• Latest
  • Trending

Aug-25-2024 04:59 PM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-28-2025 11:37 PM IST

କିମିଆ କରିଛି ‘ହେ କଳା ବାନ୍ଧବ’

Dec-28-2025 03:27 PM IST
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

Dec-28-2025 09:31 AM IST
ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

ସୁଜାତା ଯିବେ ରାଜ୍ୟସଭା, ବିଜେପି ସହ ଗୁପ୍ତ ମନ୍ତ୍ରଣା

Dec-28-2025 09:24 AM IST
ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

ଦିଗବିଜୟ ସିଂହଙ୍କ ସୋସିଆଲ ମିଡିଆ ଏକ ପୋଷ୍ଟ କୁ ନେଇ ବିବାଦ

Dec-28-2025 09:21 AM IST

କ’ଣ କହୁଛି ଆଜିର ରାଶିଫଳ

Dec-28-2025 08:58 AM IST
ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

ମୋଦି ଆଡ଼ଭାନୀଙ୍କୁ କାହିଁକି ପ୍ରଶଂସା କଲେ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ

Dec-27-2025 05:10 PM IST
ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଯେଉଁ ବିଦ୍ୟାଳୟରେ ଥିଲେ ଶିକ୍ଷକ, ସେହି ବିଦ୍ୟାଳୟରେ ମୁଖ୍ୟଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Dec-27-2025 03:48 PM IST
ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

ପିଲାମାନଙ୍କର ଏହି ବୈଜ୍ଞାନିକ ଚିନ୍ତାଧାରା ଓ ସୃଜନଶୀଳତା ପ୍ରକୃତରେ ପ୍ରଶଂସନୀୟ:ମୁଖ୍ୟମନ୍ତ୍ରୀ

Dec-27-2025 03:25 PM IST

ପ୍ରତ୍ୟେକ ପରିବାରର ଅତି କମରେ ତିନୋଟି ସନ୍ତାନ ହେବା ଉଚିତ…

Dec-27-2025 03:02 PM IST
  • About
  • Careers
  • Contact Us
Monday, December 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

by M M
Aug-25-2024 04:59 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ପୁରୀଠାରେ ସ୍ୱସ୍ତି ପ୍ରିମିୟମ୍ ବିଚ୍ ରିସର୍ଟର ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଅପାର ସମ୍ଭାବନାର ରାଜ୍ୟ ଓଡ଼ିଶାରେ ଆତିଥେୟତା ଶିଳ୍ପ, ଅନୁକୂଳ ବ୍ୟବସାୟିକ ଓ ସାମାଜିକ ବାତାବରଣକୁ ବଢାଇବା ପାଇଁ ହେବ ବୋଲି ମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶାରେ ପର୍ଯ୍ୟଟନର ଅପାର ସମ୍ଭାବନା ଅଛି । ତେବେ  ଓ୍ୱେଲଥ୍ କ୍ରିଏସନକୁ ଗୁରୁତ୍ବ ନଦେଲେ ସମାଜରେ ନୂଆ ନିଯୁକ୍ତି ସୃଷ୍ଟି ହେବ ନାହିଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ  ଶ୍ରୀ ପ୍ରଧାନ ।  ବ୍ୟବସାୟିକ ବାତାବରଣ ଏବଂ ସଠିକ୍ ରଣନୈତିକ ଯୋଜନା କଲେ ଆମେ ଓଡ଼ିଶାକୁ ରାଜସ୍ଥାନ ଭଳି ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିପାରିବା ।  ଆମକୁ ଯୋଜନାଭିତ୍ତିକ ଭାବରେ ବ୍ୟବସାୟର ଏକ ପରିସଂସ୍ଥାନ ତିଆରି କରିବା ପାଇଁ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ହୋଟେଲ୍ ସ୍ୱସ୍ତି ହେଉ କିମ୍ବା ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ଥିବା ବେଲଗାଡିଆ ପ୍ୟାଲେସ କୁ ଉଦାହରଣ ଦେଇ ଶ୍ରୀ ପ୍ରଧାନ କହିଲଷ  ଓଡ଼ିଆ ଲୋକମାନେ  ପର୍ଯ୍ୟଟନଭିତ୍ତିକ ଶିଳ୍ପକୁ ପ୍ରୋତ୍ସାହନ ଦେବାର ବଡ ଯୋଜନା ତିଆରି କରିପାରିବେ ।  ସେହିପରି ଯେଉଁ ଅଞ୍ଚଳ ସ୍ୱଚ୍ଛ ହେବ ନାହିଁ ସେଠାରେ ଯେତେ ଭିତ୍ତିଭୂମି ତିଆରି କଲେ ମଧ୍ୟ କାମରେ ଆସିବ ନାହିଁ । ପର୍ଯ୍ୟଟନ ଭିତ୍ତିଭୂମି ସୃଷ୍ଟି ପାଇଁ ସ୍ୱଚ୍ଛତାକୁ ଗୁରୁତ୍ୱ ଦେବା ଜରୁରୀ ।

କେନ୍ଦ୍ର ସରକାର ପର୍ଯ୍ୟଟନ ଶିଳ୍ପକୁ ମଜଭୂତ୍ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି । ‘ପୂର୍ବୋଦୟ’ କଳ୍ପନାରେ ଓଡ଼ିଶାର ବିକାଶ ସହ ବହୁ ପ୍ରତିକ୍ଷୀତ ‘କୋଷ୍ଟାଲ ହାଇଓ୍ୱେ’ର କାମ ଖୁବ ଶୀଘ୍ର ଆରମ୍ଭ କରିବା ନେଇ ମୋଦୀ ସରକାର ଯୋଜନା କରୁଛନ୍ତି । କୋଷ୍ଟାଲ ହାଇଓ୍ୱେ ନୂଆ ଓଡ଼ିଶାର ଜୀବନରେଖା ହେବ ।  ରାଜପଥ, ଜଳପଥ, ବନ୍ଦର, ବିମାନବନ୍ଦର ଭିତ୍ତିଭୂମିକୁ ବଢାଇ ନିଯୁକ୍ତି ଓ ସ୍ଥାନୀୟ ଅର୍ଥନୀତିକୁ ସଦୃଢ କରିବା ପାଇଁ ହେବ ।  ଓଡ଼ିଶାରେ ଆତିଥେୟତା ଶିଳ୍ପକୁ ବଢାଇବା ପାଇଁ ବିଜେପି ସରକାର ପ୍ରାଥମିକତା ଦେବ । ଆତିଥେୟତା ଶିଳ୍ପ ରୋଜଗାର ସୃଷ୍ଟି କରିବାର ବଡ ମାଧ୍ୟମ ।

ସ୍ୱସ୍ତି ପ୍ରିମିୟମ୍ ବିଚ୍ ରିସର୍ଟର ଉଦଘାଟନ ଅବସରରେ ସ୍ୱସ୍ତି ଗ୍ରୁପକୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାର କଳା ଏବଂ ଐତିହ୍ୟର ଛାପ ଥିବା ଏହି ହୋଟେଲ୍ ପୁରୀର ଆତିଥେୟତା ଓ ସେବା ଶିଳ୍ପ କ୍ଷେତ୍ରରେ ନୂଆ ପରିଚୟ ତିଆରି କରିବ। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେଭି ସିଂହଦେଓ, ରାଜ୍ୟ ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସାଂସଦ ସମ୍ବିତ୍ ପାତ୍ର ଏବଂ ପୁରୀ, ବ୍ରହ୍ମଗିରି ଓ ଏକାମ୍ର ଭୁବନେଶ୍ୱର ବିଧାୟକ ଯୋଗଦେଇଥିଲେ।

Tags: bjpnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
December 29, 2025, 9:04 AM
 

NE
Partly cloudy
18°C
2.4 m/s
Apparent: 17°C
Pressure: 1016 mb
Humidity: 95%
Winds: 2.4 m/s NE
Windgusts: 5.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:16 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

December 28, 2025

କିମିଆ କରିଛି ‘ହେ କଳା ବାନ୍ଧବ’

December 28, 2025
ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

ବବି ଓ ପାଣ୍ଡିଆନଙ୍କୁ କାହିଁକି ଟାର୍ଗେଟ କଲେ ବଦ୍ରି ? ଗୁମର ଖୋଲିଲେ ରବି ଦାସ

December 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom