• Latest
  • Trending

ଥାନା ସାମ୍ନାରେ ଆତ୍ମାହୂତି : ଆଖିବୁଜିଲେ ରଶ୍ମିତା

Aug-21-2024 05:22 PM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Sunday, May 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ଥାନା ସାମ୍ନାରେ ଆତ୍ମାହୂତି : ଆଖିବୁଜିଲେ ରଶ୍ମିତା

by M M
Aug-21-2024 05:22 PM IST
in ଭିଡ଼ିଓ, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଥାନା ସାମ୍ନାରେ ସ୍ବାମୀଙ୍କ ମୁକ୍ତି ପାଇଁ  ଆତ୍ମାହୂତି ଉଦ୍ୟମ କରିଥିଲେ । ଆଜି ସେ ଆଖିବୁଜିଛନ୍ତି । ତାଙ୍କ ନାମ ହେଉଛି ରଶ୍ମିତା ଦାସ ।  ଗତ 16 ତାରିଖରେ ମାହାଙ୍ଗା ଥାନା ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି  ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଗୁରୁତର ଅବସ୍ଥାରେ ମହିଳାଙ୍କୁ ମାହାଙ୍ଗା ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ପୋଲିସର କାର୍ଯ୍ୟରେ ଅବହେଳା ପାଇଁ ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସଂପୃକ୍ତ ମହିଳାଙ୍କ ଘର ମାହାଙ୍ଗା ବ୍ଲକ ଆନନ୍ଦପୁର ଅଞ୍ଚଳରେ ବୋଲି ଜଣାପଡିଛି । ମହିଳାଙ୍କ ସ୍ବାମୀକୁ ମିଛ କେସ୍‌ରେ ଗିରଫ କରିଥିଲା ପୋଲିସ । ଫଳରେ ମହିଳା ଜଣକ ଥାନାକୁ ଆସି ସ୍ୱାମୀଙ୍କୁ କ’ଣ ପାଇଁ ଥାନାରେ ଅଟକ ରଖିଛ ପଚାରିବାରୁ ପୋଲିସର ଦୁର୍ବ୍ୟବହାର ପ୍ରତିବାଦରେ ମହିଳା ଜଣକ ଦେହରେ ପେଟ୍ରୋଲ ଢାଳି ଥାନା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ମହିଳାଙ୍କ ଦେହର ପ୍ରାୟ ୭୦ ପ୍ରତିଶତ ପୋଡି ଯାଇଥିଲା।  ତେବେ ଏହି ଘଟଣା ପାଇଁ ଯେଉଁମାନେ ଦୋଷୀ ତାଙ୍କ ଉପରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ତାହାକୁ ନେଇ ସ୍ଥାନୀୟ ଅଂଚଳରେ ଆଲୋଚନା ହେଉଛି । ପୋଲିସର ଅବହେଳା ଏବଂ ତଦନ୍ତକୁ ନେଇ ନାନା ପ୍ରଶ୍ନ ସୃଷ୍ଟି ହୋଇଛି । ଆସନ୍ତୁ ଦେଖିବା ରିପାେର୍ଟ

Tags: newsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
May 3, 2026, 12:40 AM
 

SSW
Thunderstorm
27°C
4.6 m/s
Apparent: 31°C
Pressure: 1004 mb
Humidity: 87%
Winds: 4.6 m/s SSW
Windgusts: 15.2 m/s
UV-Index: 0
Precip.: 5.1mm /82% / Rain
Sunrise: 5:16 AM
Sunset: 6:10 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom