ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍କା…ଆବେଦନ ଖାରଜ…
ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) କୁ ସୁପ୍ରିମକୋର୍ଟରେ ବଡ଼ ଶକ୍ତ ଧକ୍କା ଲାଗିଛି। ଭୋଟ୍ ଗଣତି ସମୟରେ କେନ୍ଦ୍ରୀୟ କର୍ମଚାରୀଙ୍କ ନିଯୁକ୍ତିକୁ ବିରୋଧ କରି ଦଳ ପକ୍ଷରୁ କରାଯାଇଥିବା ଆବେଦନକୁ ସର୍ବୋଚ୍ଚ ...








