• Latest
  • Trending
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

Oct-14-2025 02:30 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

by M M
Oct-14-2025 02:30 PM IST
in ରାଜନୀତି, ରାଜ୍ୟ
0
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା
575
SHARES
1.6k
VIEWS
Share on FacebookShare on Twitter

ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଭାବେ ଜୟ ଢୋଲକିଆ ଜିତିବେ । ଏନେଇ ସ୍ପଷ୍ଟ କଥା କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର । ତାଙ୍କ କହିବା କଥା ଜୟଙ୍କ  ନାମ ଚୂଡ଼ାନ୍ତ ହୋଇସାରିଛି ।  ୧୬ ତାରିଖରେ ଜୟ ନାମାଙ୍କନ ଭରିବେ ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଦଳର ଅନ୍ୟ ବରିଷ୍ଠ ନେତାମାନେ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ।

ସେ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ ଲୋକମାନେ ବିଜେପିକୁ ପସନ୍ଦ କରୁଛନ୍ତି । ନୂଆପଡ଼ାର ଲୋକ ମଧ୍ୟ ବିଜେପିକୁ ଭୋଟ ଦେବାକୁ ଅପେକ୍ଷା କରିଛନ୍ତି । ଏଥିପାଇଁ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ। ବିଜେଡି ନେତାମାନେ କେବଳ କଥା କହୁଛନ୍ତି । ସେମାନେ ଏଯାଏ ପ୍ରାର୍ଥୀ ସ୍ଥିର କରିପାରିନାହିଁ।  ସେପଟେ  କଂଗ୍ରେସକୁ ଲୋକେ ପସନ୍ଦ କରୁନାହାନ୍ତି। ଏଣୁ ବିଜେପି ଏଠାରେ ଜିତିବା ସୁନିଶ୍ଚିତ ବୋଲି କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର।

ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ମନ୍ତ୍ରୀ ସାଂସଦ ଓ ବିଧାୟକ ବିଶାଳ ରାଲିରେ ଆସିବେ। ସେହି ଦିନ ଆୟୋଜିତ ହେବ  ଏକ ବିଶାଳ ସମାବେଶ । ଯେଉଁଥିରେ ୨୦୦୦ ରୁ ଅଧିକ କଂଗ୍ରେସ ଓ ବିଜେଡି କର୍ମୀ ବିଜେପିରେ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର।

ସୁଜିତ କହିଛନ୍ତି , ୨୪ ନିର୍ବାଚନ ଭଳି ନୂଆପଡ଼ାରେ ମଧ୍ୟ ବିଜେପିକୁ ଲୋକ ଆଶୀର୍ବାଦ କରିବେ । କାରଣ ଦେଢ଼ ବର୍ଷ ଭିତରେ ସୁଭଦ୍ରା ଯୋଜନାରେ ଭଉଣୀମାନେ ଉପକୃତ ହୋଇଛନ୍ତି । ଏମଏସପି ବୃଦ୍ଧି, ପିଏମ କିଷାନରେ  କୃଷକମାନେ ଉପକୃତ ହୋଇଛନ୍ତି ।  ଯୁବକଙ୍କ ବିକାଶ ପାଇଁ ବିଜେପି ସରକାର ଅନେକ କାମ କରିଛି । କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଜ୍ୟରେ ମୋହନଙ୍କ ନେତୃତ୍ୱରେ ବିକାଶ ପଥରେ ଆଗେଇ ଚାଲିଛି ଓଡ଼ିଶା । ତେଣୁ ନୂଆପଡ଼ା ଜନତା ମଧ୍ୟ ବିଜେପିକୁ ଭରସା କରିବେ ।

Share230Tweet144
M M

M M

ଆଜିର ପାଗ

Bhubaneswar
February 3, 2026, 1:41 AM
 
N
Clear sky
19°C
0.5 m/s
Apparent: 22°C
Pressure: 1017 mb
Humidity: 85%
Winds: 0.5 m/s N
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom