ଆଇପିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ବିରୁଦ୍ଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର:ଆଇପିଏସ୍ କୁଟ୍ଟେ ଓ ଆଶୀଷ ସିଂଙ୍କ ବିରୁଦ୍ଧରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ଏନେଇ ସରକାର ପକ୍ଷରୁ ଚାଲିଛି ପ୍ରକ୍ରିୟା । ନିର୍ବାଚନ ବେଳେ ଏହି ଦୁଇ ଅଫିସର ନିଜ କ୍ଷମତାର ଅପବ୍ୟବହାର କରିଥିବା ଅଭିଯୋଗ ହୋଇଛି । ରାଜ୍ୟ ଗୃହ ବିଭାଗର ...









