• Latest
  • Trending

ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

Aug-20-2024 12:23 PM IST
odisha.newsroom.in

ଯୁଦ୍ଧର ନିଆଁ ଲିଭୁନି..ପୁଣି ଫେରିବ କି Lockdown ? ସରକାର କହିଲେ…

Mar-25-2026 05:30 PM IST
ଆରମ୍ଭ ହେଲା ତୃତୀୟ ବିଶ୍ୱଯୁଦ୍ଧ

ଆରମ୍ଭ ହେଲା ତୃତୀୟ ବିଶ୍ୱଯୁଦ୍ଧ

Mar-25-2026 05:27 PM IST
5 ଦିନ ପରେ ଥରିବ ବିଶ୍ବ ! ଟ୍ରମ୍ପ କରିବେ ବଡ଼ ଆକ୍ରମଣ

5 ଦିନ ପରେ ଥରିବ ବିଶ୍ବ ! ଟ୍ରମ୍ପ କରିବେ ବଡ଼ ଆକ୍ରମଣ

Mar-25-2026 05:24 PM IST
odisha.newsroom.in

ମରୁଭୂମିରେ ଭୟଙ୍କର ବନ୍ୟା…ଲୋକେ ଗାଡ଼ି ମୋଟର ଛାଡ଼ି ଦୌଡିଲେ…

Mar-25-2026 04:01 PM IST
odisha.newsroom.in

ବିଜୁ-ନବୀନ ଟ୍ରଷ୍ଟକୁ ନେଇ ପୋଷ୍ଟର ଯୁଦ୍ଧ…ସତ ଜାଣିବାକୁ ବିଜେପିର ଜିଦ

Mar-25-2026 01:46 PM IST
odisha.newsroom.in

ଆପଣ ନୂଆ ଘର ତିଆରି କରୁଛନ୍ତି କି…ବାସ୍ତୁର ଏହି ନିୟମ ନିଶ୍ଚୟ ମାନନ୍ତୁ

Mar-25-2026 01:15 PM IST
odisha.newsroom.in

ଲଗାତାର ହ୍ରାସ ପରେ ଆଜି ପୁଣି ବଢ଼ିଗଲା ସୁନା, ଜାଣନ୍ତୁ କେତେ

Mar-25-2026 12:55 PM IST
odisha.newsroom.in

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ଅଛି ଦେଢ଼ କ୍ୱିଣ୍ଟାଲ ସୁନା, ରୁପା କେତେ ?

Mar-25-2026 12:39 PM IST
odisha.newsroom.in

ଆମେରିକା ସହ କଥାବାର୍ତ୍ତା ପାଇଁ ଇରାନ ରଖିଲା ବଡ଼ ସର୍ତ୍ତ

Mar-25-2026 12:11 PM IST
odisha.newsroom.in

ବିଧାନସଭାରେ କଳା ଟି-ସାର୍ଟ ପିନ୍ଧି ବିଜେଡି- କଂଗ୍ରେସ ଭାଇ ଭାଇ

Mar-25-2026 11:38 AM IST
  • About
  • Careers
  • Contact Us
Thursday, March 26, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

by M M
Aug-20-2024 12:23 PM IST
in ଦେଶ ବିଦେଶ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

କୋଲକାତା ଆର୍‌ଜିକର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସିଜେଆଇଙ୍କ ଅଧ୍ୟକ୍ଷତାରେ ତିନି ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଶୁଣାଣି ବେଳେ ଖଣ୍ଡପୀଠି ଏହି ମାମଲାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଡାକ୍ତରଙ୍କ ଆନ୍ଦୋଳନ ଚାଲିଥିବା ବେଳେ ଆଜି ଏହି ମାମଲାକୁ ନେଇ ବର୍ଷିଲେ ସୁପ୍ରିମକୋର୍ଟ। ଘଟଣାରେ ବହୁ ବିଳମ୍ବରେ ଏଫ୍‌ଇଆର୍‌ ରୁଜୁ ହୋଇଥିବା ନେଇ ବିଚାରପତି ଉଠାଇଲେ ପ୍ରଶ୍ନ। ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି। ତଦନ୍ତ କେତେ ଦୂର ପହଞ୍ଚିଛି ବୋଲି କୋର୍ଟ ସିବିଆଇ ପ୍ରଶ୍ନ କରିଛନ୍ତି। ଏଥିସହ ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦେବାକୁ ସିବିଆଇକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

 

Tags: newsnewsroomRape-Murder CaseSupreme Court Hearing
Share196Tweet123
M M

M M

ଆଜିର ପାଗ

Bhubaneswar
March 26, 2026, 4:13 AM
 

S
Partly cloudy
25°C
0.6 m/s
Apparent: 31°C
Pressure: 1010 mb
Humidity: 95%
Winds: 0.6 m/s S
Windgusts: 3.4 m/s
UV-Index: 0
Precip.: 2.5mm /40% / Rain
Sunrise: 5:45 AM
Sunset: 5:59 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom