• Latest
  • Trending
ସେନା ଗାଡ଼ି ଉପରକୁ ଗୁଳି ଚଳାଇଲେ ଆତଙ୍କବାଦୀ

ସେନା ଗାଡ଼ି ଉପରକୁ ଗୁଳି ଚଳାଇଲେ ଆତଙ୍କବାଦୀ

Oct-28-2024 02:45 PM IST
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

Feb-07-2026 11:21 PM IST
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

Feb-07-2026 11:17 PM IST
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

Feb-07-2026 11:14 PM IST
ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

ଶୁଣନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ରାତିସାରା ବୁଲିଲା, ଦୁଷ୍କର୍ମ ପୀଡିତାର ଜୀବନ ଚାଲିଗଲା

Feb-07-2026 11:11 PM IST
କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

କଂଗ୍ରେସ ହାତ ଧରିବ ବିଜେଡି ! ସୁଜାତାଙ୍କ ବଦଳରେ ସଂତୃପ୍ତ ଯିବେ ରାଜ୍ୟସଭା

Feb-07-2026 11:08 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
  • About
  • Careers
  • Contact Us
Sunday, February 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ସେନା ଗାଡ଼ି ଉପରକୁ ଗୁଳି ଚଳାଇଲେ ଆତଙ୍କବାଦୀ

by M M
Oct-28-2024 02:45 PM IST
in ଦେଶ ବିଦେଶ
0
ସେନା ଗାଡ଼ି ଉପରକୁ ଗୁଳି ଚଳାଇଲେ ଆତଙ୍କବାଦୀ
491
SHARES
1.4k
VIEWS
Share on FacebookShare on Twitter

ଜମ୍ମୁ-କଶ୍ମୀରର ଅଖନୋର ସେକ୍ଟରରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଏକ ଦଳ ଏକ ସେନା ଗାଡି ଉପରକୁ ଗୁଳି ଚଳାଇଥିବା ଅଭିଯୋଗ ହୋଇଛି। ତେବେ ଏହି ଗୁଳି ଚାଳନାରେ କାହାରି କିଛି କ୍ଷୟକ୍ଷତି ହୋଇନାହିଁ। ଏବେ ଜମ୍ମୁ-କଶ୍ମୀରର ଅଖନୋରଠ‌ାରେ ବ୍ୟାପକ ସର୍ଚ୍ଚ ଅପରେସନ ଚାଲିଛି। ସଂପୃକ୍ତ ଅଞ୍ଚଳରେ ସକାଳ ପ୍ରାୟ ୭ଟା ବେଳକୁ ତିନିଜଣ ଆତଙ୍କବାଦୀ ସେନା ଗାଡ଼ି ଉପରକୁ ଏକାଧିକ ରାଉଣ୍ଡ ଗୁଳି ଚାଳନା କରିଥିଲେ। ତେବେ ଜାଣିବାକୁ ମିଳିଛି ଯେ ଆତଙ୍କବାଦୀମାନଙ୍କ ଏହି ଗୁଳି ଚାଳନା ପରେ ସୁରକ୍ଷା ବାହିନୀ ତୁରନ୍ତ ଏହି ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରି ଦେଇଥିଲେ। ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀ ଦୀପାବଳି ପାଇଁ  ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କାର୍ଯ୍ୟକାରୀ କରିଥିବା ଜଣାପଡ଼ିଛି। ତାହା ସତ୍ତ୍ବେ ବି ଗୁଳିକାଣ୍ଡ ଘଟିଥିବା ସୂଚନା ରହିଛି।

Tags: nationalnewsnewsroom
Share196Tweet123
M M

M M

ଆଜିର ପାଗ

Bhubaneswar
February 8, 2026, 1:35 AM
 
ESE
Partly cloudy
19°C
0.8 m/s
Apparent: 23°C
Pressure: 1015 mb
Humidity: 95%
Winds: 0.8 m/s ESE
Windgusts: 4.9 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

୧୫ହଜାର କୋଟିର ଡିଭୋର୍ସ ବଣ୍ଡ, କୋଟିପତି ଦମ୍ପତିଙ୍କ ଦାମୀ ବିବାହ ବିଚ୍ଛେଦ

February 7, 2026
ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

ରାଷ୍ଟ୍ରପତିଙ୍କୁ ଉପହାର ଦେଉଛନ୍ତି ମୁଖ୍ୟମନ୍ତ୍ରୀ |

February 7, 2026
ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

ପାକିସ୍ତାନକୁ ଟ୍ରମ୍ପଙ୍କ ଚୋଟ. ମୁନୀର ଛଟପଟ !

February 7, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom