• Latest
  • Trending
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Wednesday, March 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

by M M
Jan-14-2026 06:05 AM IST
in ବଡ଼ ଖବର
0
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’
491
SHARES
1.4k
VIEWS
Share on FacebookShare on Twitter

ନୂଆଦିଲ୍ଲୀ, ୧୩/୦୧: ଦେଶରେ ବୁଲା କୁକୁରଙ୍କ ଆତଙ୍କ ଏବଂ କୁକୁର କାମୁଡ଼ା ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଥିବା ବେଳେ ମଙ୍ଗଳବାର ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, କୁକୁର କାମୁଡ଼ା ଏବଂ ମୃତ୍ୟୁର ପ୍ରତ୍ୟେକ ଘଟଣା ପାଇଁ ଏବେ ରାଜ୍ୟଗୁଡ଼ିକ ଉପରେ ଭାରୀ କ୍ଷତିପୂରଣ ଲାଗୁ କରାଯାଇପାରେ। ବିଚାରପତି ବିକ୍ରମ ନାଥ, ସନ୍ଦୀପ ମେହେଟ୍ଟା ଏବଂ ଏନ.ଭି. ଅଞ୍ଜାରିଆଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। କୋର୍ଟ କହିଛନ୍ତି, “କୁକୁର କାମୁଡ଼ାର ପ୍ରଭାବ ମଣିଷ ଉପରେ ଜୀବନବ୍ୟାପୀ ରହିଥାଏ। ତେଣୁ ଯେଉଁମାନେ ବୁଲା କୁକୁରଙ୍କୁ ଖାଦ୍ୟ ଦିଅନ୍ତି , କୁକୁର କାହାରିକୁ ଆକ୍ରମଣ କଲେ ସେମାନଙ୍କୁ ମଧ୍ୟ ଦାୟୀ କରାଯିବା ଉଚିତ୍‌।” ଆବଶ୍ୟକ ବ୍ୟବସ୍ଥା କରିବାରେ ବିଫଳ ରାଜ୍ୟ ସରକାରଙ୍କ ଉପରେ କୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ହସ୍ପିଟାଲ, ରେଳ ଷ୍ଟେଶନ, ବସ ଡିପୋ ଏବଂ ଶିକ୍ଷାନୁଷ୍ଠାନ ଭଳି ସ୍ଥାନଗୁଡ଼ିକୁ କୁକୁର ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରାଯାଇପାରିବ ନାହିଁ। ଏହି ସ୍ଥାନଗୁଡ଼ିକୁ କୁକୁର ମୁକ୍ତ ରଖିବା ପ୍ରଶାସନର ଦାୟିତ୍ୱ। ଶୁଣାଣି ସମୟରେ ଜଷ୍ଟିସ ମେହେଟ୍ଟା ଗୁଜରାଟ ହାଇକୋର୍ଟର ଏକ ଉଦାହରଣ ଦେଇ ପରିସ୍ଥିତି କେତେ ଭୟଙ୍କର ତାହା ଦର୍ଶାଇଥିଲେ। ସେ କହିଥିଲେ ଯେ, ଏବେ କୋର୍ଟ ରୁମ ମଧ୍ୟ ସୁରକ୍ଷିତ ନୁହେଁ, ସେଠାରେ ମଧ୍ୟ କୁକୁର ଆକ୍ରମଣ ଘଟୁଛି। ଦୁଃଖର କଥା ଯେତେବେଳେ ପୌର କର୍ମଚାରୀମାନେ କୁକୁରଙ୍କୁ ଧରିବାକୁ ଯାଉଛନ୍ତି, କିଛି କୁକୁର ପ୍ରେମୀ ଏବଂ ଓକିଲମାନେ ସେମାନଙ୍କୁ ଆକ୍ରମଣ କରି ବାଧା ସୃଷ୍ଟି କରୁଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ଆଭିମୁଖ୍ୟ ପରେ ବୁଲା କୁକୁରଙ୍କୁ ନିୟନ୍ତ୍ରଣ କରିବା ପାଇଁ ଏବେ ରାଜ୍ୟ ସରକାର ଏବଂ ପୌର ପ୍ରଶାସନ ଉପରେ ଚାପ ବଢ଼ିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
March 4, 2026, 8:32 AM
 
W
Fog
25°C
0 m/s
Apparent: 29°C
Pressure: 1012 mb
Humidity: 94%
Winds: 0 m/s W
Windgusts: 8.2 m/s
UV-Index: 0
Precip.: 0mm /0% / Rain
Sunrise: 6:04 AM
Sunset: 5:52 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom