କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି
ବାଲେଶ୍ବର ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ କଂଗ୍ରେସ ଅନାସ୍ଥା ପ୍ରସ୍ତାବ ଦେଇଛି । ବିଜେଡିକୁ ଏନେଇ ନିଷ୍ପତ୍ତି ନେବାକୁ କହିଛନ୍ତି ରାଜ୍ୟ କଂଗ୍ରେସ ସଭାପତି । ଏହାକୁ ନେଇ ରାଜ୍ୟ ରାଜନୀତି ଉତ୍ତେଜନାପୂର୍ଣ୍ଣ ହୋଇ ପଡ଼ିଛି। ପିସିସି ସଭାପତି ...
/odishatv/media/media_files/2025/11/06/3-siblings-swept-away-2025-11-06-22-04-49.jpeg?w=640&resize=640,400&ssl=1)








