/s NNW
Windgusts: 4.3 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

January 14, 2026
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

January 14, 2026
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

January 14, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom