ପଶ୍ଚିମବଙ୍ଗରେ ଓ୍ବାକଫ ସଂଶୋଧନ ଆଇନ୍ ଲାଗୁ ହେବ ନାହିଁ: ମମତା by newsroom April 10, 2025 0 ପଶ୍ଚିମବଙ୍ଗରେ ଓ୍ବାକଫ ସଂଶୋଧନ ଆଇନ୍ ଲାଗୁ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିନ୍ତି । ସଂଖ୍ୟାଲଘୁ ଲୋକମାନଙ୍କର ସମ୍ପତ୍ତିକୁ ରକ୍ଷା କରାଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି । କେନ୍ଦ୍ର ସରକାରଙ୍କ ତରଫରୁ ନିଆଯାଇଥିବା ପଦକ୍ଷେପ ...