• Latest
  • Trending
ସୁଜିତ କୁମାର ଯିବେ ରାଜ୍ୟସଭା ! ଦିଲ୍ଳୀ ଗଲେ ମନମୋହନ

ସୁଜିତ କୁମାର ଯିବେ ରାଜ୍ୟସଭା ! ଦିଲ୍ଳୀ ଗଲେ ମନମୋହନ

Sep-11-2024 06:28 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସୁଜିତ କୁମାର ଯିବେ ରାଜ୍ୟସଭା ! ଦିଲ୍ଳୀ ଗଲେ ମନମୋହନ

ଦିଲ୍ଲୀରେ ଚାଲିଛି ଘନ ଘନ ବୈଠକ

by M M
Sep-11-2024 06:28 PM IST
in ବଡ଼ ଖବର, ରାଜନୀତି
0
ସୁଜିତ କୁମାର ଯିବେ ରାଜ୍ୟସଭା ! ଦିଲ୍ଳୀ ଗଲେ ମନମୋହନ
491
SHARES
1.4k
VIEWS
Share on FacebookShare on Twitter

ମମତାଙ୍କ ବାଟରେ ସୁଜିତ କୁମାର ।  ପୂର୍ବତନ ବିଜେଡ଼ି ନେତା ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି । ଇସ୍ତଫା ଦେବା ପରେ ସେ ବିଜେପିରେ ସାମିଲ ହୋଇଛନ୍ତି । ଏପରିକି ସେ ବିଜେପିରେ ମିଶିବା ପରେ ବିଜେଡିକୁ ଟାର୍ଗେଟ କରି ଅନେକ କଥା କହିଛନ୍ତି । ତେବେ ସେ ବି‌ଜେପିରେ ସାମିଲ୍‌ ହୋଇଥିବାରୁ ସୁଜିତ ପୁଣିଥରେ ରାଜ୍ୟସଭା ଯିବେ ବୋଲି ଚର୍ଚା ଜୋର ଧରିଛି । ରାଜ୍ୟ ସଭାପତି ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି । ଦିଲ୍ଳୀରେ ଚାଲିଛି ଘନଘନ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲ ଏନେଇ କିଛି କହିନଥିଲେ ମଧ୍ୟ ସେ ଯେ ରାଜ୍ୟ ସଭା ଯିବା ପାଇଁ ରାଜି ନାହାଁନ୍ତି ତାହା କହିହେବ ନାହିଁ । ତେବେ ବିଜେପି ଅନେକ ସମୟରେ ନୂଆ କରୁଥିବାରୁ ତାଙ୍କ ବଦଳରେ ରାଜ୍ୟ ବିଜେପିର ଅନ୍ୟ କିଏ ରାଜ୍ୟସଭା ଯିବେ କି  ସେନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି।ପ୍ରଥମେ ମୟୁରଭଞ୍ଜର ମମତା ମହନ୍ତ ରାଜ୍ୟସଭା ସହିତ ବିଜେଡ଼ିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଥିଲେ। ତାଙ୍କୁ ବିଜେପି ପୁଣିଥରେ ରାଜ୍ୟସଭାକୁ ପଠାଇଛି। ଏହାର କିଛି ଦିନ ପରେ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ସହିତ ବିଜେଡ଼ିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 10:20 PM
 
SE
Clear sky
21°C
0.9 m/s
Apparent: 23°C
Pressure: 1018 mb
Humidity: 88%
Winds: 0.9 m/s SE
Windgusts: 6.8 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom