• Latest
  • Trending

Aug-25-2024 04:59 PM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
  • About
  • Careers
  • Contact Us
Tuesday, May 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

by M M
Aug-25-2024 04:59 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ପୁରୀଠାରେ ସ୍ୱସ୍ତି ପ୍ରିମିୟମ୍ ବିଚ୍ ରିସର୍ଟର ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଅପାର ସମ୍ଭାବନାର ରାଜ୍ୟ ଓଡ଼ିଶାରେ ଆତିଥେୟତା ଶିଳ୍ପ, ଅନୁକୂଳ ବ୍ୟବସାୟିକ ଓ ସାମାଜିକ ବାତାବରଣକୁ ବଢାଇବା ପାଇଁ ହେବ ବୋଲି ମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶାରେ ପର୍ଯ୍ୟଟନର ଅପାର ସମ୍ଭାବନା ଅଛି । ତେବେ  ଓ୍ୱେଲଥ୍ କ୍ରିଏସନକୁ ଗୁରୁତ୍ବ ନଦେଲେ ସମାଜରେ ନୂଆ ନିଯୁକ୍ତି ସୃଷ୍ଟି ହେବ ନାହିଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ  ଶ୍ରୀ ପ୍ରଧାନ ।  ବ୍ୟବସାୟିକ ବାତାବରଣ ଏବଂ ସଠିକ୍ ରଣନୈତିକ ଯୋଜନା କଲେ ଆମେ ଓଡ଼ିଶାକୁ ରାଜସ୍ଥାନ ଭଳି ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିପାରିବା ।  ଆମକୁ ଯୋଜନାଭିତ୍ତିକ ଭାବରେ ବ୍ୟବସାୟର ଏକ ପରିସଂସ୍ଥାନ ତିଆରି କରିବା ପାଇଁ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ହୋଟେଲ୍ ସ୍ୱସ୍ତି ହେଉ କିମ୍ବା ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ଥିବା ବେଲଗାଡିଆ ପ୍ୟାଲେସ କୁ ଉଦାହରଣ ଦେଇ ଶ୍ରୀ ପ୍ରଧାନ କହିଲଷ  ଓଡ଼ିଆ ଲୋକମାନେ  ପର୍ଯ୍ୟଟନଭିତ୍ତିକ ଶିଳ୍ପକୁ ପ୍ରୋତ୍ସାହନ ଦେବାର ବଡ ଯୋଜନା ତିଆରି କରିପାରିବେ ।  ସେହିପରି ଯେଉଁ ଅଞ୍ଚଳ ସ୍ୱଚ୍ଛ ହେବ ନାହିଁ ସେଠାରେ ଯେତେ ଭିତ୍ତିଭୂମି ତିଆରି କଲେ ମଧ୍ୟ କାମରେ ଆସିବ ନାହିଁ । ପର୍ଯ୍ୟଟନ ଭିତ୍ତିଭୂମି ସୃଷ୍ଟି ପାଇଁ ସ୍ୱଚ୍ଛତାକୁ ଗୁରୁତ୍ୱ ଦେବା ଜରୁରୀ ।

କେନ୍ଦ୍ର ସରକାର ପର୍ଯ୍ୟଟନ ଶିଳ୍ପକୁ ମଜଭୂତ୍ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି । ‘ପୂର୍ବୋଦୟ’ କଳ୍ପନାରେ ଓଡ଼ିଶାର ବିକାଶ ସହ ବହୁ ପ୍ରତିକ୍ଷୀତ ‘କୋଷ୍ଟାଲ ହାଇଓ୍ୱେ’ର କାମ ଖୁବ ଶୀଘ୍ର ଆରମ୍ଭ କରିବା ନେଇ ମୋଦୀ ସରକାର ଯୋଜନା କରୁଛନ୍ତି । କୋଷ୍ଟାଲ ହାଇଓ୍ୱେ ନୂଆ ଓଡ଼ିଶାର ଜୀବନରେଖା ହେବ ।  ରାଜପଥ, ଜଳପଥ, ବନ୍ଦର, ବିମାନବନ୍ଦର ଭିତ୍ତିଭୂମିକୁ ବଢାଇ ନିଯୁକ୍ତି ଓ ସ୍ଥାନୀୟ ଅର୍ଥନୀତିକୁ ସଦୃଢ କରିବା ପାଇଁ ହେବ ।  ଓଡ଼ିଶାରେ ଆତିଥେୟତା ଶିଳ୍ପକୁ ବଢାଇବା ପାଇଁ ବିଜେପି ସରକାର ପ୍ରାଥମିକତା ଦେବ । ଆତିଥେୟତା ଶିଳ୍ପ ରୋଜଗାର ସୃଷ୍ଟି କରିବାର ବଡ ମାଧ୍ୟମ ।

ସ୍ୱସ୍ତି ପ୍ରିମିୟମ୍ ବିଚ୍ ରିସର୍ଟର ଉଦଘାଟନ ଅବସରରେ ସ୍ୱସ୍ତି ଗ୍ରୁପକୁ ଅଭିନନ୍ଦନ ଜଣାଇବା ସହ ଓଡ଼ିଶାର କଳା ଏବଂ ଐତିହ୍ୟର ଛାପ ଥିବା ଏହି ହୋଟେଲ୍ ପୁରୀର ଆତିଥେୟତା ଓ ସେବା ଶିଳ୍ପ କ୍ଷେତ୍ରରେ ନୂଆ ପରିଚୟ ତିଆରି କରିବ। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେଭି ସିଂହଦେଓ, ରାଜ୍ୟ ଆଇନ, ପୂର୍ତ୍ତ, ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସାଂସଦ ସମ୍ବିତ୍ ପାତ୍ର ଏବଂ ପୁରୀ, ବ୍ରହ୍ମଗିରି ଓ ଏକାମ୍ର ଭୁବନେଶ୍ୱର ବିଧାୟକ ଯୋଗଦେଇଥିଲେ।

Tags: bjpnewsroomodishapolitics
Share196Tweet123
M M

M M

ଆଜିର ପାଗ

Bhubaneswar
May 5, 2026, 5:51 AM
 

SSE
Partly cloudy
26°C
1.3 m/s
Apparent: 33°C
Pressure: 1009 mb
Humidity: 93%
Winds: 1.3 m/s SSE
Windgusts: 9.7 m/s
UV-Index: 0
Precip.: 20.3mm /96% / Rain
Sunrise: 5:14 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom