ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…
ରାଜ୍ୟର ବିଭିନ୍ନ ସ୍ଥାନରେ ବାରମ୍ବାର ଭୂକମ୍ପ ଝଟକା ଅନୁଭୂତ ହେବା ପରେ ଏବେ ବଲାଙ୍ଗିର ଜିଲ୍ଲାରେ ମଧ୍ୟ ଭୂମିକମ୍ପ ଦେଖାଦେଇଛି। ଆଜି ଭୋର୍ ପ୍ରାୟ ୪ଟା ୪୦ ମିନିଟ୍ ସମୟରେ ବଲାଙ୍ଗିରର ବିଭିନ୍ନ ସ୍ଥାନରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଘଟଣା ...








